ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ପୁରୁଷୋତ୍ତମପୁର,୨୬ା୫( ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ତଥା କବିସୂର୍ଯନଗର ଥାନା ଅନ୍ତର୍ଗତ ବଡଖରିଡା କାଳେଶ୍ବର ମନ୍ଦିର ନିକଟରେ ରବିବାର ରାତିରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣର ଶିକାର ହୋଇଥିବା ଯୁବକ ହେଲେ ବଡଖରିଡା ବାଣନଇ ଗ୍ରାମର ବଣ୍ଟି ବାରିକ (୨୬)। କାଳେଶ୍ବର ପୀଠରେ ଯଜ୍ଞ ଚାଲିଥିବାରୁ ସେଠାକୁ ବଣ୍ଟି ଦେଖିବା ଲାଗି ଯାଇଥିବା ବେଳେ ପୂର୍ବ ଶତ୍ରୁତାକୁ ନେଇ ତାଙ୍କୁ ସଂଘବଦ୍ଧ ଭାବେ କିଛି ଯୁବକ ଖଣ୍ଡାରେ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ମାତ୍ର ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡମେଡିକାଲକୁ ପଠାଇ ଦିଆଯାଇଛି। ଖବର ପାଇ ପୁରୁଷୋତ୍ତମପୁର ଏସ୍‌ଡିପିଓ ରଜନୀକାନ୍ତ ଘଟଣାର ତଦନ୍ତ କରିଛି। ବଣ୍ଟି ନାମରେ ପୂର୍ବରୁ କବିସୂର୍ଯନଗର ଥାନାରେ ବହୁ ମାମଲା ରହଛି, ଯାହାଦ୍ବାରା ସେ ଗ୍ରାମଛାଡି ଫେରାର ହୋଇଯାଇଥିବା ବେଳେ ରବିବାର ଆସିଥିଲା ବୋଲି ଏସ୍‌ଡିପିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଥର କଟକ ଗସ୍ତରେ ଯାଇ ଏମିତି ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

କଟକ, ୧୭।୬(ଶିଳ୍ପା ପ୍ରିୟଦର୍ଶିନୀ)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର କଟକ ଗସ୍ତରେ ଆସି ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ...

ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ: ୧୪୪ ଧାରା ଜାରି

ବାଲେଶ୍ବର ଅଫିସ, ୧୭।୬- ବାଲେଶ୍ୱର ସହର ସ୍ଥିତ ଭୁଜାଖିଆ ପୀର ନିକଟସ୍ଥ ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ ହୋଇଛି। ସ୍ଥାନୀୟ ଗାଁ ତଥା...

ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ: ‘କିଷାନ ସମ୍ମାନ ନିଧି ଯୋଜନା’ର କିସ୍ତି ଟଙ୍କା ବଣ୍ଟନ ଉତ୍ସବରେ ଦେବେ ଯୋଗ

ବରଗଡ଼,୧୭ା୬(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଟଙ୍କା ବଣ୍ଟନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହେବ। ଏହି କ୍ରମରେ ବରଗଡ଼ରେ ହେବାକୁ...

ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼: ବରିଷ୍ଠ ଅଧିକାରୀ, ଅତିରିକ୍ତ ଫୋର୍ସ ଗଲେ ପୁରୀ

ପୁରୀ,୧୭ା୬: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯିବା ପରେ ଅପ୍ରତ୍ୟାଶିତ ଭାବେ ଶ୍ରଦ୍ଧାଳୁଙ୍କ ଆଗମନ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଜ୍ୟ ସରକାର ଅତିରିକ୍ତ ଫୋର୍ସ...

ପାହାଡ଼ରେ ପିଟିହେଲା ବସ୍‌

ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍‌ ପିଟି ହୋଇଛି। ଫଳର ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା...

ରାୟଗଡ଼ାରେ ଡିପ୍‌ଥେରିଆ ଆତଙ୍କ

ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର  ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ...

ମଜୁରି ବୃଦ୍ଧି ଯୋଗୁ ଚାଷୀ ଅଣନିଃଶ୍ୱାସୀ

ପଟ୍ଟାମୁଣ୍ଡାଇ,୧୭ା୬ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଏବଂ ଚାଷଖର୍ଚ୍ଚ ବୃଦ୍ଧିକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଏପରି କି ଅନେକ...

ଗଜାମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା,୧୭ା୬ (ଜଗନ୍ନାଥ ଧଳ): ଓଡ଼ିଶାକୁ ମୌସୁମୀ ଆସିବାରେ ବିଳମ୍ବ ହୋଇଥିବା ପାଣିପାଗ ବିଶେଷଜ୍ଞ ପ୍ରକାଶ କରିଛନ୍ତି। କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri