ୟୁକ୍ରେନ୍‌କୁ ୩୧ ଏମ୍‌-୧ ଆବ୍ରାମ ଟ୍ୟାଙ୍କ ପଠାଇବ ଆମେରିକା…

ଓ୍ବାଶିଂଟନ,୨୬।୧ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ସମୟରେ ଆମେରିକା ୟୁକ୍ରେନକୁ ବହୁ ଅର୍ଥନୈତିକ ଏବଂ ସାମରିକ ସାମଗ୍ରୀ ସହାୟତା ଯୋଗାଇ ଦେଇଛି। ଏଥି ସହିତ ରାଷ୍ଟ୍ରପତି ଜୋ ବାଇଡେନ ଘୋଷଣା କରିଛନ୍ତି ଯେ ଆମେରିକା ୟୁକ୍ରେନକୁ ୩୧ ଟି ଅତ୍ୟାଧୁନିକ ଏମ୍‌-୧ ଆବ୍ରାମ ଯୁଦ୍ଧ ଟ୍ୟାଙ୍କ ପଠାଇବ।

ସୂଚନାଯୋଗ୍ୟ, ବୁଧବାର ଜର୍ମାନ ଚାନ୍ସଲର ଓଲାଫ ସ୍କୋଲଜ, ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ଏବଂ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସହ ୟୁକ୍ରେନକୁ ସହାୟତା ବିଷୟରେ ଆଲୋଚନା ପରେ ରାଷ୍ଟ୍ରପତି ବାଇଡେନଙ୍କ ଘୋଷଣା ଆସିଛି। ବାଇଡେନ କହିଛନ୍ତି ଯେ ମୁଁ ଘୋଷଣା କରୁଛି ଯେ ଆମେରିକା ୟୁକ୍ରେନକୁ ୩୧ ଆବ୍ରାମ ଟ୍ୟାଙ୍କ ପଠାଇବ। ପ୍ରତିରକ୍ଷା ସଚିବ ଓଲିଉଡ ଅଷ୍ଟିନ ଏହି ପଦକ୍ଷେପକୁ ସୁପାରିଶ କରିଛନ୍ତି କାରଣ ଏହା ୟୁକ୍ରେନର ଅଞ୍ଚଳକୁ ରକ୍ଷା କରିବା ତଥା ଦେଶର ରଣନୈତିକ ଉଦ୍ଦେଶ୍ୟ ହାସଲ କରିବାର କ୍ଷମତାକୁ ବୃଦ୍ଧି କରିବ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଏମାନଙ୍କୁ ଜନ୍ମ ଦେଇଛି… Gen-Z ପ୍ରତିବାଦକୁ ନେଇ ବିଦାଦୀୟ ମନ୍ତ୍ୱ୍ୟ ଦେଲେ କଙ୍ଗନା

ନୂଆଦିଲ୍ଲୀ,୨୮।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ବିକ୍ଷୋଭ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ଲୋକସଭାରେ ସ୍ଲୋଗାନ ଦେଇଥିଲେ ଏବଂ ହଟ୍ଟଗୋଳ ସୃଷ୍ଟି କରିଥିଲେ।…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ବଡ଼ ଆଡମ୍ବରରେ ଉତ୍ସବ ପାଳନ କଲା CJP; ହେଲେ ବଡ଼ କଥା କହିଦେଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କୋକ୍ରୋଚ ଜନତା ପାର୍ଟି (CJP)ର ସଦସ୍ୟମାନେ ହୋଟେଲରେ ମହା ଆଡମ୍ବରରେ ଉତ୍ସବ ପାଳନ କରୁଥିବା ଏକ…

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଶେଷ ବିଦାୟ: ସାମିଲ ହେଲେ ହଜାର ହଜାର ଲୋକ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ସୁଶାନ୍ତ ସିଂଙ୍କୁ ମଙ୍ଗଳବାର ଶେଷ ବିଦାୟ ଦିଆଯାଉଛି। ଏହି କ୍ରମରେ ସକାଳୁ ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ହଲଦିପାଲି…

ଆମେରିକା ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବଡ଼ ବୟାନ, ଜାଣନ୍ତୁ ତାଙ୍କର ଉଦ୍ଦେଶ୍ୟ କ’ଣ

ଜେରୁଜେଲମ,୨୮।୭: ଇରାନ ସହିତ ଯୁଦ୍ଧ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ପ୍ରଥମ ଥର ପାଇଁ ଟ୍ରମ୍ପଙ୍କୁ ଭେଟିବା ପାଇଁ ଆମେରିକାରେ ପହଞ୍ଚିଛନ୍ତି। ଆମେରିକା ଯିବା ପୂର୍ବରୁ, ନେତାନ୍ୟାହୁ…

ଇସ୍ତଫା ଦେବା ପରେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଲେ ଧର୍ମେନ୍ଦ୍ର! ଭାଜପାରେ ହେବ…

ଭୁବନେଶ୍ବର,୨୮।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି । ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri