ପାହାଳ ରସଗୋଲାକୁ ନେଇ ଏମିତି କଥା କହିଦେଲେ କେନ୍ଦ୍ରମନ୍ତ୍ରୀ: ବାଟରେ…

ବାଲିଅନ୍ତା ୧୧। ୧୧ (ନୀଳମାଧବ ସାହୁ):କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଓ ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ସୋମବାର ଓଡ଼ିଶା ବିଖ୍ୟାତ ପାହାଳ ରସଗୋଲାର ସ୍ବାଦ ଚାଖିଛନ୍ତି। କଟକରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ  ଭୁବନେଶ୍ୱର ଫେରିବା ବାଟରେ କେନ୍ଦ୍ରମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ କାର ପାହାଳ ମିଠା ବଜାରରେ ଅଟକିଥିଲା। ଉଭୟ କାରରୁ ଓହ୍ଲାଇ ସିଧା ମା’ ତାରିଣୀ ମିଷ୍ଟାନ୍ନ ଭଣ୍ଡାରକୁ ଯାଇଥିଲେ। ମିଠା ଦୋକାନରେ ଥିବା ପ୍ଲାଷ୍ଟିକ ଚେୟାରରେ ଉଭୟ ସି ମାଲିକଙ୍କୁ ପାଖକୁ ଡାକିଥିଲେ। ମାଲିକ ଆଲୋକ ଓ ତାଙ୍କ ଭଣଜା ଦେବୀ ପ୍ରସାଦ ପ୍ଲେଟ୍‌ରେ ଗୋଟିଏ ଲେଖାଏଁ ଗରମ ରସଗୋଲା ଖାଇବାକୁ ଦେଇଥିଲେ। ରସଗୋଲା ସହିତ କିଛି ଛେନା ଖାଇଥିଲେ ଉଭୟ କେନ୍ଦ୍ରମନ୍ତ୍ରୀ ଓ ରାଜ୍ୟ ଉପମୁଖ୍ୟମନ୍ତ୍ରୀ। ଖାଇସାରିବା ପରେ ରସଗୋଲାର ପ୍ରଶଂସା କରିବା ସହ ଭଲ ଟେଷ୍ଟି ଓ ସଫ୍ଟ ଅଛି ବୋଲି କେନ୍ଦ୍ର ମନ୍ତ୍ରୀ କହିଥିଲେ। କେନ୍ଦ୍ରମନ୍ତ୍ରୀ ଚୌହ୍ବାନ। ପ୍ରାୟ ୧ ହଜାର ଟଙ୍କାର ରସଗୋଲା ଓ ଛେନାଗଜା ପାର୍ସଲ ଆକାରରେ ନେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌: ଓଡ଼ିଶାର କ୍ଲିନ ସୁଇପ୍‌

ଭୁବନେଶ୍ୱର,୧ା୨(ଅନାଦି କର): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌ ରବିବାର ଉଦ୍‌ଯାପିତ ହୋଇଯାଇଛି। ସବ୍‌-ଜୁନିୟର ବାଳିକା(୧୫ ବର୍ଷରୁ କମ୍‌), ଜୁନିୟର ବାଳିକା…

ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….

ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର…

ବଜେଟକୁ ନେଇ ଲୋକେ କ’ଣ କହୁଛନ୍ତି, ଜାଣନ୍ତୁ…

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆଣିଥିବା ବଜେଟକୁ ନେଇ ଦିଗପହଣ୍ଡି ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ପ୍ରତିକ୍ରିୟା…

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri