Posted inଜାତୀୟ

ଭାଜପା ଶାଶିତ ରାଜ୍ୟରେ କେନ୍ଦ୍ରମନ୍ତ୍ରୀଙ୍କ ଝିଅଙ୍କୁ ଉତ୍ପୀଡ଼ନ

ମୁମ୍ବାଇ,୨।୩: ମହାରାଷ୍ଟ୍ରର ଜଲଗଁାଓସ୍ଥିତ ମୁକ୍ତାଇନଗରଠାରେ ଚାଲିଥିବା ସନ୍ଥ ମୁକ୍ତାଇ ମେଳାରେ କେନ୍ଦ୍ର କ୍ରୀଡ଼ା ରାଷ୍ଟ୍ର ମନ୍ତ୍ରୀ ରକ୍ଷା ଖଡ଼ସେଙ୍କ ଝିଅଙ୍କୁ ଉତ୍ପୀଡ଼ନ କରାଯାଇଥିବାର ମାମଲା ସାମ୍‌ନାକୁ ଆସିଛି। ଏନେଇ ରବିବାର ରକ୍ଷା ମୁକ୍ତାଇନଗର ଥାନାରେ ଅଭିଯୋଗ କରିଛନ୍ତି। ରକ୍ଷାଙ୍କ ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରିବା ସହ ଜଣଙ୍କୁ ଗିରଫ କରିଛି।

ଶନିବାର ରକ୍ଷାଙ୍କ ଝିଅ ତାଙ୍କର ଜଣେ ବନ୍ଧୁଙ୍କ ସହ ସନ୍ଥ ମୁକ୍ତାଇ ମେଳାକୁ ଯାଇଥିବାବେଳେ ସେଠାରେ କେତେଜଣ ଯୁବକ ଉଭୟଙ୍କୁ ଦୁର୍ବ୍ୟବହାର କରିବା ସହ ଉତ୍ପୀଡ଼ନ କରିଥିଲେ। ତେବେ ଏହି ଘଟଣାକୁ ଏକ ଦୁର୍ଭାଗ୍ୟଜନକ ଘଟଣା କହିବା ସହ ଖୁବ୍‌ଶୀଘ୍ର ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବଡ଼ ଝଟ୍‌କା, ମହଙ୍ଗା ହେଲା ଘରୋଇ ସିଲିଣ୍ଡର ଦାମ୍‌; ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୭।୬: ଦେଶରେ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଜନତା ଅତିଷ୍ଠ ହୋଇପଡ଼ିଛନ୍ତି। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି। କ୍ଷୀର, ପେଟ୍ରୋଲ-ଡିଜେଲ ଏବଂ ସିଏନଜି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

ବିହାରରେ ସୁରକ୍ଷାକୁ ନେଇ ରାଜନୈତିକ ବିବାଦ: ଲାଲୁ-ରାବ୍ରିଙ୍କ ପାଇଁ Z+ ସୁରକ୍ଷା ପ୍ରତ୍ୟାହାର କରିବା ପରେ ଏମିତି କଲେ ତେଜସ୍ବୀ

ପାଟନା,୬।୬: ବିହାର ରାଜନୀତିରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ବିବାଦ ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ…

ତିନି ଦିନ ବିଳମ୍ବରେ ଗୋଆରେ ପହଞ୍ଚିଲା ମୌସୁମୀ, ଏବେ ବର୍ଷାକୁ ନେଇ ରେଡ ଆଲର୍ଟ, ଓଡ଼ିଶା ଛୁଇଁବାକୁ ଆହୁରି ଲାଗିବ…

ନୂଆଦିଲ୍ଲୀ,୬।୬: ପ୍ରାୟ ତିନି ଦିନ ବିଳମ୍ବ ପରେ, ଶନିବାର ମୌସୁମୀ ବାୟୁ ଗତି ବୃଦ୍ଧି ପାଇଛି ଏବଂ ଏହା ଗୋଆରେ ପହଞ୍ଚିଛି। କେରଳରେ ଆଗାମୀ ୨୪ ଘଣ୍ଟା…

ଫାୟାରିଂ ମାମଲାରେ ସରେଣ୍ଡର କଲେ ଖାନ୍‌ ସାର, ଏବେ ଆଗକୁ…

ପାଟନା,୬।୬: ବିହାରର ଜଣାଶୁଣା ଶିକ୍ଷକ ତଥା ‘ଖାନ ଗ୍ଲୋବାଲ ଷ୍ଟଡିଜ’ର ପ୍ରତିଷ୍ଠାତା ଖାନ ସାର୍‌ କୋଚିଂ ସଂସ୍ଥାନରେ ହୋଇଥିବା ହିଂସା ଏବଂ ଗୁଳିଚାଳନା (ଫାୟାରିଂ) ମାମଲାରେ ଆତ୍ମସମର୍ପଣ…

ଭୟଙ୍କର ଦୁର୍ଘଟଣା, ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗୋଟିଏ ଗାଁର ୫ ଯୁବକ ମୃତ

ଅହମଦାବାଦ,୬।୬: ମୋର୍ବି-ହାଲଭାଡ ରାଜପଥର ଚରଦ୍ବା ଗ୍ରାମ ଉପକଣ୍ଠରେ ଗତକାଲି ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ରଣଛୋଡଗଡ଼ ଗ୍ରାମର ପାଞ୍ଚ ଜଣ ଯୁବକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri