ଆମେରିକାର ସତ କହିଲା, ଜେଲେନସ୍କି କାହା କଥା ଶୁଣୁ ନାହାନ୍ତି …

ଓ୍ବାଶିଂଟନ/କ୍ୱିଭ୍‌, ୧୧।୬ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନା ଧରୁନି। ଏପରିସ୍ଥଳେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏ ବିଷୟରେ ଏକ ସତ କଥା ସମ୍ପର୍କରେ ଉଲ୍ଲେଖ କରିଛନ୍ତି। ବିନାଶର ଏକ ପରୋକ୍ଷ ସନ୍ଦର୍ଭରେ ସେ କହିଛନ୍ତି ଯେ ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏହା କେବେ ହୋଇ ନ ଥିଲା।

ବାଇଡେନ ଏହା ମଧ୍ୟ କହିଛନ୍ତି ଯେ ଯେତେବେଳେ ମୁଁ ୟୁକ୍ରେନ ରାଷ୍ଟ୍ରପତି ଭ୍ଲାଦିମିର ଜେଲେନସ୍କିଙ୍କୁ ଯୁଦ୍ଧର ବିପଦ ବିଷୟରେ ଚେତାବନୀ ଦେଇଥିଲି, ସେତେବେଳେ ସେ ଏହାକୁ ବିଶ୍ୱାସ କରୁ ନଥିଲେ। ଜେଲେନସ୍କି ଆମ କଥା ଶୁଣିବାକୁ ଚାହୁଁ ନ ଥିଲେ।

ୟୁକ୍ରେନକୁ ସାହାଯ୍ୟ କରିବା ପାଇଁ ପାଣ୍ଠି ସଂଗ୍ରହ ପାଇଁ ଡେମୋକ୍ରାଟିକ ପାର୍ଟିର ଅଭିଯାନ ସମୟରେ ଆମେରିକାର ରାଷ୍ଟ୍ରପତି ୱାଶିଂଟନରେ ଏହା କହିଛନ୍ତି।

ଯୁଦ୍ଧ ଆରମ୍ଭ ପୂର୍ବରୁ ଜେଲେନସ୍କି କାହାର କଥା ନ ଶୁଣିବାରୁ ଏବେ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ବାଇଡେନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri