ସାଧାରଣ ନିର୍ବାଚନକୁ ନେଇ ଏବେଠୁ କେନ୍ଦ୍ରମନ୍ତ୍ରୀଙ୍କ ରଣନୀତି

ଜୁନାଗଡ଼,୮।୭(ଡି.ଏନ୍‌.ଏ.): କଳାହାଣ୍ଡି ଗସ୍ତରେ କେନ୍ଦ୍ର ସଂଖ୍ୟା ଲଘୁ ଓ ବ୍ୟାପାର ମନ୍ତ୍ରୀ ଜନ୍‌ ବାର୍ଲା। ଗୁରୁବାର ଅପରାହ୍ନରେ ସେ ନବରଙ୍ଗପୁର ଜିଲାରୁ କଳାହାଣ୍ଡି ଜିଲା ଅଭିମୁଖେ ବାହାରିଥିଲେ। ରାତି ୯ଟାରେ ସେ ଜୁନାଗଡ଼ ସହରସ୍ଥିତ ଭାଜପା କାର୍ଯ୍ୟାଳୟରେ ପହିଞ୍ଚଥିଲେ। ଏହାପୂର୍ବରୁ ଜୁନାଗଡ଼ ନଗରପାଳ ମୁକେଶ ଅଗ୍ରୱାଲ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ଆଗକୁ ସାଧାରଣ ନିର୍ବାଚନ ଆସୁଥିବାରୁ ଦଳୀୟ କର୍ମକର୍ତ୍ତାଙ୍କୁ ସେ ବିଭିନ୍ନ ଗୁରୁମନ୍ତ୍ର ଦେଇଥିଲେ।

ଏହି ସମୟରେ ପୂର୍ବତନ ମନ୍ତ୍ରୀ ହିମାଂଶୁ ଶେଖର ମେହେର, ଜୁନାଗଡ଼ ନଗରପାଳ ମୁକେଶ ଅଗ୍ରୱାଲ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନୋଜ ମେହେର, ନଗର ସଭାପତି ଶିବରାମ ରାଉତ, ଏମ୍‌ପି ପ୍ରତିନିଧି ଶିବରାମ ରାଉତ, ବକ୍ସିତୁଲସୀପାଲି ସରପଞ୍ଚ ଦିବ୍ୟ ଦୀପ, ବରିଷ୍ଠ ନେତା ସତ୍ୟ ନାରାୟଣ ପଣ୍ଡା, ଶିଶିର ପଟ୍ଟନାୟକ, ବିକାଶ ପଟ୍ଟନାୟକ, କୁବଲେ ପାଣିଗ୍ରାହୀ, ବିକ୍ରାନ୍ତ ପଟ୍ଟନାୟକ, ଶିବ ନିଆଲ, ମନୋଜ ଧଙ୍ଗଡା ମାଝୀ, ବିପୁଲ ବଣିଆ, ନିଖିଲ ଅଗ୍ରୱାଲ, ବଂଶୀଧର ମଶ୍ରା, ପ୍ରଶାନ୍ତ ନିଆଲ ପ୍ରମୁଖ ଉପସ୍ଥିତ ଥିଲେ। ଏହାପରେ କେନ୍ଦ୍ରୀମନ୍ତ୍ରୀ ଭବାନୀପାଟଣା ଅଭିମୁଖେ ଯାତ୍ରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଚର୍ଚ୍ଚାରେ କଳାହାଣ୍ଡିର ଅଧ୍ୟାପକ, ଭିଏତନାମରେ କଲେ….

ଭବାନୀପାଟଣା,୪।୧୦( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂଲିଶ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?