Advertisement
Posted inଫୁରସତ

ଏକତା ହିଁ ବଳ

ଏକତାହିଁ ସବୁଠାରୁ ବଳ। ଏହା ଦେଶ ସମ୍ମୁଖରେ ଦେଖାଦେଇଥିବା ବିଭିନ୍ନ ସମସ୍ୟାର ସଫଳ ସମାଧାନର ପଥ ଉନ୍ମୁକ୍ତ କରିଥାଏ। ଏନେଇ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଅକ୍ଟୋବର ୩୧ରେ ଜାତୀୟ ଏକତା ଦିବସ ପାଳନ କରାଯାଇଥାଏ। ପ୍ରଥମେ ଏହା ୨୦୧୪ ମସିହାରେ ଭାରତ ସରକାରଙ୍କ ଦ୍ୱାରା ପ୍ରବର୍ତ୍ତିତ ହୋଇଥିଲା। ଏହିଦିନ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମବାର୍ଷିକୀ ପାଳନ କରାଯାଏ। ୧୮୭୫ ଅକ୍ଟୋବର ୩୧ରେ ଜନ୍ମଗ୍ରହଣ କରିଥିବା ସର୍ଦ୍ଦାର ପଟେଲ ଭାରତର ରାଜନୈତିକ ଏକୀକରଣରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ଦିବସ ପାଳନ ଅବସରରେ ଦେଶର ଏକତା, ଅଖଣ୍ଡତା ତଥା ପ୍ରକୃତ ବିପଦକୁ ପ୍ରତିହତ କରିବା ପାଇଁ ଆମର ଅନ୍ତର୍ନିହିତ ଶକ୍ତି ଏବଂ ସ୍ଥିରତାକୁ ପ୍ରମାଣିତ କରିବା ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥାଏ। ଦେଶର ଆଭ୍ୟନ୍ତରୀଣ ନିରାପତ୍ତାକୁ ସୁନିଶ୍ଚିତ କରିବା ପାଇଁ ଏହି ଦିବସ ସଭିଙ୍କୁ ସଂକଳ୍ପବଦ୍ଧ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୧୨୦୦୦ କିଲୋମିଟର ଉଡ଼ିଲା କୋଇଲି, ଚକିତ ହେଲେ ବୈଜ୍ଞାନିକ

ଓ୍ବାଲର୍‌ଡ ଲାଇଫ୍‌ ସାଇନ୍ସ ଆଣ୍ଡ୍‌ କଞ୍ଜରଭେଶନ ସେଣ୍ଟର ଏବଂ ବ୍ରିଟିଶ ଟ୍ରଷ୍ଟ୍‌ ଅଫ୍‌ ଅର୍ନିଥୋଲୋଜି ମିଳିତ ଭାବେ ମଙ୍ଗୋଲିୟନ ବୈଜ୍ଞାନିକ ୨୦ରୁ ଅଧିକ ପକ୍ଷୀଙ୍କ ଉପରେ...

ଏଟିଏମ୍‌ରୁ ସାନିଟାଇଜର ଚୋରିକଲେ ଯୁବକ, ଭିଡିଓ ଭାଇରାଲ

କରୋନା (କୋଭିଡ-୧୯) ସଂକ୍ରମଣ ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। ଏଥିରୁ ରକ୍ଷାପାଇବା ପାଇଁ ସମସ୍ତେ ମାସ୍କ ଏବଂ ହ୍ୟାଣ୍ଡ୍‌ ସାନିଟାଇଜର ବ୍ୟବହାର କରୁଛନ୍ତି। ତେଣୁ ବର୍ତ୍ତମାନ...

କରୋନା ରୋଗୀଙ୍କ ସେବା କରୁଛି ରୋବର୍ଟ: ସମୟରେ ଦେଉଛି ଖାଦ୍ୟ, ଔଷଧ

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେଣୁ ସେମାନଙ୍କ ଯତ୍ନ ନେବାରେ ସମସ୍ୟା ମଧ୍ୟ ହେଉଛି। ଏଭଳି ସ୍ଥିତିରେ ଗୁଜୁରାଟର ଭଦୋଦରାସ୍ଥିତ ସର୍‌...

ପ୍ରି ଓ୍ବେଡିଂ ଫଟୋ ଶୁଟ୍‌ରେ ସିଏଏ-ଏନ୍‌ଆର୍‌ସିକୁ ନା

ସାରା ଦେଶରେ ଏବେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି)କୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ଏବେ ଏମିତି ଏକ...

ଏମିତି ଝିଅଙ୍କୁ ବିବାହ କରିବେ ନୀରଜ ଚୋପ୍ରା: କଲେ ଖୁଲାସା

ଟୋକିଓ ଅଲିମ୍ପିକ୍ସ ୨୦୨୦ରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଥିଲେ ଭାରତର ନୀରଜ ଚୋପ୍ରା। ଜାଭେଲିନ୍‌ ଥ୍ରୋରେ ସେ ପଦକ ଜିତି ଚହଳ ପକାିଥିଲେ। ଏହାପରେ...

ଶୀତରୁ ରକ୍ଷା ପାଇବା ପାଇଁ ଜଳନ୍ତା ଚୁଲିରେ କରୁଥିଲେ ଏମିତି, ଲୋକେ କହିଲେ…

ଆଜିକାଲି ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ...

ଏଇଠି ଚାଲେ ଏମାନଙ୍କ ରାଜୁତି

ପଶୁପକ୍ଷୀଙ୍କୁ ସୁରକ୍ଷା ଦେବା ପାଇଁ ଦେଶର ବିଭିନ୍ନ ସ୍ଥାନରେ ରହିଛି ଅଭୟାରଣ୍ୟ ଆଉ ସେମାନଙ୍କୁ ଶିକାର ନ କରିବାକୁ ଜାରି କରାଯାଇଛି ଅନେକ ନିୟମକାନୁନ। ହେଲେ...

କେବେ ବି କରିବିନି ସେଭିଂ…କିଛି ଏଭଳି ଜିଦ୍‌ରେ ବେଫିକର ବୁଲନ୍ତି ଏହି ମହିଳା

ପୁରୁଷ ମାନଙ୍କ ଭଳି ରହିଛି ଦାଢ଼ି ଆଉ ନିଶ। ହେଲେ କେବେହଲେ ଶେଭିଂ ହେବେ ନାହିଁ ବୋଲି ନେଇଛନ୍ତି ନିଷ୍ପତ୍ତି। ଲୋକମାନେ ତାଙ୍କ ବିଷୟରେ ଯାହା...

Advertisement
Archives

Model This Week