ବରିଷ୍ଠ ନାଗରିକଙ୍କ ନିଆରା ପରମ୍ପରା: ଆଡୁ ଟୁର୍ନାମେଣ୍ଟ ଉଦ୍‌ଘାଟିତ, ଆସନ୍ତାକାଲି…

ଗଞ୍ଜାମ, ୪।୧୧(ବିଦ୍ୟାଧର ସାହୁ ): ଗଞ୍ଜାମ ପୌରାଞ୍ଚଳ ବରିଷ୍ଠ ନାଗରିକ ପରିଷଦ ପକ୍ଷରୁ ମଙ୍ଗଳବାର ଆଡୁ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଅନୁଷ୍ଠାନର ବରିଷ୍ଠ ସଦସ୍ୟ ବୃନ୍ଦାବନ ପଣ୍ଡା ଏହି ଟୁର୍ନାମେଣ୍ଟର ଶୁଭ ଉଦ୍‌ଘାଟନ କରିଛନ୍ତି। ସେମିଫାଇନାଲ ଖେଳ ଅନୁଷ୍ଠିତ ହେବା ସହ ଆସନ୍ତାକାଲି ଫାଇନାଲ ଖେଳ ହେବାର ଅଛି । ମୋଟ ୮ଟି ଦଳ ଏଥିରେ ଅଂଶ ଗ୍ରହଣ କରିଛନ୍ତି । ଗଞ୍ଜାମ ସହରରେ ଏହି ଟୁର୍ନାମେଣ୍ଟ କାର୍ତ୍ତିକ ପୂର୍ଣ୍ଣିମା ଦିନ ଅନୁଷ୍ଠିତ ହେଉଥିଲା । ଏହାକୁ ବଞ୍ଚାଇବା ପାଇଁ ବରିଷ୍ଠନାଗରିକ ପରିଷଦ ଗତ ୩ ବର୍ଷ ହେଲା ଏହାକୁ ଆରମ୍ଭ କରିଛି । ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ବରିଷ୍ଠ ସଦସ୍ୟ ତ୍ରିନାଥ ପାଣିଗ୍ରାହୀ, ପତିତପାବନ ମହାପାତ୍ର, ସଭାପତି ରବୀନ୍ଦ୍ର କୁମାର ପଣ୍ଡା, ଉପସଭାପତି ଅରୁଣ କୁମାର ପଣ୍ଡା, ସମ୍ପାଦକ ବିନୋଦ ଚନ୍ଦ୍ର ମହାପାତ୍ର, କୋଷାଧ୍ୟକ୍ଷ ବିପ୍ର ଚରଣ ମହାପାତ୍ର, ବ୍ରଜ ସୁନ୍ଦର ପାଣିଗ୍ରାହୀ, ଲିଙ୍ଗରାଜ ପଟ୍ଟନାୟକ, ଗୌରୀ ଶଙ୍କର ପାଢ଼ୀ, ଶରତ ଦାସ, ମଙ୍ଗରାଜ ପଣ୍ଡା, ବସନ୍ତ ସାବତଙ୍କ ସମେତ ବହୁ ସଦସ୍ୟ ଉପସ୍ଥିତ ଥିଲେ।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୮ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?