ପୋଖରୀ ନିକଟରେ ପଡ଼ିଛି ଅଜଣା ମୃତଦେହ: ବଢୁଛି ସନ୍ଦେହ

ଅମରପାଲି,୧୫/୧୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ରଥପୁର ନିକଟସ୍ଥ ରୁଗୁଡ଼ିମୁଣ୍ଡା ପୋଖରୀ ନିକଟରେ ଏକ ଅଜଣା ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କେହି ହତ୍ୟାକାରୀ ମୃତଦେହକୁ ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି। ମୃତଦେହର ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ। ଘଟଣାସ୍ଥଳରେ ବୀରମହାରାଜପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 

Dharitri – Odisha’s No.1 Odia Daily

 

Share