Posted inଫୁରସତ

‘ଏକତା ହିଁ ସର୍ବୋପରି’

ଦେଶର ବିକାଶରେ ପ୍ରତିଟି ନାଗରିକଙ୍କ ଗୁରୁତ୍ତ୍ୱପୂର୍ଣ୍ଣ ଯୋଗଦାନ ରହିଥାଏ। ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ସଦ୍‌ ଭାବ ଏବଂ ଭାଇଚାରା ଦ୍ବାରା ଦେଶର ଏକତା ବୃଦ୍ଧି ହୋଇଥାଏ। ଏହାକୁ ଦୃଷ୍ଟିରେ ରଖ ପ୍ରତିବର୍ଷ ଡିସେମ୍ବର ୧୮ରେ ସଂଖ୍ୟାଲଘୁ ଅଧିକାର ଦିବସ ପାଳନ କରାଯାଇଥାଏ। ବିଶ୍ବସ୍ତରରେ ବିଭିନ୍ନ ଦେଶରେ ସଂଖ୍ୟାଲଘୁମାନଙ୍କୁ ନିର୍ଭୟରେ ବାସ କରିବା ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ଏହି ଅବସରରେ କାର୍ଯ୍ୟକ୍ରମମାନ ଆୟୋଜିତ ହୋଇଥାଏ। ୧୯୯୨ ଡିସେମ୍ବର ୧୮ରେ ମିଳିତ ଜାତିସଂଘ ସହଯୋଗରେ ଏହି ଦିବସ ପାଳନ କରାଯାଉଛି। ଭାରତ ହେଉଛି ବିଶ୍ବର ଏକ ଅନନ୍ୟ ରାଷ୍ଟ୍ର, ଯେଉଁଠାରେ ବିଭିନ୍ନ ସମ୍ପ୍ରଦାୟ, ଜାତି ଏବଂ ଧର୍ମର ଲୋକମାନେ ବାସ କରିଥାନ୍ତି। ବିବିଧତା ମଧ୍ୟରେ ଏକତା ହେଉଛି ଭାରତର ଏକ ସ୍ବତନ୍ତ୍ର ତନ୍ତ୍ର ପରିଚିତି। ଭାରତରେ ଏକତାକୁ ହିଁ ସର୍ବୋପରି ଭାବେ ଗ୍ରହଣ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲା ମାଙ୍କଡ଼, ପୋଲିସ ପହଞ୍ଚିବା ପରେ ଯାହା ଘଟିଲା…

ଅଯୋଧ୍ୟାରୁ ସୋସିଆଲ ମିଡିଆରେ ମାଙ୍କଡ଼ର ଏକ କାରନାମା ସାମ୍ନାକୁ ଆସିଛି। ଜଣେ ମହିଳାଙ୍କଠାରୁ ଟଙ୍କା ବ୍ୟାଗ୍‌ ଝାମ୍ପିନେଇ ମାଙ୍କଡ଼ ପଳାଇଗଲା। ମହିଳା ଏବଂ ପାଖରେ ଥିବା ଲୋକମାନେ…

ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ଚାଲିଆସିଲେ ହାତୀପଲ, ବନ କର୍ମଚାରୀ କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ…

ଆସାମର ହୋଜାଇ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଯାହାକି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ରାଜଧାନୀ ଏକ୍ସପ୍ରେସ୍‌ ଯିବାକୁ ଥିବାବେଳେ ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ହାତୀପଲ…

ଗୁଲିଗପ ଇତିହାସକୁ ବଦଳାଇପାରେ ନାହିଁ

କୋଣାର୍କଠାରେ ସୂର୍ଯ୍ୟଙ୍କ ଉପାସନାର ସବିଶେଷ ଆଲୋଚନା ଅନେକଙ୍କ ମନରେ ପ୍ରଶ୍ନ ଉଠାଇପାରେ। ଇତିହାସ ବା ଐତିହ୍ୟ ପ୍ରସଙ୍ଗରେ ଉପାସନା ଧାରାକୁ ଏତେ ଗୁରୁତ୍ୱ ଦେବାର କାରଣ କ’ଣ!…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri