ଯୁଦ୍ଧ ଶେଷ କରିବାକୁ ଚାହୁଁନି ଆମେରିକା, ପୁଣି ୟୁକ୍ରେନ୍‌କୁ ଦେବ ସାମରିକ ସହାୟତା ପ୍ୟାକେଜ …

ଓ୍ବାଶିଂଟନ, ୨୦।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ୫୬ ଦିନରେ ପହଞ୍ଚିଛି। ଉଭୟ ଦେଶ ନୋଇବାକୁ କରିବାକୁ ପ୍ରସ୍ତୁତ ନୁହଁନ୍ତି। ରୁଷିଆ ସୈନ୍ୟ ଦିନକୁ ଦିନ ଆକ୍ରମଣାତ୍ମକ ହେବାରେ ଲାଗିଛନ୍ତି। ୟୁକ୍ରେନ ସୈନ୍ୟବାହିନୀ ଆମେରିକା ଏବଂ ଅନ୍ୟାନ୍ୟ ବଡ ଦେଶ ସାହାଯ୍ୟରେ ଯୁଦ୍ଧରେ ଦୃଢ଼ ଭାବରେ ଠିଆ ହୋଇଛି। ତେବେ ଆମେରିକା ଏହି ମହାଯୁଦ୍ଧକୁ ଶେଷ କହିବାକୁ ଚାହୁଁନି।

ଆମେରିକା ରାଷ୍ଟ୍ର ପତି ଜୋ ବାଇଡେନ୍‌ ଭୋଲାଡାମିୟର ଜେଲେନସ୍କିଙ୍କୁ ପୁଣି ସାମରିକ ସହାୟତା ଯୋଗାଇ ଦେଇ ଯୁଦ୍ଧକୁ ବଢ଼ାଇବା କାର୍ଯ୍ୟ କରୁଛନ୍ତି। ରୁଷିଆର ପ୍ରାଧାନ୍ୟକୁ ହ୍ରାସ କରିବା ପାଇଁ ଆମେରିକା ଏହି ବିଶ୍ୱଯୁଦ୍ଧର ସମାପ୍ତ ହେବାକୁ ଚାହୁଁନାହିଁ ବୋଲି କୁହାଯାଉଛି।

ଆମେରିକା ପ୍ରତିରକ୍ଷା ମନ୍ତ୍ରଣାଳୟ, ପେଣ୍ଟାଗନ ସୂଚନା ଦେଇଛି ଯେ ଆମେରିକା ୟୁକ୍ରେନକୁ ଆଉ ଏକ ସାମରିକ ସହାୟତା ପ୍ୟାକେଜ ଯୋଗାଇବ। ଏହାକୁ ନେଇ ରୁଷିଆ ରାଷ୍ଟ୍ରପ୍ରତି ଭ୍ଲାଡିମିର ପୁଟିନ୍‌ଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସେ ଏବେ ଆଣବିକ ଅସ୍ତ୍ରଶସ୍ତ୍ର ପ୍ରୟୋଗ କରିବାକୁ ଯୋଜନା କରିଥିବା ମଧ୍ୟ ଚର୍ଚ୍ଚା ହେଉଛି।

ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି କହିଛନ୍ତି ଯେ ରୁଷିଆର ସୈନ୍ୟ ହେଉଛନ୍ତି ବିଶ୍ୱର ସବୁଠାରୁ ନିଷ୍ଠୁର ସୈନ୍ୟବାହିନୀ। ମାନବିକତା ସହିତ ସେମାନଙ୍କର କୌଣସି ସମ୍ପର୍କ ନାହିଁ। ସେମାନେ ବର୍ବର ଭାବେ ୟୁକ୍ରେନ୍‌ରେ ତାଣ୍ଡବ ରଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri