Posted inଫୁରସତ

ନିଆରା ସମ୍ପର୍କ

ଆଜିକାଲି ଦେଖାଯାଉଛି ମଣିଷ ଭିତରୁ ସ୍ନେହ, ମମତା ଭାବ ଦୂରେଇ ଯିବାରେ ଲାଗିଛି। କିନ୍ତୁ ନିକଟରେ ସୋସିଆଲ ମିଡିଆରେ ଦେଖିବାକୁ ମିଳିଥିଲା ଛୋଟିଆ କୁକୁର ଛୁଆ ଓ ଏକ ବତକର ସ୍ନେହ ମମତାଭରା ଏକ ସୁନ୍ଦର ଭିଡିଓ, ଯାହାକୁ ଲକ୍ଷ ଲକ୍ଷ ଲୋକ ବେଶ୍‌ ପସନ୍ଦ କରିଥିଲେ। ଏହି ଭିଡିଓରେ ଥିଲା ଏକ ସତ କାହାଣୀ। ମା’ ହରେଇଥିବା ଏକ କୁନି କୁକୁର ଛୁଆକୁ ଏକ ବତକ ପାଉଛି। ଆଉ ତାକୁ ଦେଉଛି ମା’ର ମମତା। ଏମିତିକି ବତକଟି ଯୁଆଡେ ବି ଯାଏ କୁକୁର ଛୁଆକୁ ନିଜ ପିଠିରେ ବସାଇ ବୁଲାଏ। କ୍ଷଣକ ପାଇଁ ବି ବତକଟି କୁକୁର ଛୁଆକୁ ଏକୁଟିଆ ଛାଡେ ନାହିଁ। ଯଦ୍ୱାରା କୁକୁର ଛୁଆଟି କେବେ ତା’ର ମା’ର ଅଭାବକୁ ଅନୁଭବ କରେନା। ଏମିତିରେ କୁକୁର ଛୁଆଟି ବଡ଼ ହୁଏ। ଆଉ ବତକର ବି ଅନେକ ଛୁଆ ହୁଏ। ଏବେ କୁକୁର ଛୁଆ ବତକର ସ୍ନେହ ମମତା ବଦଳରେ ବତକ ଓ ବତକ ଛୁଆଙ୍କର ଯତ୍ନ ନେଉଛି। ସୁରକ୍ଷା ପ୍ରଦାନ କରୁଛି। ଏହି ଭିଡିଓ ସତରେ ଥିଲା ଭାରି ହୃଦୟସ୍ପର୍ଶୀ। ଆଜିକାଲି ମଣିଷ ନିଜ ବାପାମା’ଙ୍କ ତ୍ୟାଗ ଓ ଭଲ ପାଇବାର ଋଣକୁ ପରିଶୋଧ କରିବାକୁ ପଛାଉଥିବା ଓ ନିଜ କର୍ତ୍ତବ୍ୟକୁ ଭୁଲିଯାଉଥିବା ଦେଖାଯାଉଥିବାବେଳେ ପ୍ରାଣୀଙ୍କ ଭିତରେ ଦେଖିବାକୁ ମିଳିଥିବା ଏଭଳି ମନୋଭାବରୁ ମଣିଷ କିଛି ଶିଖିବା କଥା।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri