ପାଣି-ପବନ ପ୍ରଦୂଷଣ ଯୋଗୁ ଜନ୍ମ ନେଇଛନ୍ତି ଅଧିକ ପୁଅ!

କାଲିଫର୍ନିଆ,୪ ।୧୨: ଅମେରିକା ଓ ସ୍ୱିଡେନରେ ୧୯୮୩ରୁ ୨୦୧୩ ମଧ୍ୟରେ ଜନ୍ମ ନେଇଥିବା ପାଖାପାଖି ୬୦ ଲକ୍ଷ ଶିଶୁ ଓ ଏହାର ପରିବେଶର ଅଧ୍ୟୟନକୁ ଆଧାର କରି ଏକ ନୂଆ ତଥ୍ୟ ପ୍ରକାଶ କରାଯାଇଛି । ଏଥିରେ କୁହାଯାଇଛି କି ପାଣି ଓ ପବନ ଅଧିକ ପ୍ରଦୂଷଣ ଯୋଗୁ ଅଧିକ ସଂଖ୍ୟକ ପୁତ୍ର ସନ୍ତାନ ଜନ୍ମଲାଭ କରିଛନ୍ତି । ହେଲେ ବିଶେଷଜ୍ଞମାନେ ସଫେଇ ଦେଇଛନ୍ତି କି କନ୍ୟା ସନ୍ତାନ ଅବା ପୁତ୍ର ସନ୍ତାନ ଜନ୍ମ ନେବା ସହ ପ୍ରଦୂଷିତ ପରିବେଶର କ’ଣ ଭୂମିକା ରହିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଏହା କେବଳ ଜନ୍ମହାର ଓ ପରିବଶର ପରିସ୍ଥିତିକୁ ଦେଖି ଏକ ରିପୋର୍ଟ ଦିଆଯାଇଛି । ଏହି ଅଧ୍ୟୟନ ଶିକାଗୋ ବିଶ୍ୱବିଦ୍ୟାଳୟରେ ଆନ୍ଦ୍ରେ ଜେଟେକ୍ସି କି କହିଛନ୍ତି ଓ ଏହା ପିଏଲ୍‌ଓଏସ୍ କମ୍ପ୍ୟୁଟେଶନାଲ ବାୟୋଲୋଜି ଜର୍ନାଲରେ ପ୍ରକାଶ କରାଯାଇଛି ।
ବିଜ୍ଞାନ କହୁଛି ପୁଅ ଅବା ଝିଅ ଜନ୍ମ ହେବା ପାଇଁ ପୁରୁଷଙ୍କ କ୍ରୋମୋଜୋମ, ଗର୍ଭାବସ୍ଥାରେ ସ୍ତ୍ରୀ ଭ୍ରୁଣକୁ ଟ୍ରାନ୍ସମିଟ କରୁଥିବା ହରମୋନ ଯୋଗୁ ହୋଇଥାଏ । ତେବେ କିଛି ଅଧ୍ୟୟନ ପୂର୍ବରୁ ପ୍ରଦୂଷଣ, ପାଣିପାଗ ଓ ବ୍ୟକ୍ତିର ମାନସିକ ଚାପ ଆଦିକୁ ମଧ୍ୟ ଏହା ସହ ଯୋଡା ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

ଶେଖ ହାସିନାଙ୍କ ବଡ଼ ଘୋଷଣା: ଏହିଦିନ ଫେରିବେ ସ୍ବଦେଶ

ଢାକା,୧୦।୭: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଚଳିତ ବର୍ଷ ଡିସେମ୍ବରରେ ସେ ବାଂଲାଦେଶ ଫେରିବେ ଏବଂ…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ଟ୍ରମ୍ପଙ୍କୁ ମିଳିଲା ବଡ଼ ସମ୍ମାନ, ଏମିତି ସମ୍ମାନ ପାଇବାରେ ସେ ହେଲେ ପ୍ରଥମ ରାଷ୍ଟ୍ରପତି

ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କ ଦ୍ୱାରା ଜାତୀୟ ସ୍ମାରକୀ ଠାରୁ ଆରମ୍ଭ କରି ନୋଟ ପର୍ଯ୍ୟନ୍ତ ସବୁଠି ତାଙ୍କ ନାମ ଏବଂ…

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ! ଟିକା ନେବା ପରେ ବି ୪ ସଂକ୍ରମିତ, ୨ ଜଣଙ୍କ ଜୀବନ ଗଲା…

ଅମରାବତୀ,୧୦।୭: ଆନ୍ଧ୍ରପ୍ରଦେଶରୁ ଆସିଛି ଚିନ୍ତାଜନକ ଖବର। ଦେଶରେ ପୁଣିଥରେ ମାରାତ୍ମକ କରୋନା ଭାଇରସ ଫେରିବାର ସଙ୍କେତ ମିଳିଛି। ରାଜ୍ୟର କଡ଼ପ୍ପା ଜିଲାରେ କୋଭିଡ-୧୯ର କିଛି ନୂଆ ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri