Posted inଫୁରସତ

ଏକତା ହିଁ ସର୍ବୋପରି

ଦେଶର ବିକାଶରେ ପ୍ରତିଟି ନାଗରିକଙ୍କର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଥାଏ। ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ସଦ୍‌ଭାବ ଏବଂ ଭାଇଚାରା ଦ୍ୱାରା ଦେଶର ଏକତା ବୃଦ୍ଧି ହୋଇଥାଏ। ଏହାକୁ ଦୃଷ୍ଟିରେ ପ୍ରତିବର୍ଷ ଡିସେମ୍ବର ୧୮ରେ ସଂଖ୍ୟାଲଘୁ ଅଧିକାର ଦିବସ ପାଳନ କରାଯାଇଥାଏ। ବିଶ୍ୱସ୍ତରରେ ବିଭିନ୍ନ ଦେଶରେ ସଂଖ୍ୟାଲଘୁମାନଙ୍କୁ ନିର୍ଭୟରେ ବାସ କରିବା ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ଏହି ଅବସରରେ କାର୍ଯ୍ୟକ୍ରମମାନ ଆୟୋଜିତ ହୋଇଥାଏ।
୧୯୯୨ ଡିସେମ୍ବର ୧୮ରେ ମିଳିତ ଜାତିସଂଘ ସହଯୋଗରେ ଏହି ଦିବସ ପାଳନ କରାଯାଉଛି।
ଭାରତ ହେଉଛି ବିଶ୍ୱର ଏକ ଅନନ୍ୟ ରାଷ୍ଟ୍ର, ଯେଉଁଠାରେ ବିଭିନ୍ନ ସମ୍ପ୍ରଦାୟ, ଜାତି ଏବଂ ଧର୍ମର ଲୋକମାନେ ବାସ କରିଥାନ୍ତି। ବିବିଧତା ମଧ୍ୟରେ ଏକତା ହେଉଛି ଭାରତର ଏକ ସ୍ବତନ୍ତ୍ର ପରିଚିତି।
ଭାରତରେ ଏକତାକୁ ହିଁ ସର୍ବୋପରି ଭାବେ ଗ୍ରହଣ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri