ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା: ପରିବା ବ୍ୟବସାୟୀ ପୁଅ ସୁନୀଲଙ୍କ ସଫଳତା

ବୁଗୁଡ଼ା,୧୪।୯(ଡି.ଏନ.ଏ.):ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷାରେ ବୁଗୁଡ଼ା ଏନ୍‌ଏସିର ବୁଦ୍ଧଖୋଲ ରୋଡ଼ ସାହି ନିବାସୀ ସୁବାସ ଚନ୍ଦ୍ର ପାତ୍ରଙ୍କ ପୁତ୍ର ସୁନୀଲ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ସୁବାସ ପରିବା ବ୍ୟବସାୟ କରି ପରିବାର ପ୍ରତିପୋଷଣ କରୁଥିବା ବେଳେ ଆର୍ଥିକ ଅବସ୍ଥା ସେତେଟା ସ୍ବଚ୍ଛଳ ନୁହେଁ। ତଥାପି ମନଯୋଗ ପୂର୍ବକ ଅଧ୍ୟୟନରତ ସୁନୀଲଙ୍କ ଏହି ସଫଳତା ସମସ୍ତଙ୍କ ପାଇଁ ଏକ ଉଦାହରଣ ପାଲଟିଛ। ଭବିଷ୍ୟତରେ ଜଣେ ଡାକ୍ତର ହୋଇ ଗରିବଙ୍କ ସେବା କରିବାକୁ ଲକ୍ଷ୍ୟ ରଖିଥିବା ସୁନୀଲ୍‌ ଯୁକ୍ତ ୨ ବିଜ୍ଞାନରେ ଉତ୍ତୀର୍ଣ୍ଣ ହେବା ପରେ ସେ ମେଡିକାଲ ପରୀକ୍ଷା ନିମନ୍ତେ ଅନ୍‌ଲାଇନ୍‌ ଶିକ୍ଷା ମାଧ୍ୟମରେ ନିଜକୁ ପ୍ରସ୍ତୁତ କରୁଥିଲେ। ଗତଥର ସେ ମେଡିକାଲ
ପ୍ରବେଶିକା ପରୀକ୍ଷାରେ ସଫଳ ହୋଇ ପାରିନଥିବା ବେଳେ ଏଥର ସେ ୬୦୩ ମାର୍କ ସହ ୧୯୫୦୦ ପାହ୍ୟାରେ ରହି ସଫଳତା ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରେ ନିଆଁ

ବଲାଙ୍ଗୀର ଅଫିସ, ୧୬ା୫-ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଡ଼େଙ୍ଗ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ନିର୍ମିତ ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରେ ନିଆଁ ଲାଗି ବ୍ୟାପକ କ୍ଷତି ହୋଇଛି।...

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ବୋହୂର ସ୍ବୀକୃତି ଦାବି କଲେ ଯୁବତୀ

ପରଜଙ୍ଗ, ୫।୧୨(ଡି.ଏନ.ଏ.) – ବୋହୂର ସ୍ବୀକୃତି ଦାବିକରି ଜଣେ ଯୁବତୀ ପ୍ରେମିକଙ୍କ ଘର ବାରଣ୍ଡାରେ ଦୁଇଦିନ ହେଲା ଧାରଣାରେ ବସିବା ଘଟଣା ଢେଙ୍କାନାଳ ଜିଲା ପରଜଙ୍ଗ...

ଉଚ୍ଚ ଜୁଆର ଯୋଗୁ ସମୁଦ୍ର ଗର୍ଭରେ ଲୀନ ହେବ ୬ ଘର

ଗଞ୍ଜାମ,୨୯।୫(ଡି.ଏନ.ଏ.): ଋଷିକୁଲ୍ୟା ମୁହାଣ ଅଞ୍ଚଳରେ ତାଣ୍ଡବ ରଚୁଛି ଅଶାନ୍ତ ସମୁଦ୍ର। ଉଚ୍ଚ ଲହଡିରେ ଗଞ୍ଜାମ ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ ଅବକ୍ଷୟ ହେବାରେ ଲାଗିଛି। ପାଳିବନ୍ଧ...

ଚାକିରି ଦେବାକୁ କହି ଠକେଇ: ୫ ଗିରଫ

ଦାମନଯୋଡି,୪ା୪(ଡି.ଏନ.ଏ.): ନାଲକୋ ଠିକାଦାରଙ୍କ ଅଧୀନରେ ଚାକିରି ଦେବାକୁ କହି ଠକେଇ କରିବା ଅଭିଯୋଗରେ ୫ଜଣ ଗିରଫ ହୋଇଛନ୍ତି। ସେମାନେ ହେଲେ ଭୁବନେଶ୍ୱରର ଅରୋଶ୍ରୀ ସ୍କିଲ ଡେଭଲପମେଣ୍ଟ...

ଯୋଗାଣ ଅନୁନିରୀକ୍ଷିକାଙ୍କ ବିଭିନ୍ନ ବ୍ୟବସାୟ ପ୍ରତିଷ୍ଠାନ ଯାଞ୍ଚ

କଣ୍ଟାପଡା,୨୫। ୩ (ଡି.ଏନ.ଏ): କରୋନା ଭାଇରସ ଭୂତାଣୁ ପାଇଁ ସାରା ଭାରତ ୨୧ଦିନିଆ ଲକଡାଉନ ପରିସ୍ଥିତିର ସମ୍ମୁଖୀନ ହୋଇଛି। ଏହାସହ କେତେକ ଜରୁରୀ ଆବଶ୍ୟକ ସାମଗ୍ରୀ...

ଦୁର୍ଘଟଣାରେ ଚାଲିଗଲା ମା’, ଝିଅଙ୍କ ଜୀବନ; ବାପା ଗୁରୁତର

ବରଗଡ଼ ଅଫିସ,୨୧।୧: ବରଗଡ଼ ଜିଲା ଭେଡେନ ବ୍ଲକ ବୁର୍ଦ୍ଦା ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି ବୋଝେଇ ଟ୍ରାକ୍ଟର ଓ...

‘ରାୟଗଡ଼ାକୁ ଏକ ଉନ୍ନତ ଜିଲାରେ ପରିଣତ କରିବା ସମସ୍ତଙ୍କ ଲକ୍ଷ୍ୟ ହେଉ’

ରାୟଗଡ଼ା ଅଫିସ,୨୬ା୧: ଜିଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ରାୟଗଡ଼ା ଜିଲା ସଦରମହକୁମାର ସ୍ଥାନୀୟ ଜି.ସି.ଡି ଉଚ୍ଚ ବିଦ୍ୟାଳୟ ପଡ଼ିଆଠାରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଶକ୍ତି...

ଅନୁଗୋଳ ସହରରେ ପରୀକ୍ଷାମୂଳକ ସିସିଟିଭି କାର୍ଯ୍ୟ ଆରମ୍ଭ: ଥାନା ଛକ ହେବ ଜିରୋ ଟଲରେନ୍ସ ଜୋନ

ଅନୁଗୋଳ ଅଫିସ, ୧୭।୭-ଅନୁଗୋଳ ସହରକୁ ସିସିଟିଭି ନଜରରେ ରଖିବା କାର୍ଯ୍ୟ ଆରମ୍ଭ ହୋଇଛି। ବର୍ତ୍ତମାନ ପରୀକ୍ଷା ମୂଳକ ଭାବେ ଏହା କାର୍ଯ୍ୟକାରୀ କରାଯାଇଛି। ଓଡ଼ିଶା ପୋଲିସ...

Advertisement
Archives

Model This Week