Posted inଫୁରସତ

୩୩୦ ଫୁଟ ଉଚ୍ଚର ଝରଣା: ଖସିବନି ପାଦ, ସହଜରେ ଚଢ଼ିହେବ ଉପରକୁ

ଦୁନିଆରେ ଏମିତି କିଛି ସ୍ଥାନ ଅଛି, ଯାହାର ସ୍ବତନ୍ତ୍ରତା ପାଇଁ ଲୋକଙ୍କ ମଧ୍ୟରେ ବେଶ୍‌ ପରିଚିତି ଲାଭ କରିଥାଏ। ସେଥିପାଇଁ ଏହି ସ୍ଥାନର ମଜା ଉଠାଇବାକୁ ଧାଇଁ ଆସନ୍ତି ଲୋକେ। ସାଧାରଣତଃ ଲୋକେ ପାହାଡ଼ ଚଢ଼ନ୍ତି। ମାତ୍ର ଝରଣା ଚଢ଼ିବା କଥା କେବେ ଶୁଣିଛନ୍ତି। ଅବିଶ୍ୱସନୀୟ ଲାଗୁଥିଲେ ମଧ୍ୟ ସତ। ଏମିତି ଏକ ଅନନ୍ୟ ଝରଣା ଅଛି, ଯାହା ଉପରକୁ ଆପଣ ସହଜରେ ଚଢ଼ି ପାରିବେ।
ବୁଆ ଥୋଙ୍ଗ୍‌ ନାମକ ଏହି ଝରଣା ଥାଇଲାଣ୍ଡରେ ରହିଛି। ଏହି ଝରଣାର ଖାସ୍‌ କଥା ହେଲା ତଳୁ ଉପରକୁ ଆପଣ ସହଜରେ ଚଢ଼ି ପାରିବେ। ପାଦ ଆଦୌ ଖସିବ ନାହିଁ। ୩୩୦ ଫୁଟ ଉଚ୍ଚର ଏହି ଝରଣାକୁ ‘ ଚିପ୍‌ଚିପା’ ଝରଣା କୁହନ୍ତି। ଏହି ଝରଣା ପାଣି ଧଳା ରଙ୍ଗର। ଏହା ଉପରକୁ ଚଢ଼ିବାକୁ ହେଲେ ପାର୍ଶ୍ୱରେ ବନ୍ଧା ଯାଇଥିବା ରଶି ସାହାଯ୍ୟରେ ଚଢ଼ିପାରିବେ। ଏହି ଝରଣାର ସ୍ରୋତରେ କ୍ୟାଲସିୟମର ମାତ୍ରା ଅଧିକ ରହିଛି। ଯାହା ଚଟାଣ ଉପରେ ଜମିଯାଏ। ଏହାର ପାଣି କ୍ଷୀର ପରି ଧଳା। କାରଣ ଏଥିରେ ଚୂନର ମିଶ୍ରଣ ରହିଛି। ଏହି ଗୋଲାକାର ଚଟାଣର ଓ୍ବାଟର ସ୍ଲାଇଡ୍‌ ଖୁବ୍‌ ମନଲୋଭା।
ଏଠାକୁ ପର୍ଯ୍ୟଟକମାନେ ବହୁ ସଂଖ୍ୟାରେ ଆସିଥାନ୍ତି। ଏହି ଝରଣାର ତଳୁ ଉପରକୁ ଉଠିବା ପାଇଁ ମଜା ନିଆରା। ଝରଣା ଉପରକୁ ସିଧା ଉଠିହେବ,ମାତ୍ର କଷ୍ଟ ହେବ। ତେଣୁ ପାର୍ଶ୍ୱରେ ବନ୍ଧାଯାଇଥିବା ରଶି ଧରି ଆରାମରେ ଉପରକୁ ଯାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଜନଶୁଣାଣିରେ ଯୋଗଦେଲେ କନ୍ଧମାଳ ଜିଲାପାଳ-ଏସ୍‌ପି

ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଜିଲାସ୍ତରୀୟ ସାମୂହିକ ଜନଶୁଣାଣି କାର୍ଯ୍ୟକ୍ରମ ରହିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ବେଦଭୂଷଣ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଆସନ୍ତା ୨ ଦିନ ଯାଏ ଏହି ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ବର,୩୧ା୮: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ସୋମବାର ଭୋର ୫ଟା ୩୦ ସୁଦ୍ଧା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବା ବେଳେ ଆସନ୍ତା…

ନେପାଳ ବନ୍ୟା ବିଭୀଷିକା: ଗଞ୍ଜାମ ଦମ୍ପତିଙ୍କ ସହ ଝିଅ-ପୁଅ ମୃତ, ଜଳଖିଆ ଖାଉଥିବାବେଳେ ମାଡ଼ିଆସିଲା ପାଣି

ଦିଗପହଣ୍ଡି,୩୧ା୮(ଅଶେଷ ନାଥ ମିଶ୍ର): ନେପାଳର ତ୍ରିଶୂଳୀ ନଦୀରେ ଭୟଙ୍କର ବନ୍ୟା ବିଭୀଷିକାରେ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ନିକଟ ସାରୁ ଗ୍ରାମର ମୂଳବାସିନ୍ଦା ମନ୍ମଥ ପାଢ଼ୀଙ୍କ ଝିଅ ସୁରଭି(୪୪)…

ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କ ଘରୁ ତଲାସୀ ବେଳେ ମିଳିଲା ୭.୨୯ ଲକ୍ଷ ଟଙ୍କା, ୩୦୦ ଗ୍ରାମ ସୁନା ଗହଣା

କେନ୍ଦୁଝର,୩୧।୮,(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସାରେ, କେନ୍ଦୁଝରର ଜିଲା ଶ୍ରମ ଅଧିକାରୀ, ଆକାଶ ବିଶୋଇ ଜଣେ ବୈଦ୍ୟୁତିକ ଠିକାଦାରଙ୍କ ଠାରୁ ଶ୍ରମିକ ଲାଇସେନ୍ସ ପ୍ରଦାନ କରିବା ପାଇଁ…

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକା ନିଖୋଜ: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ଅପହରଣକାରୀ…

କଟକ,୩୧ା୮(ପ୍ରଭୁକଲ୍ୟାଣ ପାଲ): କଟକ ଜିଲା ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଷ୍ଟେଶନ ଅଞ୍ଚଳରୁ ୭ ବର୍ଷର ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ୬୦ ବର୍ଷରୁ ଊଦ୍ଧର୍‌ବ…

ଯୌତୁକ ପାଇଁ ବିଷ ଦେଇ ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ସମେତ ୧୦ ଜଣଙ୍କ ନାମରେ ମାମଲା

ଅମରପାଲି,୩୧।୮( ପୀତାମ୍ବର ସାହୁ): ଯୌତୁକ ଦାବିକୁ କେନ୍ଦ୍ର କରି ଜଣେ ବିବାହିତା ମହିଳାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ନେଇ ବୀରମହାରାଜପୁର ଥାନାରେ ଅଭିଯୋଗ ହୋଇଛି। ଏହି…

ବିପର୍ଯ୍ୟୟ ପରେ ଚାଇନା ଉପରେ ନେପାଳର ବଡ଼ ଅଭିଯୋଗ

କାଠମାଣ୍ଡୁ,୩୧।୮: ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି, ଏବେ ବି 3,000 ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ବନ୍ୟା ସମ୍ପର୍କିତ ତଥ୍ୟ…

IPL ରୁ ଉଚ୍ଛେଦ ହେବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’! ହଇଚଇ ସୃଷ୍ଟି କଲାଣି BCCI ର ନୂଆ ନିଷ୍ପତ୍ତି

ନୂଆଦିଲ୍ଲୀ,୩୧।୮: ‘ଇମ୍ପାକ୍ଟ ପ୍ଲେୟାର’ ନିୟମ ପ୍ରଥମେ 2023 ମସିହାରେ IPLରେ ପ୍ରଚଳନ କରାଯାଇଥିଲା। ପ୍ରତିବର୍ଷ ଏହାକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି ଏବଂ ଶେଷରେ BCCI ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri