ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ

ଭୁବନେଶ୍ୱର,୧୯ା୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ। ଲୋକସେବା ଭବନରେ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ସଂପ୍ରସାରଣ ନେଇ ଆଲୋଚନା ହୋଇଛି। ଏଥିରେ ବାର୍ଷିକ କ୍ଷମତା ୪.୫ ମିଲିୟନ ଟନ୍‌ରୁ ୯.୫ ମିଲିୟନ ଟନ୍‌କୁ ସଂପ୍ରସାରଣ ଲକ୍ଷ୍ୟ ରଖାଯାଇଛି। ସମସ୍ୟାର ସମାଧାନ ସହ ସମସ୍ତ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ଦେବା ସହ ତୁରନ୍ତ ସମାଧାନ ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ଯୁଦ୍ଧବିରତି ବୃଦ୍ଧି ଘୋଷଣା କଲେ ଟ୍ରମ୍ପ, ମୁନିର-ଶେହବାଜଙ୍କ ଅନୁରୋଧ ପରେ ନେଲେ ଏହି ନିଷ୍ପତ୍ତି

ଓ୍ବାଶିଂଟନ୍‌,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନର ଯୁଦ୍ଧବିରତି ଶେଷ ହେବାର କିଛି ଘଣ୍ଟା ପୂର୍ବରୁ ପାକିସ୍ତାନର ଅନୁରୋଧରେ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri