ଏକତା ହିଁ ଶକ୍ତି

କୁହାଯାଏ ଏକତା ହିଁ ସବୁୁଠାରୁ ବଡ଼ ଶକ୍ତି। ଏହାଦ୍ୱାରା ବିଭିନ୍ନ ସମସ୍ୟାର ସମାଧାନ ସହଜରେ ହୋଇପାରେ। ପ୍ରାକୃତିକ ବିପର୍ଯ୍ୟୟ ହେଉ ଅବା ଦେଶ ଦେଶ ମଧ୍ୟରେ ବିବାଦ ସମସ୍ତ ସମସ୍ୟାର ସହଜ ସମାଧାନ ପାଇଁ ଏକଜୁଟ ହେବା ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଥାଏ। ବିଶ୍ୱସ୍ତରରେ ଏକତା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଡିସେମ୍ବର ୨୦ରେ ଅନ୍ତର୍ଜାତୀୟ ମାନବ ଏକତା ଦିବସ ପାଳନ କରାଯାଇଥାଏ। ମିଳିତ ଜାତିସଂଘ ଏବଂ ଏହାର ସଦସ୍ୟ ରାଷ୍ଟ୍ରଗୁଡ଼ିକ ପାଇଁ ଏହି ଦିବସର ଅଧିକ ଗୁରୁତ୍ୱ ରହିଥାଏ। ଏହି ଦିବସ ପାଳନର ମୂଳ ଲକ୍ଷ୍ୟ ହେଉଛି ସଦସ୍ୟ ରାଷ୍ଟ୍ରଗୁଡ଼ିକର ଦାରିଦ୍ର୍ୟ ହ୍ରାସ କରିବା ତଥା ଦାରିଦ୍ର୍ୟ ହ୍ରାସ ରଣନୀତି ପ୍ରସ୍ତୁତ କରିବା।
ସ୍ଥାୟୀ ବିକାଶ ଲକ୍ଷ୍ୟ ମାଧ୍ୟମରେ ଦାରିଦ୍ର୍ୟ ତଥା ଅନ୍ୟାନ୍ୟ ସାମାଜିକ ପ୍ରତିବନ୍ଧକ ବିରୋଧରେ ଏକଜୁଟ ହୋଇ ଲଢ଼େଇ କରିବା ଲାଗି ଏହି ଦିବସ ପାଳନ ଅବସରରେ ବିଭିନ୍ନ ସଦସ୍ୟ ରାଷ୍ଟ୍ରର ସରକାରଙ୍କୁ ଉତ୍ସାହିତ କରାଯାଇଥାଏ।
୨୦୦୫ରେ ବିଶ୍ୱ ଶିଖର ସମ୍ମିଳନୀରେ ଜାତିସଂଘ ସାଧାରଣ ସଭା ଦ୍ୱାରା ଏହି ଦିବସ ପାଳନ ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଅନ୍ତର୍ଜାତୀୟ ମାନବ ଏକତା ଦିବସ ହେଉଛି ବିବିଧତା ମଧ୍ୟରେ ଆମର ଏକତାକୁ ପାଳନ କରିବାର ଦିନ। ଅନ୍ତର୍ଜାତୀୟ ଚୁକ୍ତିନାମା ପ୍ରତି ଦେଇଥିବା ପ୍ରତିଶ୍ରୁତିକୁ ସମ୍ମାନ କରିବାକୁ ପ୍ରତି ସଦସ୍ୟ ରାଷ୍ଟ୍ରର ସରକାରଙ୍କୁ ମନେପକାଇବା ଲାଗି ଗୋଟିଏ ଦିନ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri