ଯଥେଷ୍ଟ ସାହାଯ୍ୟ କରୁନି ଆମେରିକା

କିଭ୍‌, ୨୮ା୩: ରୁଷିଆ ସହ ଲଢ଼େଇରେ ଆମେରିକା ଯଥେଷ୍ଟ ସହାୟତା ଦେଉନାହିଁ ବୋଲି କହିଛନ୍ତି ୟୁକ୍ରେନ୍‌ ଏମ୍‌ପି ଇନା ସୋଭସୁନ। ଏକ ଟୁଇଟ୍‌ରେ ଇନା ଲେଖିଛନ୍ତି, ‘ୟୁକ୍ରେନୀୟମାନେ ଆମେରିକାଠାରୁ ଯଥେଷ୍ଟ ସହାୟତା ପାଇବା ଭଳି ମନେ କରୁନାହାନ୍ତି। ବାଇଡେନ୍‌ ଅଧିକ ସାହାଯ୍ୟ କରିବା ବାବଦରେ ଶବ୍ଦଟିଏ ବି କହୁଥିବାର ମୁଁ ଶୁଣିନାହିଁ। ପାଶ୍ଚାତ୍ୟ ଆମକୁ ସହାୟତା କରିବା ନେଇ ଜଣେ ୟୁକ୍ରେନ୍‌ ନାଗରିକ ଭାବେ ମୁଁ ନିଶ୍ଚିତ ନୁହେଁ। ପୋଲାଣ୍ଡକୁ ସେ ଭରସା ଦେଇଥିବାରୁ ମୁଁ ଖୁସି, କିନ୍ତୁ କିଭ୍‌ ଓ ଖର୍କିଭ୍‌ରେ ବୋମା ଫୁଟୁଛି, ଓ୍ବାର୍ସରେ ନୁହେଁ’। ସେହିପରି ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲନ୍‌ସ୍କି ମଧ୍ୟ ପାଶ୍ଚାତ୍ୟକୁ ଅଧିକ ସହାୟତା ମାଗିଛନ୍ତି। ରୁଷିଆ ସାମ୍‌ନାରେ ନାଟୋ ସାହସ ଦେଖାଉ। ୟୁକ୍ରେନ୍‌କୁ ନାଟୋର କେବଳ ୧ ପ୍ରତିଶତ ଏୟାରକ୍ରାଫ୍ଟ ଏବଂ ୧ ପ୍ରତିଶତ ଟ୍ୟାଙ୍କ ଆବଶ୍ୟକ। ଏହାଠାରୁ ଅଧିକ ମଗାଯିବ ନାହିଁ ବୋଲି ଜେଲେନ୍‌ସ୍କି କହିଛନ୍ତି।

 

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?