ଦକ୍ଷିଣ ଆଫ୍ରିକାରେ ଅଜଣା ବନ୍ଧୁକଧାରୀଙ୍କ ଗୁଳିମାଡ଼,୮ ମୃତ…

କେପଟାଉନ,୩୦।୧ : ଦକ୍ଷିଣ ଆଫ୍ରିକାର ପୂର୍ବ କେପର କ୍ୱାଜାଚେଲେ ସହରରେ ଜଣେ ଅଜଣା ବନ୍ଧୁକଧାରୀଙ୍କ ଆଖିବୁଜା ଗୁଳିମାଡ଼ରେ ଆଠ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୪ ଜଣ ମଧ୍ୟ ଆହତ ହୋଇଛନ୍ତି। କୁହାଯାଉଛି ଯେ ଲୋକେ ପାର୍ଟି କରିବା ଲାଗି ଏକାଠି ହୋଇଥିଲେ।

ଏହି ସମୟରେ ଗୁଳିମାଡ଼ ହୋଇଥିଲା। ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି। ବନ୍ଧୁକଧାରୀଙ୍କ ସନ୍ଧାନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷର ଝିଅକୁ ଯୌନ ନିର୍ଯାତନା ଦେଲେ ରୁଷୀୟ ସୈନ୍ୟ

କିଭ୍‌, ୧୫ା୩: ୟୁକ୍ରେନ୍‌ରେ ରୁଷୀୟ ସୈନ୍ୟ ମହିଳା ଓ ଶିଶୁଙ୍କୁ ଯୌନ ନିର୍ଯାତନା ଦେଉଥିବା ଅଭିଯୋଗ ସାମ୍ନାକୁ ଆସିଛି। ରୁଷିଆର ୨ଜଣ ସେନା ଅଧିକାରୀ ୪...

ଇସ୍ତଫା ଦିଅ ଜିନ୍‌ପିଙ୍ଗ୍‌

ବେଜିଂ/ସାଂଘାଇ,୨୮ା୧୧(ପି.ଟି./ଏ.ପି.): ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ଚାଇନାରେ ପୁଣି ଅସମ୍ଭାଳ ହେଲାଣି କୋଭିଡ୍‌-୧୯। ଘାତକ ଭୂତାଣୁ ସଂକ୍ରମଣ ଲଗାତର ବୃଦ୍ଧି ପାଉଥିବାରୁ ବେଜିଂ, ସାଂଘାଇ ଓ ଉରୁମ୍‌କି...

ୟୁକ୍ରେନ୍‌ ସାମ୍ବାଦିକ, ସୈନ୍ୟଙ୍କୁ ହତ୍ୟା

କିଭ୍‌, ୨୩।୬: ଫେବୃୟାରୀ ୨୪ରେ ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣର ଖବର ସଂଗ୍ରହ କରୁଥିବା ଜଣେ ୟୁକ୍ରେନୀୟ ଏବଂ ତାଙ୍କୁ ସୁରକ୍ଷା ଦେଉଥିବା ଜଣେ ସୈନ୍ୟଙ୍କୁ...

ବ୍ରାଜିଲର ଦୁଇଟି ସ୍କୁଲରେ ଆଖିବୁଜା ଗୁଳିଚାଳନା, ୩ ମୃତ ୧୧ ଆହତ

ବ୍ରାସିଲିଆ,୨୬ ।୧୧: ବ୍ରାଜିଲର ଦୁଇଟି ସ୍କୁଲରେ ଆଖିବୁଜା ଗୁଳିଚାଳନା ହୋଇଥିବା ସୂଚନା ମିଳିଛି । ଏହି ଗୁଳିକାଣ୍ଡରେ ୩ ଜଣଙ୍କ ମୃତ୍ୟୁ ହୋଇଛି ଓ ୧୧...

କରୋନା ଆତଙ୍କ: ମୃତ୍ୟୁ ସଂଖ୍ୟା ୨ଲକ୍ଷ ୩୯ ହଜାର ଟପିଲା; ୩୪ ଲକ୍ଷରୁ ଅଧିକ ସଂକ୍ରମିତ

ଓ୍ବାଶିଂଟନ,୨।୫: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀରେ ମୃତକଙ୍କ ସଂଖ୍ୟା ୨ ଲକ୍ଷ ୩୯ ହଜାର ୫୮୬ରେ ପହଞ୍ଚିଛି। ସେହିପରି...

ଉଇଗରଙ୍କୁ ନିର୍ଯାତନା, ଗୁପ୍ତ କ୍ୟାମେରା ଦ୍ୱାରା ଭିଡ଼ିଓ ଭାଇରାଲ…

ବେଜିଂ,୨୧।୧୧: ଚାଇନାର ରାଷ୍ଟ୍ରପତି ଶି ଜିନ୍‌ ପିଙ୍ଗ୍‌ଙ୍କ ସରକାରଙ୍କ ପକ୍ଷରୁ ଉଇଗରଙ୍କ ଉପରେ ନିର୍ଯାତନା ଜାରି ରହିଛି। ଏବେ ଗୁପ୍ତ କ୍ୟାମେରା ଦ୍ୱାରା ଶୁଟିଂ ହୋଇଥିବା...

୫୦ ଦେଶ ମିଳିତ ଭାବେ ୟୁକ୍ରେନର ବାୟୁସେନାକୁ କରିବେ ସୁଦୃଢ଼

ବ୍ରୁସଲେସ୍‌,୧୨ା୧୦: ବେଲଜିୟମର ରାଜଧାନୀ ବ୍ରୁସଲେସ୍‌ରେ ୫୦ରୁ ଅଧିକ ଦେଶର ପ୍ରତିନିଧିମାନେ ୟୁକ୍ରେନର ବାୟୁ ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଆବଶ୍ୟକ ନିଷ୍ପତ୍ତି ନେବେ। ବୁଧବାର...

ପୁଟିନ୍‌ଙ୍କ ହାତରେ ପୁଣି ନ୍ୟୁକ୍ଲିୟର ବ୍ରିଫ୍‌କେସ୍‌, ତୃତୀୟ ବିଶ୍ୱ ଯୁଦ୍ଧ ଆଶଙ୍କା ନେଇ ଚର୍ଚ୍ଚା !…

ମସ୍କୋ, ୧୩।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧକୁ ୪୮ ଦିନ ବିତିଛି। କିନ୍ତୁ ଏତେ ଦିନ ପରେ ମଧ୍ୟ ରୁଷିଆର ସେନା ପଛଘୁଞ୍ଚା...

Advertisement
Archives

Model This Week