ଶେହବାଜ ସରକାରଙ୍କୁ ପୁଣି ଟେନସନ ଦେଲେ ଇମ୍ରାନ, କହିଲେ ୨୩ ଡିସେମ୍ବରରେ ଭାଙ୍ଗିବେ ଦୁଇଟି ବିଧାନସଭା

ଇସଲାମାବାଦ,୧୮ ।୧୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତହରିକ ଏ ଇନସାଫ(ପିଟିଆଇ)ର ମୁଖ୍ୟ ଇମ୍ରାନ ଖାଁ କହିଛନ୍ତି ଆଗାମୀ ଡିସେମ୍ବର ୨୩ରେ ସେ ପାକିସ୍ତାନର ଦୁଇଟି ରାଜ୍ୟର ବିଧାନସଭାକୁ ଭଙ୍ଗ କରିଦେବେ । ସେ ପାକିସ୍ତାନର ପୂର୍ବତନ ଆର୍ମି ଚିଫ କମର ଜାଭେଦ ବାଜୱାଙ୍କ ଉପରେ ବି ଗୁରୁତର ଅଭିଯୋଗ ଆଣିଛନ୍ତି ।
ପୂର୍ବତନ ପ୍ରଧାନମନ୍ତ୍ରୀ ପାକିସ୍ତାନ ସରକାରଙ୍କ ପକ୍ଷରୁ ନ୍ୟାଶନାଲ ଆସେମ୍ଲିଳିର ନିର୍ବାଚନ ତାରିଖ ଘୋଷଣା ନ କରିଥିବା ଯୋଗୁ ପଞ୍ଜାବ ଓ ଖୈବର ପଖ୍‌ତୁନଖା ବିଧାନସଭାକୁ ଭାଙ୍ଗି ଦେବାକୁ କହିଛନ୍ତି । ଏହାସହ ସେ ତାରିଖ ବି ଘୋଷଣା କରିଛନ୍ତି । ସେ କହିଛନ୍ତି ୨୩ ଡିସେମ୍ବରରେ ସେ ଦୁଇଟି ଯାକ ରାଜ୍ୟର ବିଧାନସଭାକୁ ଭାଙ୍ଗି ଦେବେ ।
ସୂଚନାଯୋଗ୍ୟ, ଇମ୍ରାନ ଖାଁ ପାକିସ୍ତାନରେ ଖୁବଶୀଘ୍ର ନ୍ୟାଶନାଲ ଆସେମ୍ଲି ନିର୍ବାଚନ କରିବାକୁ ଚାହୁଁଛନ୍ତି । ସେଥିପାଇଁ ସେ ସରକାରଙ୍କୁ ବାରମ୍ବାର ଟାର୍ଗେଟ କରୁଛନ୍ତି । ଏବେ ଇମ୍ରାନ କହିଛନ୍ତି ଯଦି ୨୦ ଡିସେମ୍ବର ମଧ୍ୟରେ ସରକାର ନିର୍ବାଚନ ତାରିଖ ଘୋଷଣା ନ କରନ୍ତି ତେବେ ସେ ପଞ୍ଜାବ ଓ ଖୈବର ପଖତୁନଖା ରାଜ୍ୟର ସରକାରଙ୍କୁ ଭାଙ୍ଗିଦେବେ ।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?