ଆମେରିକା ଜାହାଜରେ ଅଜଣା ରୋଗ: ୩୦୦ ଆକ୍ରାନ୍ତ

ଓ୍ବାଶିଂଟନ, ୧୧ା୩: ଆମେରିକାର ରୁବି ପ୍ରିନ୍ସେସ୍‌ କ୍ରୁଜ୍‌ ଜାହାଜରେ ଅଜଣା ରୋଗରେ ୩୦୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଓ ଜାହାଜ କର୍ମଚାରୀ ଆକ୍ରାନ୍ତ ହୋଇଛନ୍ତି। ଫେବୃୟାରୀ ୨୬ରୁ ମାର୍ଚ୍ଚ ୫ ମଧ୍ୟରେ ଜାହାଜଟି ଟେକ୍ସାସ୍‌ରୁ ମେକ୍ସିକୋ ଯାଉଥିବାବେଳେ ଅଜଣା ରୋଗ ସଂକ୍ରମଣ ହୋଇଥିଲା। ଜାହାଜରେ ୨,୮୮୧ ଯାତ୍ରୀ ଥିବାବେଳେ ସେମାନଙ୍କ ମଧ୍ୟରୁ ୨୮୪ ଜଣ ଅସୁସ୍ଥ ହୋଇଛନ୍ତି। ସେହିପରି ୧,୧୫୯ କ୍ରିଉ ସଦସ୍ୟଙ୍କ ମଧ୍ୟରୁ ୩୪ ଜଣ ଆକ୍ରାନ୍ତ ଥିବା ଜଣାପଡ଼ିଛି। ରୋଗର କାରଣ ଜଣାପଡ଼ି ନାହଁି।

Share