ପ୍ରତିଶୋଧ ନେଲା ଆମେରିକା, ଆଇଏସ୍‌ ଗଡ଼ରେ ବୋମାମାଡ଼…

ଓ୍ବାଶିଂଟନ/କାବୁଲ,୨୮।୮: ଆଫଗାନିସ୍ତାନର ଆଇଏସ୍‌ ଗଡ଼ରେ ଆମେରିକା ପକ୍ଷରୁ ବୋମାମାଡ଼ କରାଯାଇଛି। ଏପରି କରି ଆମେରିକା କାବୁଲ ଆକ୍ରମଣର ପ୍ରତିଶୋଧ ନେଇଛି। କାବୁଲରେ ଆଇଏସ୍‌ ଦ୍ୱାରା ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଆମେରିକାର ୧୩ ସୈନ୍ୟଙ୍କ ମୃତ୍ୟୁ ଘଟିବାର କିଛି ଘଣ୍ଟା ମଧ୍ୟରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଶନିବାର ଆଫଗାନିସ୍ତାନର ଆଇଏସ୍‌ ଗଡ଼ କୁହାଯାଉଥିବା ନାଙ୍ଗରହାର ପ୍ରଦେଶରେ ଆମେରିକା ମାନବ ବିହିନୀ ବିମାନ ଦ୍ୱାରା ବୋମାମାଡ଼ କରାଯାଇଛି।
ଏହି ପାଲଟା ଆକ୍ରମଣରେ ବହୁ ଆଇଏସ୍‌ ଆତଙ୍କବାଦୀଙ୍କର ମୃତ୍ୟୁ ଘଟିଛି। ଏହି ଆକ୍ରମଣରେ କୌଣସି ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟି ନାହିଁ ବୋଲି ଆମେରିକାର ପ୍ରତିରକ୍ଷା ମନ୍ତ୍ରଣାଳୟ ପେଣ୍ଟାଗନ ପକ୍ଷରୁ ସୂଚନା ଦିଆଯାଇଛି। ସେଣ୍ଟ୍ରାଲ କମାଣ୍ଡର କ୍ୟାପଟେନ ବିଲ ଅର୍ବନ କହିଛନ୍ତି ଯେ, ଆଫଗାନିସ୍ତାନର ନାଙ୍ଗହାର ପ୍ରଦେଶରେ ଜୋରଦାର ଏୟାର ଷ୍ଟ୍ରାଇକ କରାଯାଇଛି। ଏଥିରେ ବହୁ ଆଇଏସ ଆତଙ୍କବାଦୀଙ୍କ ଜୀବନ ଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମଝୌତା ଏକ୍ସପ୍ରେସ୍‌କୁ ସୀମାରେ ଅଟକାଇଲା ପାକ୍‌

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୯।୮:ଭାରତ ଓ ପାକିସ୍ତାନ ମଧ୍ୟରେ ଚଳାଚଳ କରୁଥିବା ସମଝୌତା ଏକ୍ସପ୍ରେସ୍‌ ଟ୍ରେନ୍‌ ସେବାକୁ ଇସ୍‌ଲାମାବାଦ ବାତିଲ କରିଦେଇଥିବା ଏହାର ରେଳମନ୍ତ୍ରୀ ଶେଖ୍‌ ରଶିଦ୍‌ ଗୁରୁବାର ଘୋଷଣା...

ସମୁଦ୍ରକୁ ରେଡିଓଆକ୍ଟିଭ୍‌ ଜଳ ଛାଡ଼ିବ ଜାପାନ

ନୂଆଦିଲ୍ଲୀ, ୧୯।୧୧: ଫୁକୁସିମାରେ ଅକାମୀ ହୋଇପଡ଼ିଥିବା ଆଣବିକ ପ୍ଲାଣ୍ଟର ରେଡିଓଆକ୍ଟିଭ୍‌ ବିଷାକ୍ତ ଜଳକୁ ୨୦୨୨ ସୁଦ୍ଧା ସମୁଦ୍ରକୁ ଛାଡ଼ିଦେବା ଲାଗି ଜାପାନ ସରକାର ନିଷ୍ପତ୍ତି ନେଇଛନ୍ତି।...

ଥରିଲା ଆମେରିକା: ୭.୫ ତୀବ୍ରତାର ଭୂକମ୍ପ ସହ ଆସିଲା ସୁନାମୀ

ଆଲାସ୍କା,୨୦ ।୧: ଆମେରିକାର ଆଲାସ୍କାରେ ସୋମବାର ଏକ ବଡ ଧରଣର ଭୂକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଥିଲା ୭.୫ ।...

ଜେଲରେ ଜନ୍‌ ମେକେଫି ମୃତ

ମାଡ୍ରିଡ୍‌,୨୫।୬: ଆଣ୍ଟିଭାଇରସ୍‌ ଜଗତର ଜଣାଶୁଣା ନାମ ଜନ୍‌ ମେକେଫିଙ୍କ ମୃତ୍ୟୁ ଘଟିଛି। ବ୍ରିଟେନ ଜନ୍ମିତ ଏହି ଆମେରିକୀୟ କମ୍ପ୍ୟୁଟର ପ୍ରୋଗ୍ରାମର୍‌ଙ୍କ ଝୁଲନ୍ତା ମୃତଦେହ ସ୍ପେନ୍‌ର ବାର୍ସିଲୋନାସ୍ଥିତ...

ଗର୍ଲଫ୍ରେଣ୍ଡଙ୍କୁ ହତ୍ୟା କରି କବର ଦେଉଥିବାବେଳେ ନିଜେ ଚାଲିଗଲେ

ନ୍ୟୁୟର୍କ,୧୮।୫:ଆମେରିକାର ଦକ୍ଷିଣ କାରୋଲିନାରେ ଏକ ଅଜବ ଘଟଣା ଘଟିଛି। ଏଠାରେ ଜଣେ ବ୍ୟକ୍ତି ପ୍ରଥମେ ତାଙ୍କ ଗର୍ଲଫ୍ରେଣ୍ଡକୁ ହତ୍ୟା କରି କବର ଦେଉଥିବାବେଳେ ନିଜେ ହୃଦଘାତରେ...

କରୋନା ଉପରେ ଲଗାମ ନାହିଁ

ଓ୍ବାଶିଂଟନ/ରୋମ୍‌/ପ୍ୟାରିସ୍‌, ୭ା୪ : କରୋନା ଭାଇରସ୍‌ ବେଲଗାମ୍‌ ସ୍ଥିତିରେ ପହଞ୍ଚିଛି। ବିଶ୍ୱର ୨୦୯ ଦେଶରେ ଏହି ଭୂତାଣୁ ନିଜର ଅଧିକାର ଜାହିର କରିବା ପରେ ପ୍ରାୟ...

ହାଭାନା ହୋଟେଲରେ ବିସ୍ଫୋରଣ: ୧୮ ମୃତ

ହାଭାନା,୭ ।୫: କ୍ୱିବାର ରାଜଧାନୀ ହାଭାନାର ଏକ ହୋଟେଲରେ ଶୁକ୍ରବାର ରାତିରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ମୃତକଙ୍କ ସଂଖ୍ୟା ୧୮ରେ ପହଞ୍ଚିଥିବା ସୂଚନା...

ଡେରେକ୍‌ ଚଉଭିନ୍‌ ଦୋଷୀ

ଓ୍ବାଶିଂଟନ୍‌, ୨୨ା୪: ଆମେରିକାର କୃଷ୍ଣକାୟ ଜର୍ଜ ଫ୍ଲୟଡ୍‌ଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ମିନିଆପଲିସ୍‌ର ପୂର୍ବତନ ପୋଲିସ ଅଫିସର ଡେରେକ୍‌ ଚଉଭିନ୍‌(୪୫)ଙ୍କୁ ହେନେପିନ୍‌ କାଉଣ୍ଟି କୋର୍ଟ ମଙ୍ଗଳବାର...

Advertisement
Archives

Model This Week