ବିଶ୍ୱବିଦ୍ୟାଳୟ ମାନ୍ୟତା ପାଇଲା ବିକ୍ରମଦେବ ମହାବିଦ୍ୟାଳୟ

କୋରାପୁଟ,୨ା୨(ସ୍ବ.ପ୍ର): ଅବିଭକ୍ତ କୋରାପୁଟ ଜିଲାର ଛାତ୍ରୀଛାତ୍ର ଏବଂ ବୁଦ୍ଧିଜୀବୀଙ୍କ ଦୀର୍ଘଦିନର ଦାବି ପୂରଣ ହୋଇଛି। ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରଦାନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।

ଜିଲାର ଉଚ୍ଚଶିକ୍ଷା କ୍ଷେତ୍ରରେ ବିକ୍ରମ ଦେବ ମହାବିଦ୍ୟାଳୟ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଆସିଛି । ବିକ୍ରମଦେବ ମହାବିଦ୍ୟାଳୟ ୧୯୪୭ ମସିହାରେ ସ୍ଥାପିତ ହୋଇଥିଲା । ଚଳିତ ବର୍ଷ ଏହି ମହାବିଦ୍ୟାଳୟ ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି। ଏହି ମହାବିଦ୍ୟାଳୟରେ ଏବେ ୧୬ଟି ପୋଷ୍ଟ ଗ୍ରାଜୁଏଟ ପ୍ରୋଗ୍ରାମ, ୧୭ଟି ଅଣ୍ଡର ଗ୍ରାଜୁଏଟ ପ୍ରୋଗ୍ରାମ, ବିବିଏ, ବିସିଏ ଏବଂ ବିଇଡି ପାଠ୍ୟକ୍ରମ ପଢ଼ାଯାଉଛି। ଏଠାରେ ୪ ହଜାର ଛାତ୍ରୀଛାତ୍ର ପଢୁଛନ୍ତି। ବର୍ତ୍ତମାନ ଏହା ବିଶ୍ୱବିଦ୍ୟାଳୟ ହେବା ଦ୍ୱାରା କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଏବଂ ମାଲକାନଗିରିର ଛାତ୍ରୀଛାତ୍ର ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri