ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ସାରି ସେ ନିକଟିସ୍ଥ ଡଙ୍ଗରିଗୁଡା ଗ୍ରାମର ଦଳିତ ଗରିବ ପରିବାରର ଗଗନ ମଙ୍ଗରାଜଙ୍କ ଘରେ ଯାଇ ମଧ୍ୟାହ୍ନ ଭୋଜନ କରିଥିଲେ।

ଯାହାକି ଜିଲାରେ ଏବେ ବେଶ ଚର୍ଚ୍ଚାର ବିଷୟ ପାଲଟିଛି। ବର୍ତ୍ତମାନ ନିର୍ବାଚନ ଥିବାରୁ ନେତାମାନେ ବିଭିନ୍ନ ଉପାୟ ଆପଣାଇ ଭୋଟରମାନଙ୍କ ନିକଟତର ହେବାକୁ ଚେଷ୍ଟା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହଜୁଦ ଅଛି ତେଲ, ତଥାପି ପମ୍ପ ବନ୍ଦ, ଭିଡ଼: ଭୟର ବାତାବରଣ

ଭୁବନେଶ୍ୱର,୧୬ା୫(ସୁନିତ୍‌ ମିଶ୍ର):ରାଜ୍ୟରେ ପେଟ୍ରୋଲ, ଡିଜେଲକୁ ନେଇ ଦେଖାଦେଇଥିବା ସମସ୍ୟା ସମାଧାନ ହୋଇପାରି ନାହିଁ। ରାଜ୍ୟର ପ୍ରାୟ ସବୁ ପମ୍ପରେ ଘଣ୍ଟା ଘଣ୍ଟା ଧରି ଲୋକମାନଙ୍କ ଲମ୍ବା ଧାଡ଼ି…

ଢୋଲମହୁଲ ଗୋଚର ଜମିରେ ବେଆଇନ ଆଡ଼ିବନ୍ଧ ନିର୍ମାଣ: ଖରିଫ ଚାଷ ପ୍ରଭାବିତ ଆଶଙ୍କା

ଲୋଇସିଂହା,୧୬।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ବୁର୍ଡା ମୌଜାର ଢୋଲମହୁଲ ଗୋଚର ଜମି ଉପରେ ଏବେ ଜମି ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ବର୍ଷ ବର୍ଷ ଧରି…

ରାସ୍ତା ମରାମତି ନାଁରେ ପ୍ରହସନ: ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି):ରାସ୍ତା ମରାମତି ପରିବର୍ତ୍ତେ କେବଳ ସୂଚନା ଫଳକରେ ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା କରାଯାଇଛି। ଏଭଳି ଘଟଣା ଥୁଆମୂଳ ରାମପୁର…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଧନସିଂ: ପରିବାର ଚଳାଇବା…

ନୂଆପଡ଼ା,୧୬ା୫ (ମକାରୁ ବେମାଲ):କେନ୍ଦ୍ର ଓ ରାଜ୍ୟ ସରକାର ଗରିବ, ଅସହାୟ, ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରଶାସନିକ ଅଧିକାରୀ, ନିର୍ବାଚିତ ପ୍ରତିନିଧିଙ୍କ ଆନ୍ତରିକତା…

ସରପଞ୍ଚଙ୍କ ନିଆରା ପ୍ରୟାସ: ଚାରିଆଡ଼ୁ ସାଉଁଟୁଛନ୍ତି ପ୍ରଶଂସା

ନୂଆପଡ଼ା,୧୬ା୫(ମକାରୁ ବେମାଲ):ନୂଆପଡ଼ା ଜିଲାରେ ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ମୁକ୍ତ ସମାଜ ଗଠନ ନିମନ୍ତେ ଚାଲିଥିବା ଏସ୍‌ୟୁପି ଫ୍ରି ନୂଆପଡ଼ା ଅଭିଯାନ ବର୍ତ୍ତମାନ ଏକ ଜନ ଆନ୍ଦୋଳନରେ…

କଳାହାଣ୍ଡିରେ ବାହାର ରାଜ୍ୟ କମ୍ପାନୀର କାୟାବିସ୍ତାର: ଚିନ୍ତିତ ନାହାନ୍ତି ଅଧିକାରୀ, କର୍ମଚାରୀ

ଭବାନୀପାଟଣା, ୧୬ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ କେନ୍ଦୁପତ୍ରକୁ ନେଇ ବହୁ କୋଟି ଟଙ୍କାର କାରବାର ଏବେ ସଙ୍କଟମୟ ସ୍ଥିତିରେ ଗତି କରୁଛି। ସରକାର ବିପୁଳ ପରିମାଣର ରାଜସ୍ବ…

ତୈଳ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ପେଟ୍ରୋଲ ଉପରେ ପ୍ରଥମ ଥର ପାଇଁ ଲାଗିବ…

ନୂଆଦିଲ୍ଲୀ,୧୬।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ (ATF) ରପ୍ତାନି ଉପରେ ଲାଗୁ ହେଉଥିବା ସ୍ପେଶାଲ ଆଡିସନାଲ ଏକ୍ସାଇଜ ଡ୍ୟୁଟି (SAED) ର ଦରରେ…

ବିବାହିତ ମହିଳାଙ୍କୁ ପ୍ରେମ କରୁଥିଲେ ୨ ଯୁବକ, ଜଣାପଡିବା ପରେ ଖଣ୍ଡାଯୁଦ୍ଧ, ପୂରା ଘଟଣା ଜାଣିଲେ…

ଦିଗପହଣ୍ଡି,୧୬।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ଶୁକ୍ରବାର ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri