Posted inଫୁରସତ

ଏକତା ହିଁ ସର୍ବଶ୍ରେଷ୍ଠ ଶକ୍ତି

ମଣିଷ ଏକାଠି ରହିଲେ ବିଭିନ୍ନ ସମସ୍ୟାର ସହଜରେ ସମାଧାନ ହୋଇପାରିଥାଏ। ତେଣୁ କୁହାଯାଏ ଏକତା ହିଁ ସର୍ବଶ୍ରେଷ୍ଠ ଶକ୍ତି। ଏକତା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ୨୦ ଅକ୍ଟୋବରରେ ଭାରତରେ ଜାତୀୟ ଏକତା ଦିବସ ପାଳନ କରାଯାଇଥାଏ। ୧୯୬୨ ଅକ୍ଟୋବର ୨୦ରେ ଚାଇନା ୮୦ ହଜାର ସୈନ୍ୟ ନେଇ ଭାରତ ଆକ୍ରମଣ କରିଥିଲା। ଏହି ଯୁଦ୍ଧରେ ବହୁ ଧନ ଜୀବନ, ସମ୍ପତ୍ତି ନଷ୍ଟ ହୋଇଥିଲା। ଭାରତ ଯୁଦ୍ଧରେ ପରାସ୍ତ ହୋଇଥିଲା। କିନ୍ତୁ ସମଗ୍ର ଦେଶ ଏକଜୁଟ ହୋଇ ଚାଇନା କାର୍ଯ୍ୟକଳାପକୁ ନିନ୍ଦା କରିଥିଲା। ଭାରତୀୟଙ୍କ ଦ୍ୱାରା ଯୁଦ୍ଧ ସମୟରେ ଏକ ହୃଦୟସ୍ପର୍ଶୀ ଏକତା, ଏକଜୁଟ ବୋଧ ଏବଂ ଦଳଗତ ଏକତା ପ୍ରଦର୍ଶିତ ହୋଇଥିଲା। ୧୯୬୬ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଏବଂ ଅନ୍ୟ ବିଶିଷ୍ଟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନେଇ ଏକ ପରାମର୍ଶଦାତା କମିଟି ଗଠନ କରାଯାଇଥିଲା। ଭାରତ-ଚାଇନା ଯୁଦ୍ଧ ସମୟର ଏକତାକୁ ସ୍ମରଣ କରିବା ପାଇଁ ପ୍ରତିବର୍ଷ ୨୦ ଅକ୍ଟୋବରକୁ ଜାତୀୟ ଏକତା ଦିବସ ରୂପେ ପାଳନ କରିବାକୁ କମିଟି ପକ୍ଷରୁ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ତୃତୀୟ ମନ୍ଦିର

ଓଡ଼ିଶାର ଉପାସନା ଧାରା ପ୍ରାଚୀନକାଳରୁ ସାଂସ୍କୃତିକ ସଂହତିର ମାଧ୍ୟମ ହୋଇ ରହିଆସିଛି। ଆମର ମହାଜନମାନେ ଶ୍ରୀବିଷ୍ଣୁଙ୍କର ଚାରି ଆୟୁଧକୁ ନେଇ ଚାରୋଟି କ୍ଷେତ୍ର କରିଥିଲେ। ଏହି...

ଗୁଗଲ୍‌ ମ୍ୟାପ୍‌ରେ ଏହି ଘରକୁ ବହୁମାତ୍ରାରେ କରାଯାଉଛି ସର୍ଚ୍ଚ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେକ୍ସିକୋ ସିଟିରେ ‘ଆଭେନିଡା ଇଜଟୋକ୍ଲୋକ୍‌-୯’ ଠିକଣା ଥିବା ଘରକୁ ଆଜିକାଲି ଗୁଗଲ ମ୍ୟାପ୍‌ରେ ଖୁବ୍‌ ସର୍ଚ୍ଚ କରାଯାଉଛି। ଏହାର କାରଣ ହେଲା ଘରର କାନ୍ଥ ଏବଂ...

ପ୍ରଥମେ ହନିମୁନ୍‌ ପରେ ବିବାହ…

ଛତିଶଗଡ଼ ବସ୍ତର ଅଞ୍ଚଳରେ ବାସ କରୁଥିବା ଗୋଣ୍ଡ ଜନଜାତିଙ୍କ ମଧ୍ୟରେ ଏକ ପରମ୍ପରା କାହିଁ କେଉଁ କାଳରୁ ଚାଲିଆସିଛି। ପରମ୍ପରା ଅନୁସାରେ ବରକନ୍ୟାଙ୍କୁ ବିବାହ ପୂର୍ବରୁ...

ହାତର କାମ ଜାଣିପାରୁଛି ସ୍ମାର୍ଟଓ୍ବାଚ୍‌

କାର୍ନେଗି ମିଲନ ୟୁନିଭର୍ସିଟିର ହ୍ୟୁମାନ- କମ୍ପ୍ୟୁଟର ଇଣ୍ଟରଆକ୍ସନ ଇନଷ୍ଟିଚ୍ୟୁଟର ଗବେଷକମାନେ ଏକ ସ୍ମାର୍ଟ ଓ୍ବାଚ ପ୍ରସ୍ତୁତ କରିଛନ୍ତି ଯାହା ହାତର କାର୍ଯ୍ୟକୁ ସହଜରେ ଜାଣିପାରୁଛି। କଇଁଚିରେ...

ଗୋଟିଏ ମଣ୍ଡପରେ ସ୍ତ୍ରୀ, ଶାଳୀଙ୍କୁ ବିବାହ କଲେ ଏହି ବ୍ୟକ୍ତି, ଜାଣନ୍ତୁ କାହିଁକି

ଭୋପାଳ,୯।୧୨: ମଧ୍ୟ ପ୍ରଦେଶରେ ଏକ ନିଆରା ବିବାହ ଅନୁଷ୍ଠିତ ହୋଇଯାଇଛି। ଭିଣ୍ଡ୍‌ ଜିଲାର ଜଣେ ଏକ ବିବାହ ମଣ୍ଡପରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ଭଉଣୀ...

ମାଙ୍କଡ଼ ପାଖରେ ହାତମୁଠା କରିବା ପଡ଼ିଲା ଭାରୀ, ଘଟିଲା…

ସୋସିଆଲ ମିଡିଆରେ ଏକ ମାଙ୍କଡର ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖି ଆପଣ ନ ହସି ରହି ପାରିବେ ନାହିଁ। ଆପଣ ମାଙ୍କଡ଼ଙ୍କର...

ବାୟୁର ଆର୍ଦ୍ରତାରୁ ତିଆରି ହେବ ପାଣି, ପିଇବେ ରେଳଯାତ୍ରୀ: ଷ୍ଟେଶନରେ ଲାଗିବ ମେଘଦୂତ ମେଶିନ

ଚଣ୍ଡିଗଡ଼,୧୩ ।୯: ଚଣ୍ଡିଗଡ଼ ରଲୱେ ଷ୍ଟେଶନରେ ଖୁବଶୀଘ୍ର ଶୁଦ୍ଧ ପିଇବା ପାଣି ମିଳିଯିବ ବୋଲି ଆଶା କରାଯାଉଛି । ଏଥିପାଇଁ କାମ ଇଣ୍ଡିଆନ ରେଲୱେ ଷ୍ଟେଶନ...

ମୂଲ୍ୟବାନ ଜିନିଷ ପରିବର୍ତ୍ତେ ଚୋରି ହେଉଛି ଗୋବର: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଚୋରି ବିଷୟରେ ଆମେ ଅନେକ ଖବର ଶୁଣିଛୁ। ଚୋରମାନେ ବିଶେକରି ସୁନା, ରୂପା ଅଳଙ୍କାର ଅବା ମୂଲ୍ୟବାନ ଜିନିଷ ଚୋରିକରି ନେଇଥାନ୍ତି। ତେଣୁ ଏପରି ଜିନିଷକୁ...

Advertisement
Archives

Model This Week