Odisha Elections 2024

ନଡ଼ିଆ ଗଛରେ ଅଜଣା ରୋଗ

କଣାସ,୧୦ା୫(ବିଭୂତି ଭୂଷଣ ତ୍ରିପାଠୀ): ଅର୍ଥକରୀ ଫସଲ ନଡ଼ିଆ ଗଛରେ ଅଜଣା ରୋଗ ଲାଗି ରହିଥିବାରୁ ଚାଷୀ ମୁଣ୍ଡରେ ହାତଦେଇ ବସିଛନ୍ତି। ବିଶେଷକରି ଚିଲିକା ଉପକୂଳ ଦୋଛିଆଁ , ଅଡାଲ, ବଡାଲ, ଗୋପୀନାଥପୁର, କାଦୁଆ, ଗଡିଶାଗୋଦା, ଯାମଳଗୋଦା, ଅଳିବାଡ଼, ଖଣ୍ଡହତା, ସାହୁପଡ଼ା, ଗଡ଼ଖାରଦ, ଦେଇପୁର, ବକୁ, ଚୁପୁରିଙ୍ଗି ପ୍ରଭୃତି ଗ୍ରାମପଞ୍ଚାୟତର ପ୍ରତ୍ୟେକ ଗ୍ରାମରେ ଥିବା ହଜାର ହଜାର ନଡ଼ିଆ ଗଛରେ ଏପରି ଅଜଣା ରୋଗ ହୋଇଛି, ଯେଉଁଥିରେ ପତ୍ରଗୁଡ଼ିକ ଶୁଖିଯାଉଛି। ଅନେକ ଗଛ ଏହି ରୋଗରେ ମରିଯାଉଥିବା ଦେଖିବାକୁ ମିଳୁଛି। ଏ ସମ୍ପର୍କରେ ଉଦ୍ୟାନ ବିଭାଗ କଣାସ ବ୍ଲକ ଅଧିକାରୀ ଲକ୍ଷ୍ମୀଧର ପ୍ରହରାଜଙ୍କୁ ପଚାରିବାରେ, ଏହା ଏକ ଜଉଜନିତ ରୋଗ। ଏହାର ପ୍ରତିକାର ପାଇଁ କୌଣସି ବ୍ୟବସ୍ଥା ନାହିଁ। ଏହାର ନିରାକାରଣ ପାଇଁ ନଡ଼ିଆ ଗଛ ଅଗିଲାର ପତ୍ରରେ ଔଷଧ୍ୟ ସ୍ପ୍ରେ କରାଗଲେ ଗଛଟି ରୋଗମୁକ୍ତ ହୋଇପାରିବ। ଉଦ୍ୟାନ ବିଭାଗର କାର୍ଯ୍ୟାଳୟ କଣାସ ବ୍ଲକରେ ନାହିଁ। ଉଦ୍ୟାନ ବିଭାଗ ଅଧିକାରୀମାନେ ବିଭିନ୍ନ ସ୍ଥାନକୁ ଯାଉଥିବାରୁ ଚାଷୀମାନେ ଅଧିକାରୀଙ୍କୁ ପାଉ ନ ଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ତୋଳିବାକୁ ଯାଇଥିଲେ: ହେଲା ବଜ୍ରପାତ

ଟିକିରି/ରାୟଗଡ଼ା,୨୦।୫(ପ୍ରଫୁଲ୍ଲ କୁମାର ବେହେରା/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ନକଟିଗୁଡା ପଞ୍ଚାୟତ ସାନମାଟିକଣା ଗାଁରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ମହିଳାଙ୍କ...

ଯୁବକଙ୍କ ଉପରେ ମାଡ଼ିଗଲା ହାଇୱା, ଉତ୍ତେଜନା

ତିହିଡ଼ି,୨୦।୫(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଆରୁହା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ଜଣ ବାଇକ୍‌ ଆରୋହୀଙ୍କ ମଧ୍ୟରେ ଧକ୍କା ହେବା...

ଅପରାହ୍ନ ୫ଟା ସୁଦ୍ଧା ବରଗଡ଼ ଜିଲାରୁ ଆସିଲା ମତଦାନ ହାର

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ଏବେବି ମତଦାତାଙ୍କ...

ଜୀବନ ହାରିଦେଲେ ମହିଳା: କାରଣ ଖୋଜୁଛି ପୋଲିସ

ଗଞ୍ଜାମ,୨୦ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅଧୀନ ପାଳିବନ୍ଧ ପଞ୍ଚାୟତର ପୁରୁଣାବନ୍ଧ ଗ୍ରାମର ଜଣେ ମହିଳା ସୋମବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପିଙ୍କି ବେହେରା (୨୮)।...

ଟ୍ରକ ଧକ୍କାରେ ଶଳା, ଭିଣୋଇ ମୃତ

ଛତ୍ରପୁର,୨୦।୫(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ଚମାଖଣ୍ଡି ଥାନା ଅନ୍ତର୍ଗତ ଟାଟା ପ୍ଲାଣ୍ଟ ସମ୍ମୁଖ ଜାତୀୟ ରାଜପଥରେ ଏକ ଦୁଃଖଦ ଘଟଣା ସୋମବାର ଦେଖିବାକୁ ମିଳିଛି।...

ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,...

ମର୍ମନ୍ତୁଦ ଦୁର୍ଘଟଣା: ମା’, ବାପାଙ୍କ ସହ ୨ ସନ୍ତାନ ମୃତ

ଢେଙ୍କାନାଳ,୨୦।୫: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅଧୀନ ପିଙ୍ଗୁଆ ନିକଟରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗୋଟିଏ ପରିବାରର ୪ଜଣ ସଦସ୍ୟଙ୍କ ମୃତ୍ୟୁ...

ସୁନ୍ଦରଗଡ ଜିଲାରେ ମଧ୍ୟାହ୍ନ ୧ଟା ସୁଦ୍ଧା ୩୬.୩୨%ମତଦାନ

ସୁନ୍ଦରଗଡ,୨୦।୫(ଜୟ ନାରାୟଣ ମେଣ୍ଡୁଳି)ସାଧାରଣ ନିର୍ବାଚନ-୨୦୨୪ ପାଇଁ ଓଡ଼ିଶାରେ ଅନୁଷ୍ଠିତ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ସୁନ୍ଦରଗଡ ଜିଲାରେ ଶାନ୍ତି ଶ୍ରୁଙ୍ଖଳାର ସହ ଆରମ୍ଭ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri