ଫ୍ୟାଶନ ଡିଜାଇନ ଛାତ୍ର ପ୍ରସ୍ତୁତ କଲେ ଭିନ୍ନ ପିପିଇ କିଟ୍‌: ଜାଣନ୍ତୁ କ’ଣ ରହିଛି ସ୍ବତନ୍ତ୍ରତା

ଗାନ୍ଧୀନଗର,୧୬ା୧୦: ନବରାତ୍ରି ଗର୍‌ବା ବା ଦାଣ୍ଡିଆ ବିନା ଯେପରି ଅଧୁରା ରହିଥାଏ। ବିଶେଷକରି ଗୁଜରାଟରେ ନବରାତ୍ରି ୯ ଦିନ ପର୍ଯ୍ୟନ୍ତ ଗର୍‌ବା ଉତ୍ସବ ପାଳନ କରାଯାଇଥାଏ। ଚଳିତବର୍ଷ ୧୭ ଅକ୍ଟୋବରରୁ ଏହା ଆରମ୍ଭ ହେବାକୁ ଯାଉଛି। କରୋନା ମହାମାରୀ ଯୋଗୁ ଗୁଜରାଟରେ ସର୍ବସାଧାରଣ ସ୍ଥାନରେ ଦାଣ୍ଡିଆ ଖେଳିବା ଉପରେ ରୋକ ଲଗାଯାଇଛି। ମାତ୍ର ଏହା ପୂର୍ବରୁ ଦାଣ୍ଡିଆ ନୃତ୍ୟର ଭିନ୍ନ ଏକ ଝଲକ ଦେଖିବାକୁ ମିଳିଛି।
କରୋନା ସମୟରେ ଗର୍‌ବା ଉତ୍ସବ ଉପଭୋଗ କରିବା ପାଇଁ ସୁରତର ଫ୍ୟାଶନ ଡିଜାଇନିଂ ଛାତ୍ର ପିପିଇ କିଟ୍‌ସ(ପିପିଇ) ପ୍ରସ୍ତୁତ କରିଛନ୍ତି। ଯାହାକୁ ପିନ୍ଧି ଦାଣ୍ଡିଆ ଖେଳିହେବ। ଧଳା ରଙ୍ଗର ପିପିଇ କିଟ୍‌ସରେ ଏଥେନିକ୍‌ ଟଚ୍‌ ଦିଆଯିବା ପାଇଁ ମଲ୍ଟି କଲରର ଓଢ଼ଣୀ ଲଗାଯାଇଛି। କଷ୍ଟ୍ୟୁମ୍‌କୁ ଅଧିକ ଆକର୍ଷିତ କରିବା ପାଇଁ ଭିନ୍ନ ଭିନ୍ନ ରଙ୍ଗର ପେଣ୍ଟିଂ କରାଯାଇଛି। ଏଥିରେ କାଚର ବ୍ୟବହାର ମଧ୍ୟ ହୋଇଛି।
ସୂଚନାଯୋଗ୍ୟ, ନବରାତ୍ରି ଗୁଜରାଟର ସବୁଠାରୁ ଲୋକପ୍ରିୟ ଉତ୍ସବ। ଏହି କାର୍ଯ୍ୟକ୍ରମ ସମଗ୍ର ବିଶ୍ୱବାସୀଙ୍କୁ ଆକର୍ଷିତ କରିଥାଏ। ଏହି ପର୍ବ ନବରାତ୍ରି ଉପଲକ୍ଷେ ଖୁବ୍‌ ଧୁମ୍‌ଧାମରେ ପାଳନ କରାଯାଇଥାଏ। ପାରମ୍ପାରିକ ପୋଷାକ ପିନ୍ଧି ମହିଳାମାନେ ଦାଣ୍ଡିଆ ନୃତ୍ୟ କରିଥାନ୍ତି। ମାତ୍ର ଚଳିତବର୍ଷ କରୋନା ମହାମାରୀ ଯୋଗୁ ସରକାର ଏହା ଉପରେ ରୋକ ଲଗାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri