କରୋନା ଭୂତାଣୁ ଲିକ୍‌ ସମ୍ପର୍କିତ ତଥ୍ୟ ସାର୍ବଜନୀନ କରିବ ଆମେରିକା: ବାଇଡେନଙ୍କ ମଞ୍ଜୁରୀକୁ ଅପେକ୍ଷା…

ଓ୍ବାଶିଂଟନ,୧୩।୩ : କରୋନା ମହାମାରୀର ଉତ୍ପତ୍ତି ସହ ଜଡିତ ସମସ୍ତ ସୂଚନା ପ୍ରସ୍ତୁତ କରିବାକୁ ଆମେରିକା ସଂସଦ ସର୍ବସମ୍ମତି କ୍ରମେ ଏକ ବିଲ ଅନୁମୋଦନ କରିଛି। ଏହାର ଲିକ୍‌ ବିଷୟରେ ସର୍ବସାଧାରଣ ସୂଚନା ଦେବାକୁ ବିଲ ନ୍ୟାଶନାଲ ଇଣ୍ଟେଲିଜେନ୍ସ ନିର୍ଦ୍ଦେଶକଙ୍କୁ କହିଛି। ଏହି ବିଲ ଅନୁମୋଦନ ପାଇଁ ରାଷ୍ଟ୍ରପତି ଜୋ ବାଇଡେନଙ୍କ ନିକଟକୁ ପଠାଯାଇଛି।

ବାଇଡେନଙ୍କ ଅନୁମୋଦନ ପାଇବା ମାତ୍ରେ ଏହା ଆମେରିକାରେ ଆଇନର ରୂପ ନେବ ଏବଂ ସମସ୍ତ ତଥ୍ୟ ସାର୍ବଜନୀନ କରାଯିବ। ତେବେ ଏହା ସାର୍ବଜନୀନ ହେଲେ ଚାଇନା ସର୍ବାଧିକ କ୍ଷତିଗ୍ରସ୍ତ ହେବ। ଏହି କାରଣରୁ ଚାଇନା ଆମେରିକାକୁ ସମାଲୋଚନା କରିବା ଆରମ୍ଭ କରି ଦେଇଛି।

ଆମେରିକାର ଏହି ପଦକ୍ଷେପ ଏହାର ଫଳପ୍ରଦ ପରୀକ୍ଷା ଜେନେଟିକ ଇଞ୍ଜିନିୟରିଂ ସାର୍ସ କୋଭ୍‌-୨ ଭୂତାଣୁ ଏବଂ ଫ୍ଲୁ ଭାଇରସ ଚିକିତ୍ସା ପାଇଁ ଲାଭଜନକ। କିନ୍ତୁ ଉଦ୍ଦେଶ୍ୟମୂଳକ ଭାବେ କରାଯାଇଥିବା କରୋନା ଭୂତାଣୁ ଲିକ୍‌ ସମ୍ପର୍କରେ ପର୍ଦ୍ଦାଫାଶ କରିବାକୁ ଏହା ଲକ୍ଷ୍ୟ ରଖିଛି। ଚାଇନାର ହୁବେଇ ପ୍ରଦେଶର ଉହାନ ଲ୍ୟାବରୁ ଏହି ଭୂତାଣୁ ଲିକ ହୋଇଥିବା ଆଶଙ୍କା କରାଯାଉଛି। ତେବେ ଏହା ସାର୍ବଜନୀନ ହେଲେ ସତକଥା ବାହାରକୁ ଆସିବ ବୋଲି ଅର୍ନ୍ତଜାତୀୟସ୍ତରରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଜନସଂଖ୍ୟା କମିଯିବ ୨୬ କୋଟି

ଓ୍ବାଶିଂଟନ, ୧୬।୭: ଆଗାମୀ ୨୧୦୦ ବେଳକୁ ଭାରତର ଜନସଂଖ୍ୟା ୩୨ ପ୍ରତିଶତ କମିଯିବ। ଏନେଇ ଲାସେଣ୍ଟ୍‌ ପ୍ରତିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ୨୦୪୮ ବେଳକୁ...

ପିଲାଙ୍କ ପାଇଁ ଫାଇଜର ୯୦.୭% ଫଳପ୍ରଦ

ଓ୍ବାଶିଂଟନ୍‌, ୨୪ା୧୦: ୫ରୁ ୧୧ ବର୍ଷର ପିଲାଙ୍କ ପାଇଁ ଫାଇଜର କରୋନା ଟିକା ୯୦.୭ ପ୍ରତିଶତ ପ୍ରଭାବଶାଳୀ ବୋଲି ଫାଇଜର ଏବଂ ବାୟୋଏନ୍‌ଟେକ୍‌ ପକ୍ଷରୁ ଦାବି...

ପାକିସ୍ତାନ ବିମାନ ଦୁର୍ଘଟଣା: ୨ ପାଇଲଟ ମୃତ

ସାଦିକ୍ୱାବାଦ,୧୨।୧: ଯାନ୍ତ୍ରୀକ ତ୍ରୁଟି ଯୋଗୁ ରବିବାର ପାକିସ୍ତାନ ଫେଡେରାଲ ଡିପାର୍ଟମେଣ୍ଟର ପ୍ଲାଣ୍ଟ ପ୍ରୋଟେକଶନ୍‌ ୟୁନିଟର ୨ ପାଇଲଟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୁନୟା ନ୍ୟୁଜର...

ବ୍ଲାକ୍‌ ଫଙ୍ଗସ୍‌ ଔଷଧ ଯୋଗାଅ

ନୂଆଦିଲ୍ଲୀ, ୨୩।୫(ପି.ଟି.): ବିଭିନ୍ନ ରାଜ୍ୟରେ କରୋନାରୁ ଆରୋଗ୍ୟ ହୋଇଥିବା ଅନେକଙ୍କଠାରେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଚିନ୍ତାର କାରଣ ପାଲଟିଛି। ଏହି ରୋଗର ଚିକିତ୍ସା ପାଇଁ ଆବଶ୍ୟକ...

ନିଟ୍‌ ପରୀକ୍ଷା ସ୍ଥଗିତ ରଖିବା ଆବେଦନ ଖାରଜ: ୧୩ ସେପ୍ଟେମ୍ବରରେ ହେବ ପରୀକ୍ଷା

ନୂଆଦିଲ୍ଲୀ, ୯।୯: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଟ୍‌ ପରୀକ୍ଷାକୁ ସ୍ଥଗିତ ରଖିବା ଲାଗି ହୋଇଥିବା ଏକ ଆବେଦନକୁ ସୁପ୍ରିମ୍‌କୋର୍ଟ ବୁଧବାର ଖାରଜ କରି...

ସୁଦାନରେ ଆଦିବାସୀଙ୍କ ମଧ୍ୟରେ ରକ୍ତ ସଂଘର୍ଷ:୩୭ ମୃତ, ୨୦୦ରୁ ଅଧିକ ଆହତ

ଖାର୍ଟୁମ,୨୭।୮: ପୂର୍ବ ସୁଦାନରେ ଦୁଇ ଆଦିବାସୀଙ୍କ ମଧ୍ୟରେ ରକ୍ତ ସଂଘର୍ଷ ଘଟି ୩୭ ଜଣଙ୍କ ମୃତ୍ୟୁ ଘଟିଛି ଓ ୨୦୦ରୁ ଊଦ୍ଧର୍‌ବ ଆହତ ହୋଇଛନ୍ତି। ଏହି...

ୟୁକ୍ରେନ୍‌ବାସୀଙ୍କୁ ନୂଆ ଶିଖାଳି ବୋଲି ଭାବନ୍ତୁ ନାହିଁ: ଜେଲେନ୍‌ସ୍କି

କ୍ୱିଭ,୩୧ ।୩: ରୁଷିଆ- ୟୁକ୍ରେନ୍ ଯୁଦ୍ଧ ୩୫ ଦିନରେ ବି ଜାରି ରହିଛି । କେହି ପଛକୁ ହଟିବାକୁ ରାଜି ନୁହେଁ । ଏପଟେ ଯୁଦ୍ଧର...

ଭୂକମ୍ପର ୨୧ ଦିନ ପରେ ଜୀବନ୍ତ ଉଦ୍ଧାର ହେଲା ଘୋଡା, ଭାଇରାଲ ହେଉଛି ଭିଡିଓ

ଆଙ୍କାରା,୨୮।୨: ଫେବୃୟାରୀ ୬ରେ ତୁର୍କୀ ଏବଂ ସିରିଆରେ ଶକ୍ତିଶାଳୀ ଭୂକମ୍ପରେ ବ୍ୟାପକ ଧ୍ୱଂସ ଘଟିଥିଲା। ଏଥିରେ ପ୍ରାୟ ୫୦ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି।...

Advertisement
Archives

Model This Week