Posted inଫୁରସତ

୩ ଦିନ ପ୍ରଥମ ସ୍ତ୍ରୀ, ଆଉ ୩ ଦିନ ଗର୍ଲଫ୍ରେଣ୍ଡଙ୍କ ସହ ରହିବାକୁ ହୋଇଥିଲା ଚୁକ୍ତି, ପରେ ଘଟିଲା..

ରାଞ୍ଚି,୧୭।୨: ଝାଡଖଣ୍ଡ ରାଜଧାନୀ ରାଞ୍ଚିର ସଦର ପୋଲିସ ଷ୍ଟେଶନ ଅଞ୍ଚଳର ତିରିଲ ଟାଉନସିପରେ ଏକ ନିଆରା ଘଟଣା ଘଟିଛି। ଏଠାରେ ଜଣେ ବ୍ୟକ୍ତି ନିଜ ୨ ସ୍ତ୍ରୀଙ୍କ ସହ ଏକାଠି ରହିବା ପାଇଁ ଏକ ଚୁକ୍ତି କରିଥିଲେ।ଏହି ଚୁକ୍ତିନାମା ପୋଲିସ ମାଧ୍ୟମରେ କରାଯାଇଥିଲା। ମଜା କଥା ହେଉଛି ଏହି ଚୁକ୍ତି ଲିଖିତ ଆକାରରେ କରାଯାଇଥିଲା, ଯାହାର କପି ରାଜେଶ ମହତୋଙ୍କ ୨ ସ୍ତ୍ରୀଙ୍କ ସହିତ ଥିଲା।
ରାଞ୍ଚିର ସଦର ପୋଲିସ ଷ୍ଟେଶନ ଅଞ୍ଚଳର ତିରିଲ ଟାଉନସିପରେ ରହୁଥିବା ରାଜେଶ ମହାତୋ ଜଣେ ଯୁବତୀଙ୍କୁ ବିବାହ କରିଥିଲେ। ବିବାହ ସତ୍ତ୍ୱେ ଆଉ ଜଣେ ଯୁବତୀଙ୍କୁ ବିବାହ କରିଥିଲେ। ପ୍ରଥମ ସ୍ତ୍ରୀ ଏ ବିଷୟରେ ଜାଣିବା ପରେ ମାମଲା ପୋଲିସ ପାଖରେ ପହଞ୍ଚିଥିଲା। ଗତ ବର୍ଷ ଜାନୁୟାରୀ ୧୫ରେ ପୋଲିସ ମହତୋ ଏବଂ ତାଙ୍କ ଦ୍ୱିତୀୟ ସ୍ତ୍ରୀଙ୍କୁ ଧରି ପୋଲିସ ଷ୍ଟେଶନକୁ ଆଣିଥିଲା। ଏହା ପରେ ପୋଲିସ ସପ୍ତାହର ପ୍ରଥମ ୩ ଦିନ ପ୍ରଥମ ସ୍ତ୍ରୀ ଏବଂ ବାକି ତିନି ଦିନ ଦ୍ୱିତୀୟ ସ୍ତ୍ରୀ ସହ ରହିବେ, ବାକି ଗୋଟିଏ ଦିନ ମହତୋ ଏକୁଟିଆ ରହିବେ ବୋଲି ଲିଖିତ ଚୁକ୍ତି ହୋଇଥିଲା। ପ୍ରଥମ ସ୍ତ୍ରୀ ସ୍ବାମୀଙ୍କୁ ଦ୍ୱିତୀୟ ସ୍ତ୍ରୀଙ୍କ ପାଖକୁ ପଠାଇ ନ ଥିଲେ। ଦ୍ୱିତୀୟ ସ୍ତ୍ରୀ ଏନେଇ ପୋଲିସ ଷ୍ଟେଶନରେ ମହତୋଙ୍କ ବିରୋଧରେ ଯୌନ ଶୋଷଣର ମାମଲା ରୁଜୁ କରିଥିଲେ। ଏବେ ତାଙ୍କ ସ୍ବାମୀ ଫେରାର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ...

ସ୍ଥାନୀୟ ପ୍ରଶାସନକୁ କଥା ଦେଇ କଥା ରଖିଲାନି ଠିକାସଂସ୍ଥା: ମରାମତି ନୋହିଲା ଷ୍ଟ୍ରିଟ୍‌ ଲାଇଟ୍‌, ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଆଉ କିଛି ଦିନ ପରେ ପାଳିବ ଶୀତ ମହୋତ୍ସବ। ଏଥିପାଇଁ ପ୍ରଶାସନ ପକ୍ଷରୁ...

ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ।...

ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ଚଢ଼ିଗଲା ପିତ୍ତ: ରାସ୍ତା ମଝିରେ କଲେ…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ପିତ୍ତ ଚଢ଼ିଗଲା। ରାସ୍ତା ମଝିରେ ପ୍ରେମିକାଙ୍କୁ ଗୋଡ଼ାଇ ପିଟିଲେ। ଏଭଳି ଘଟଣା ଇନ୍‌ଫୋଭ୍ୟାଲି ଥାନା ପିତାପଲ୍ଲୀ...

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri