ୟୁକ୍ରେନ୍‌କୁ ୨୭.୫ ବିଲିୟନ୍‌ ଡଲାର ସାମରିକ ସହାୟତା ଦେଲାଣି ଆମେରିକା

ଓ୍ବାଶିଂଟନ୍‌,୨୧।୧: ୨୦୨୨ ଫେବୃୟାରୀ ୨୪ରେ ୟୁକ୍ରେନ୍‌ ଉପରେ ରୁଷିଆ ପ୍ରଥମ ଆକ୍ରମଣ କରିଥିଲା। ଏହି ଯୁଦ୍ଧକୁ ଶୁକ୍ରବାର ୩୩୧ ଦିନ ପୂରିଥିବାବେଳେ ଆମେରିକା ଆଉ ୨.୫ ବିଲିୟନ୍‌ ଡଲାର ସାମରିକ ସହାୟତା ଘୋଷଣା କରିଛି। ଏହାକୁ ମିଶାଇ କିଭ୍‌କୁ ଆମେରିକାର ମୋଟ ସହାୟତା ମୂଲ୍ୟ ୨୭.୫ ବିଲିୟନ୍‌ ଡଲାରରେ ପହଞ୍ଚତ୍ଛି। ଓ୍ବାଶିଂଟନ୍‌ର ସଦ୍ୟ ପ୍ୟାକେଜ୍‌ରେ ୟୁକ୍ରେନ୍‌କୁ ଅତିରିକ୍ତ ଏୟାର ଡିଫେନ୍ସ ସପୋର୍ଟ ମିଳିବ। ଆଭେଞ୍ଜର ଏୟାର ଡିଫେନ୍ସ ସିଷ୍ଟମ୍‌, ଭୂପୃଷ୍ଠରୁ ଭୂପୃଷ୍ଠକୁ ଲକ୍ଷ୍ୟଭେଦୀ କ୍ଷେପଣାସ୍ତ୍ର ଆଦି ପ୍ରଦାନ କରାଯିବ ବୋଲି ପେଣ୍ଟାଗନ୍‌ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହକୁ ଡରି ଘରୁ ପଳାଇଯାଇଥିବା ମାଣ୍ଡେଲା ଶେଷରେ ୩ ଜଣଙ୍କୁ ବିବାହ କରିଥିଲେ

କେପ୍‌ ଟାଉନ୍‌,୧୮।୭: ବର୍ଣ୍ଣ ବୈଶମ୍ୟକୁ ନେଇ ସ୍ବର ଉତ୍ତୋଳନ କରିଥିବା ଦକ୍ଷିଣ ଆଫିକ୍ରାର ନେତା ନେଲସନ ମାଣ୍ଡେଲା ଘରେ ଘରେ ବେଶ୍‌ ପରିଚିତ। ତାଙ୍କୁ ‘ଚାମ୍ପିୟନ...

ଅଧିକ ସମୟ ଟିଭି ଦେଖୁଛନ୍ତି କି? ହୋଇପାରେ ଏହି ପ୍ରାଣଘାତୀ ରୋଗ

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ହେଉଥିବେ, ମାତ୍ର ଏହା ସତ। ଯଦି ଆପଣ ଟିଭି ପ୍ରେମୀ ହୋଇଥାନ୍ତି, ତେବେ ଏବେଠୁ ସାବଧାନ ହୋଇଯାନ୍ତୁ। ଏକ ସଦ୍ୟ ଗବେଷଣାରୁ...

ସାରା ବିଶ୍ୱ ଲକ୍‌ଡାଉନ୍‌ରେ ଥିବା ବେଳେ ସ୍ବାଭାବିକ ପରିସ୍ଥିତିକୁ ଫେରୁଛି ଚାଇନା

ବେଜିଂ,୨୬।୩: ସାରା ବିଶ୍ୱରେ ପ୍ରାୟ ୨୦ ପ୍ରତିଶତ ଜନସଂଖ୍ୟା କେରାନା ଭାଇରସ୍‌ ଯୋଗୁ ଏବେ ଲକ୍‌ଡାଉନ୍‌ରେ ରହିଛନ୍ତି। ମହାମାରୀ କରୋନାକୁ ରୋକିବା ପାଇଁ ଲୋକମାନେ ଘର...

ନେତାନ୍ୟାହୁ ବିଫଳ:ଇସ୍ରାଏଲରେ ହେବ ସାନି ନିର୍ବାଚନ

ଜେରୁଜେଲମ୍‌,୩୧।୫ :(ପି.ଟି.):ପୁଣି ଇସ୍ରାଏଲରେ ଜାତୀୟ ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ମିଳିତ ସରକାର ଗଠନ କରିବାରେ ବିଫଳ ହେବା ପରେ ଦେଶରେ ପ୍ରଥମଥର ଲାଗି ଏଭଳି...

ଆମେରିକାରେ ତୁଷାରପାତ, ୧୦୦୦ରୁ ଅଧିକ ଉଡାଣ ବାତିଲ

ୱାଶିଂଟନ,୩୧ ।୧: ଆମେରିକାରେ ବରଫ ଝଡ଼ ଫଳରେ ବିମାନ ସେବା ଖୁବ୍ ପ୍ରଭାବିତ ହୋଇଛି । ଏଥିପାଇଁ ୧୦୦୦ରୁ ଅଧିକ ବିମାନ ଉଡାଣ ଉପରେ ଖରାପ...

ବ୍ରିଟେନରେ ରାଜନୈତିକ ସଙ୍କଟ: ପ୍ରଧାନମନ୍ତ୍ରୀ ଲିଜ ଟ୍ରସଙ୍କ ପାଇଁ ବିପଦ, ଋଷି ସୁନାକଙ୍କ ଲାଗି ସୁଯୋଗ…

ଲଣ୍ଡନ,୧୬।୧୦ : ବ୍ରିଟେନରେ ବଢୁଥିବା ରାଜନୈତିକ ସଙ୍କଟ ମଧ୍ୟରେ ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀ ଲିଜ ଟ୍ରସଙ୍କ ପାଇଁ ବିପଦ ସୃଷ୍ଟି ହୋଇଥିବା କୁହାଯାଉଛି। ଏକ ମାସ...

ଟିକା ସାର୍ଟିଫିକେଟକୁ ସ୍ବୀକୃତି ଦେବାକୁ ଆହ୍ବାନ

ଓ୍ବାଶିଂଟନ, ୨୩।୯: ଅନ୍ତର୍ଜାତୀୟ ଗମନାଗମନକୁ ସୁଗମ କରିବା ଲାଗି ଟିକା ପ୍ରମାଣପତ୍ରକୁ ଆପୋଷ ସ୍ବୀକୃତି ମିଳିବା ଆବଶ୍ୟକ ବୋଲି ୫ ଦିନିଆ ଆମେରିକା ଗସ୍ତରେ ଥିବା...

ଫିଲିପାଇନ୍ସରେ ୨ଟି ଭୂକମ୍ପ ବଡ ବଡ କୋଠା କ୍ଷତିଗ୍ରସ୍ତ: ୮ ମୃତ, ୧୨ ଆହତ

ମନିଲା,୨୭।୭: ଫିଲିପାଇନ୍ସର ଲୋଜେନ ଦ୍ୱୀପର ଉତ୍ତରରେ ଥିବା ଦ୍ୱୀପ ଗୁଡିକରେ ଶନିବାର ୨ଟି ଭୂକମ୍ପ ଅନୁଭୂତ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ...

Advertisement
Archives

Model This Week