କାଲିଠାରୁ ଖୋଲିବ ୟୁନିଟ୍‌ ୪ ମାର୍କେଟ

ଭୁବନେଶ୍ୱର, ୩୦ା୭(ବ୍ୟୁରୋ):ୟୁନିଟ୍‌ ୪ ମାର୍କେଟ୍‌ରୁ ଗୁରୁବାର କଣ୍ଟେନ୍‌ମେଣ୍ଟ କଟକଣା ହଟିଛି। ମାର୍କେଟ୍‌ରେ ମାଛଗଦି ସହ କିଛି ବ୍ୟାବସାୟୀଙ୍କଠାରୁ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ବିଏମ୍‌ସି ଗତ ୧୬ ତାରିଖରେ ମାର୍କେଟକୁ ସିଲ୍‌ କରିଥିଲା। ମାର୍କେଟ୍‌ ସିଲ୍‌ କରିବା ସହ ବ୍ୟବସାୟୀଙ୍କର ନମୂନା ପରୀକ୍ଷଣ କରାଯାଇଥିଲା। ସେହିପରି ବାରମ୍ବାର ମାର୍କେଟ ପରିସର ଓ ଏହାର ଆଖପାଖ ଅଞ୍ଚଳ ବିଶୋଧନା ମଧ୍ୟ କରାଯାଇଥିଲା। ତେବେ ଇତି ମଧ୍ୟରେ ୧୪ ଦିନ ହୋଇଯାଇଥିବାବେଳେ ମାର୍କେଟରେ ସ୍ଥିତି ସୁଧୁରିବାରୁ ବିଏମ୍‌ସି କିଛି ସର୍ତ୍ତ ସହ ମାର୍କେଟ ଖୋଲିବା ପାଇଁ ଅନୁମତି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

ବଢୁଛି ବୈତରଣୀ ଜଳସ୍ତର: ବନ୍ୟା ଆଶଙ୍କାରେ ହାଟଡିହୀର ୯ ପଞ୍ଚାୟତବାସୀ, ସ୍ଥାନାନ୍ତର ହେଲେଣି…

ହାଟଡିହୀ/ଛେନାପଦୀ,୨୮।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୈତରଣୀ ନଦୀର ଜଳସ୍ତର…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

ପୁଅ ନେଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର…

ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟ୍‌ର ପର୍ଦ୍ଦାଫାଶ କଲା STF

ଭୁବନେଶ୍ୱର,୨୮।୭: ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟର ପର୍ଦ୍ଦାଫାଶ କରିଛି STF ଟିମ୍‌। ଟାର୍ଗେଟରେ ଥିବା ଗଞ୍ଜାମ ଜିଲାର ୩ଜଣ ଗଞ୍ଜେଇ ମାଫିଆ ଗିରଫ ହୋଇଛନ୍ତି। STF ଗିରଫ…

ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା , ବୈତରଣୀରେ ବଡ଼ ବନ୍ୟା: ପ୍ରଭାବିତ ହେବ ଏ ସବୁ ଅଞ୍ଚଳ, ସୂଚନା ଦେଲେ…

ଭୁବନେଶ୍ୱର, ୨୮।୭: ଉତ୍ତର ଓଡ଼ିଶାରେ ଗତ ୨୪ ଘଣ୍ଟାରେ ବାଦଲ ଫଟା ବର୍ଷା ହୋଇଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ଜନଜୀବନ…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri