ଭଗବାନ କୃଷ୍ଣଙ୍କ ସହ ଝିଅକୁ ବିବାହ କରାଇଲେ ଏହି ବ୍ୟକ୍ତି: କାରଣ ଜାଣିଲେ କରିବେ ବାଃ ବାଃ

ଗ୍ବାଲିଅର,୧୦।୧୧: ନିକଟରେ ମଧ୍ୟପ୍ରଦେଶର ଗ୍ବାଲିଅର୍‌ ସହରରେ ଏକ ନିଆରା ବିବାହ ଅନୁଷ୍ଠିତ ହୋଇଯାଇଛି। ଏଠାରେ ଜଣେ ବ୍ୟକ୍ତି ନିଜ ଝିଅ ବିବାହ କୌଣସି ସାଧାରଣ ଯୁବକଙ୍କ ସହ ନୁହେଁ ବରଂ ଭଗବାନ କୃଷ୍ଣଙ୍କ ସହ କରାଛନ୍ତି।
ଗ୍ବାଲିଅର ଜିଲାର ମୋହାନାର ବାସିନ୍ଦା ଶିଶୁପାଲ ରାଠୋର ଜଣେ ବ୍ୟବସାୟୀ। ତାଙ୍କ ଝିଅ ସୋନଲ ବ୍ରେନ ନର୍ଭ ଡିସ୍‌ଅର୍ଡର ଭଳି ରୋଗର ଆକ୍ରାନ୍ତ ହୋଇଛନ୍ତି। ତେବେ ଶିଶୁପାଳ ଝିଅ ବିବାହ ଧୂମଧାମରେ କରିବାକୁ ଚାହୁଁଥିଲେ। କିନ୍ତୁ ଅସୁସ୍ଥ ଝିଅକୁ କିଏ ବିବାହ କରିବ ଭାବି ସେ ଭଗବାବନ କୃଷ୍ଣଙ୍କ ସହ ଝିଅ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ଏଥିପାଇଁ ସେ ସମସ୍ତ ପ୍ରସ୍ତୁତି ଆରମ୍ଭ କରିଦେଇଥିଲେ। ବିବାହ ପାଇଁ ସମ୍ପର୍କୀୟଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଥିଲା। ବିବାହରେ ହଳଦୀ, ମେହେନ୍ଦି ସମସ୍ତ ରୀତିନୀତି ଅନୁଷ୍ଠିତ ହୋଇଥିଲା। ଡିଜେ ବଜାଇ ବରକୁ ସ୍ବାଗତ କରାଯାଇଥିଲା। ବିବାହ ପରେ ସୋନାଲଙ୍କୁ ମନ୍ଦିରରୁ ପଠାଯାଇଥିଲା ଏବଂ ପରେ ସେ ତାଙ୍କ ପିତାଙ୍କ ଘରକୁ ଫେରି ଆସିଥିଲେ। ମାତାପିତା, ଭାଇଭଉଣୀ ତଥା ଅନ୍ୟ ସମସ୍ତ ସମ୍ପର୍କୀୟ ସୋନାଲଙ୍କ ବିବାହରେ ବହୁତ ଖୁସି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (EVM) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ ( VVPAT) ମେଶିନ୍‌ରୁ ବାହାରୁଥିବା ପେପର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri