ଭିଟୋ ପ୍ରୟୋଗକଲା ଆମେରିକା

ଜାତିସଂଘ,୧୯ା୧୦: ଇସ୍ରାଏଲ୍‌ରେ ହମାସ୍‌ ଆକ୍ରମଣ ଏବଂ ସାଧାରଣ ନାଗରିକଙ୍କ ଉପରେ ହିଂସାକୁ ନିନ୍ଦାକରି ତଥା ଗାଜାର ପାଲେଷ୍ଟିନୀୟମାନଙ୍କ ଲାଗି ମାନବୀୟ ସହାୟତା ଯୋଗାଇଦେବାକୁ ନିବେଦନ କରି ଜାତିସଂଘ ପକ୍ଷରୁ ଅଣାଯାଇଥିବା ପ୍ରସ୍ତାବ ଉପରେ ବୁଧବାର ଆମେରିକା ଭିଟୋ ପ୍ରୟୋଗ କରିଛି। ଜାତିସଂଘ ସୁରକ୍ଷା ପରିଷଦର ୧୫ ସଦସ୍ୟ ରାଷ୍ଟ୍ରଙ୍କ ମଧ୍ୟରୁ ୧୨ ପ୍ରସ୍ତାବ ସପକ୍ଷରେ ଭୋଟ ଦେଇଥିବାବେଳେ ଆମେରିକା ବିରୋଧ କରିଥିଲା। ଅନ୍ୟ ୨ ସଦସ୍ୟ ଅନୁପସ୍ଥିତ ରହିଥିଲେ। ଆତ୍ମରକ୍ଷା ପାଇଁ ଇସ୍ରାଏଲ୍‌ର ଅଧିକାର ଉପରେ ପ୍ରସ୍ତାବରେ କିଛି କୁହାଯାଇ ନ ଥିବାରୁ ଆମେରିକା ରାଷ୍ଟ୍ରଦୂତ ଲିଣ୍ଡା ଥୋମାସ୍‌-ଗ୍ରୀନ୍‌ଫିଲ୍ଡ ଏହାର ସମାଲୋଚନା କରିଛନ୍ତି।
ଇସ୍ରାଏଲକୁ ସୁରକ୍ଷା ଦେବାକୁ ଯାଇ ହମାସ୍‌ ଉପରେ କଟକଣା ଜାରି କରିଛି। ଇସ୍ରାଏଲ ଉପରେ ହମାସ୍‌ ଅତର୍କିତ ଆକ୍ରମଣ କରିବା ପରଠୁ ମୃତକ ଓ ଅପହୃତଙ୍କ ସଂଖ୍ୟା ୧,୦୦୦ ଟପିଛି। ଆମେରିକା ଏଥିରେ କ୍ଷୁବ୍ଧ ହୋଇ ହମାସ୍‌ର ୧୦ ସଦସ୍ୟଙ୍କ ସମେତ ଗାଜା, ସୁଡାନ୍‌, ତୁର୍କି, ଅଲ୍‌ଜେରିଆ ଓ କାତାରରେ ଏହାର ଆର୍ଥିକ ନେଟ୍‌ଓ୍ବର୍କ ଉପରେ ଅଙ୍କୁଶ ଲଗାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri