ଭର୍ଜିନିଆ ବିଶ୍ୱବିଦ୍ୟାଳୟ ପରିସରରେ ଗୁଳିକାଣ୍ଡ, ୩ ମୃତ ଅଭିଯୁକ୍ତ ଗିରଫ

ନ୍ୟୁୟର୍କ,୧୫ ।୧୧: ଆମେରିକାର ଭର୍ଜିନିଆ ବିଶ୍ୱବିଦ୍ୟାଳୟ ପରିସରରେ ରବିବାର ରାତିରେ ଗୁଳିକାଣ୍ଡ ହୋଇଛି । ଏହି ସମୟରେ ଭର୍ଜିନିଆ ବିଶ୍ୱ ବଦ୍ୟାଳୟ ଫୁଟବଲ ଟିମର ୩ ଜଣ ସଦସ୍ୟଙ୍କର ମୃତ୍ୟୁ ହୋଇଛି । ଏହାସହ ଅନ୍ୟ ୨ ଜଣ ଆହତ ହୋଇଛନ୍ତି । ଭର୍ଜିନିଆ ବିଶ୍ୱବିଦ୍ୟାଳୟ ପୋଲିସ ପକ୍ଷରୁ ଏହି ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରେ ଫୁଟବଲ ଖେଳାଳି ଲେଭେଲ ଡେଭିଡ ଓ ଡେସିନ ପେରି ରହିଛନ୍ତି ।

ନ୍ୟୁଜ ଏଜେନ୍ସି ରଏଟର୍ସର ସୂଚନା ଅନୁଯାୟୀ, ଏହି ମାମଲାରେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି । ବିଶ୍ୱବିଦ୍ୟାଳୟ ପରିସରରେ ଗୁଳିକାଣ୍ଡର କିଛି ଘଣ୍ଟା ପରେ ଉକ୍ତ ବ୍ୟକ୍ତି ଏକ ଫିଲ୍ଡ ଟ୍ରିପରୁ ଫେରୁଥିବା ଛାତ୍ରରେ ଭରା ବସ ଉପରକୁ ବି ଗୁଳି ଚଳାଇଥିଲେ । ଏହି ସମୟରେ ପୋଲିସ ତାଙ୍କୁ କାବୁ କରି ନେଇଥିଲା । ବିଶ୍ୱବିଦ୍ୟାଳୟ ପୋଲିସ ଏକ ଖବରଦାତା ସମ୍ମଳନୀରେ କହିଛି, ସନ୍ଦିଗ୍ଧ ଛାତ୍ର ଜଣକ ହେଉଛନ୍ତି କ୍ରିଷ୍ଟୋଫର ଡାନେଲ ଜୋନ୍ସ(୨୨)ଙ୍କୁ ରବିବାର ରାତି ପ୍ରାୟ ୧୦ଟା ୩୦ରେ ଗିରଫ କରାଯାଇଛି ।
ୟୁଭିଏ ମ୍ୟାନେଜମେଣ୍ଟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଏହି ଘଟଣା ପରେ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସକୁ ବନ୍ଦ କରି ଦିଆଯାଇଛି । ତେବେ ସନ୍ଦିଗ୍ଧ ଛାତ୍ର ଜଣଙ୍କ ୟୁନିଭର୍ସିଟିର ଛାତ୍ର ବୋଲି ଜଣାପଡିଥିବା ବେଳେ ସେ ପୂର୍ବରୁ ୟୁଭିଏ ଫୁଟବଲ ଟିମର ପ୍ଲେୟାର ରହି ସ।।ରିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ବଡ଼ ଖବର! ଏହି ରାଜ୍ୟରେ ଅକ୍ଟୋବର ୧ରୁ ମିଳିବନି ପେଟ୍ରୋଲ୍-ଡିଜେଲ୍

ଚଣ୍ଡିଗଡ଼,୧୬।୯: ହରିୟାଣାରେ ୧ ଅକ୍ଟୋବର ୨୦୨୬ରୁ ଯାନବାହନ ଚଳାଚଳକୁ ନେଇ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏନ୍‌ସିଆର ଅଞ୍ଚଳରେ ପୁରୁଣା…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?