୧୮ ହଜାର କିଲୋଗ୍ରାମ୍‌ର ବିରାଟ ବୋମା ପରୀକ୍ଷା କଲା ଆମେରିକା, ସମୁଦ୍ରରେ ସୃଷ୍ଟି ହେଲା ଭୂକମ୍ପ…

ଓ୍ବାଶିଂଟନ,୨୧।୬: ଚାଇନା ନିଜର ସାମୁଦ୍ରିକ ଶକ୍ତି ବୃଦ୍ଧି କରିବାରେ ଲାଗିଛି। ଏପରିସ୍ଥଳେ ଆମେରିକା ନିଜର ଶକ୍ତି ପ୍ରଦର୍ଶନ କରିବା ସହିତ ସମୁଦ୍ରରେ ୧୮ ହଜାର କିଲୋଗ୍ରାମ୍‌ର ବିରାଟ ବୋମା ପରୀକ୍ଷା କରିଛି। ଆମେରିକା ନୌସେନାର ଏୟାର କ୍ରାଫ୍ଟ କ୍ୟାରିଅର ଗେର୍ଲାଡ ଫୋର୍ଡ ଦ୍ୱାରା ବୋମାକୁ ଅଥଳ ସମୁଦ୍ର ଗର୍ଭରେ ପରୀକ୍ଷଣ କରାଯାଇଛି। ଏହାଯୋଗୁ ସୃଷ୍ଟି ହୋଇଥିବା ପ୍ରଚଣ୍ଡ ବିସ୍ଫୋରଣ ଦ୍ୱାରା ସମୁଦ୍ରରେ ଭୂକମ୍ପ ହୋଇଛି। ସମୁଦ୍ରରେ ଉଚ୍ଚ ଢ଼େଉ ସୃଷ୍ଟି ହୋଇଥିବା ଆମେରିକା ନୌସେନା ପକ୍ଷରୁ କୁହାଯାଇଛି। ତେବେ ଏହା ଏକ ସୁରକ୍ଷିତ ପରୀକ୍ଷା ଥିଲା ବୋଲି ନୌସେନା କହିଛି। ଆମେରିକା ନୌସେନା ବୋମା ବିସ୍ଫୋରଣ ୩୭ ସେକେଣ୍ଡର ଏକ ଭିଡ଼ିଓ ଟୁଇଟରରେ ଅପଲୋଡ୍‌ କରିଛି। ଏବେ ଭିଡ଼ିଓଟି ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ

ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

୪୦ ବର୍ଷ ବୟସରେ ମା’ ହେବେ ଏହି ଅଭିନେତ୍ରୀ: ପ୍ରଶଂସକଙ୍କୁ ଦେଲେ ଗୁଡ୍‌ନ୍ୟୁଜ୍‌

ଟିଭି ତଥା ଚଳଚ୍ଚିତ୍ର ଅଭିନେତ୍ରୀ କାଶ୍ମୀରା ଇରାନୀ ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ୪୦ ବର୍ଷ ବୟସରେ ପ୍ରଶଂସକଙ୍କ ଏହି ଖୁସି ଖବର ଶେୟାର କରିଛନ୍ତି କାଶ୍ମୀରା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri