Posted inଜାତୀୟ

ଚଣ୍ଡିଗଡ଼ରେ ଚାଷୀନେତାଙ୍କ ସହ ଚତୁର୍ଥ ପର୍ଯ୍ୟାୟ ଆଲୋଚନା

ଚଣ୍ଡିଗଡ଼,୧୮।୨: ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଉପରେ ଗ୍ୟାରେଣ୍ଟି ଦାବି ନେଇ ଚାଷୀ ଆନ୍ଦୋଳନ ଜାରି ରହିଥିବା ବେଳେ ରବିବାର ରାତିରେ କେନ୍ଦ୍ରମନ୍ତ୍ରୀମାନଙ୍କ ଏକ କମିଟି କୃଷକ ନେତାମାନଙ୍କ ସହ ଚଣ୍ଡିଗଡ଼ରେ ଚତୁର୍ଥ ପର୍ଯ୍ୟାୟ ଆଲୋଚନା ଚଳାଇଛନ୍ତି।

ସେକ୍ଟର ୨୬ସ୍ଥିତ ମହାତ୍ମା ଗାନ୍ଧୀ ଷ୍ଟେଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ପବ୍ଲିକ୍‌ ଅଡମିନିଷ୍ଟ୍ରେଶନଠାରେ ଅନୁଷ୍ଠିତ ଆଲୋଚନାରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଅର୍ଜୁନ ମୁଣ୍ଡା, ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ପୀୟୂଷ ଗୋୟଲ ଏବଂ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଯୋଗ ଦେଇଛନ୍ତି। ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ମଧ୍ୟ ବୈଠକରେ ଉପସ୍ଥିତ ଅଛନ୍ତି।

ସୂଚନା ଯୋଗ୍ୟ, ଗତ ୮, ୧୨ ଏବଂ ୧୫ ତାରିଖରେ କୃଷକ ନେତାମାନଙ୍କ ସହ କେନ୍ଦ୍ରମନ୍ତ୍ରୀମାନଙ୍କର ୩ ପର୍ଯ୍ୟାୟ ଆଲୋଚନା ହୋଇଥିଲେ ହେଁ କୌଣସି ନିଷ୍କର୍ଷ ବାହାରି ପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

କଟକ ଟି-୨୦ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଲାଗିଲା ଜୋରଦାର ଝଟ୍‌କା: ଅଭିଯୋଗ ପରେ…

ଦୁବାଇ,୯ା୧୨ (ପି.ଟି.):ରାୟପୁରଠାରେ ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ସ୍ଲୋ ଓଭର-ରେଟ୍‌ ପାଇଁ ଭାରତକୁ ସୋମବାର ସେମାନଙ୍କ ମ୍ୟାଚ୍‌ ଫି’ର...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…

କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri