ମନ୍ଦିରରେ ପଡ଼ିଛି ଅଚିହ୍ନା ହାଡ଼: ଗୁଣି ଗାରେଡି ନେଇ ଗାଁରେ କୋକୁଆ ଭୟ

ମୋହନା,୧୪।୧୦: (ମନ୍ମଥ ମିଶ୍ର) ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ କର୍ଚ୍ଚବାଡି ଗାଁରେ ଥିବା ବହୁ ପୁରାତନ ମା’ ବ୍ରାହ୍ମଣିଦେଇ ମନ୍ଦିରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମଙ୍ଗଳବାର ସକାଳ ସମୟରେ ମନ୍ଦିରର ପୂଜାରୀ ନରେନ୍ଦ୍ର ପାଇକ ମନ୍ଦିରକୁ ପୂଜା କରିବା ପାଇଁ ଯାଇଥିଲେ। ମନ୍ଦିର ପରିସରକୁ ସଫା କରିବା ସମୟରେ ମନ୍ଦିର ପରିସରରେ ଥିବା ସିଂହ ପାଖରେ ଏକ ବିରାଟକାୟ ହାଡ଼ ଥିବା ଦେଖିବାକୁ ପାଇଥିଲେ। ପରେ ପୂଜାରୀ ଜଣକ ଗାଁ ଲୋକଙ୍କୁ ଜଣାଇବା ପରେ ଗାଁ ଲୋକେ ମନ୍ଦିର ପରିସରରେ ପହଞ୍ଚି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ମୋହନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ହାଡ଼କୁ ଜବତ କରିଥିବା ବେଳେ ମନ୍ଦି ରେ ପୂଜାର୍ଚ୍ଚନା ବନ୍ଦ ରହିଛି। ଅନ୍ୟପଟେ ମୋହନା ଅଞ୍ଚଳରେ ଗୁଣି ଗାରେଡ଼ିକୁ ନେଇ ସନ୍ଦେହ କରି ବର୍ତ୍ତମାନ କୋକୁଆ ଭୟ ରହିଥିବା ବେଳେ ଏବେ ଏହି ହାଡ଼କୁ ଦେଖି ଗ୍ରାମବାସୀ ଭୟଭିତ ହୋଇ ରହିଛନ୍ତି।

 

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାରି ବର୍ଷର ବଳାତ୍କାର ପୀଡିତାଙ୍କ ଚିକିତ୍ସା କରିବାକୁ ମନା କଲେ; ଏବେ ହସ୍ପିଟାଲ ଗଣିବ ୧୨ ଲକ୍ଷ

ଗାଜିଆବାଦ,୭।୮: ସୁପ୍ରିମକୋର୍ଟ ଶୁକ୍ରବାର ଉତ୍ତର ପ୍ରଦେଶ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲକୁ ଜଣେ ଚାରି ବର୍ଷୀୟ ବଳାତ୍କାର ପୀଡିତାଙ୍କ ପରିବାରକୁ ଯଥାକ୍ରମେ ୧୦ ଲକ୍ଷ ଏବଂ ୨…

ଭାଜପା ସହ ମେଣ୍ଟ କରିବ ଅକାଳୀ ଦଳ! ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସୁଖବୀର ବାଦଲ

ଚଣ୍ଡିଗଡ଼/ନୂଆଦିଲ୍ଲୀ,୭।୮: ଶିରୋମଣି ଅକାଳୀ ଦଳ (ଏସଏଡି) ସଭାପତି ସୁଖବୀର ସିଂହ ବାଦଲ ଶୁକ୍ରବାର ସଂସଦ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ସଂସଦର ମୌସୁମୀ ଅଧିବେଶନ ସମୟରେ…

ଚାଲିଥିଲା ଗଞ୍ଜେଇ କାରବାର, ମହିଳାଙ୍କ ସମେତ ୨ ଜଣଙ୍କୁ ଗିରଫ କରି…

ଖୋର୍ଦ୍ଧା,୭ା୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଧରିବାରେ ସଫଳ ହୋଇଛି। ଗଡ଼ଖୋର୍ଦ୍ଧାସ୍ଥିତ ଗଡ଼ ଚଣ୍ଡିମନ୍ଦିର ନିକଟରେ ଚଢ଼ାଉ କରି…

ସାମାଜିକ ଦାୟିତ୍ୱବୋଧ, ସ୍ବଚ୍ଛତା ଆପଣାଇବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ସେବାନନ୍ଦ ସରସତୀ ଡିଗ୍ରୀ କଲେଜ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ପକ୍ଷରୁ ଶୁକ୍ରବାର…

ଘର ଦେବେ ସଲମାନ: ଚାରିଆଡ଼ୁ ଛୁଟୁଛି ପ୍ରଶଂସା

ଆସାମରେ ହୋଇଥିବା ଭୟଙ୍କର ବନ୍ୟାରେ ପ୍ରଭାବିତ ପରିବାରକୁ ସହାୟତା କରିବା ପାଇଁ ବଲିଉଡ ସୁପରଷ୍ଟାର ସଲମାନ ଖାନ ଆଗେଇ ଆସିଛନ୍ତି। ସେ ଏହି ମହାନ କାର୍ଯ୍ୟ ପାଇଁ…

ଆକ୍ସନ ମୋଡରେ ବିଜୟ ଥଲାପଥି: ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୭।୮: କେନ୍ଦ୍ର ସରକାର ସୀମା ନିର୍ଦ୍ଧାରଣ ବିଲ ପୁନଃଆଗତ କରିପାରନ୍ତି ବୋଲି ଆଲୋଚନା ହୋଇଛି। ତାମିଲନାଡୁରେ ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ବିବାଦ ଆରମ୍ଭ ହୋଇଛି। କେନ୍ଦ୍ର…

ଦେଶୀ ମଦରେ ଅପମିଶ୍ରଣ ଅଭିଯୋଗ:ନିରପେକ୍ଷ ତଦନ୍ତ ଦାବି କଲା କଂଗ୍ରେସ

ଭଞ୍ଜନଗର, ୭।୮ (ବାବୁଲା ପ୍ରଧାନ):ଗଞ୍ଜାମ ଜିଲାର ବିଭିନ୍ନ ଦେଶୀ ମଦ ଭାଟିରେ ଅପମିଶ୍ରିତ ଓ ନକଲି ମଦ ପ୍ରସ୍ତୁତ ହେଉଥିବା ନେଇ ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ)…

ରାସ୍ତାକଡ଼ରେ ଗର୍ଜନ କରୁଥିଲା ୧୨ ଫୁଟ ଲମ୍ବର ଅହିରାଜ, ଯୁବକ ଦେଖିବା ପରେ…

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୩ ନଂ ଓ୍ବାର୍ଡ ପିଏଚ୍‌ଡି ରୋଡ୍‌ କେନାଲ କଡ଼ ମୋବାଇଲ ଟାଓ୍ବାର ନିକଟରୁ୍‌ ପ୍ରାୟ ୧୨ ଫୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri