ଅନ୍‌ଲକ-୩: ଏହି ରାଜ୍ୟରେ ଖୋଲିବ ହୋଟେଲ

ନୂଆଦିଲ୍ଲୀ,୧୯।୮: କରୋନା ମହାମାରୀ ଯୋଗୁ ଦେଶରେ ଏବେ ଅନ୍‌ଲକ-୩ ଜାରି ରହିଛି। ଏହି ଲକ୍‌ଡାଉନ ସମୟରେ କେନ୍ଦ୍ରସରକାର କେତେକ କଟକଣା ଜାରି କରିଛନ୍ତି। ତେବେ ରାଜ୍ୟର ସ୍ଥିତି ଅନୁଧ୍ୟାନ କରି ରାଜ୍ୟସରକାର କଟକଣା କୋହଳ କରିପାରିବେ ବୋଲି କେନ୍ଦ୍ରସରକାର କହିଛନ୍ତି। ଇତିମଧ୍ୟରେ ଦିଲ୍ଲୀ ସରକାର ଅନ୍‌ଲକ-୩ ଅଧୀନରେ ହୋଟୋଲଗୁଡ଼ିକୁ ଖୋଲିବା ପାଇଁ ଅନୁମତି ପ୍ରଦାନ କରିଛନ୍ତି। କିନ୍ତୁ ବର୍ତ୍ତମାନ ଜିମ୍‌ ବନ୍ଦ ରହିବ ବୋଲି ଜଣାପଡ଼ିଛି। ବୁଧବାର ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ହୋଟେଲ ଖୋଲିବା ସହ ପରୀକ୍ଷାମୂଳକ ଭାବେ ସାପ୍ତାହିକ ବଜାର ଖୋଲିବାକୁ ମଞ୍ଜୁରୀ ପ୍ରଦାନ କରାଯାଇଥିବା ବେଳେ ବର୍ତ୍ତମାନ ଜିମ୍‌ ଖୋଲିବା ନେଇ ଅନୁମତି ପ୍ରଦାନ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଧନ୍ୟବାଦ ଦେଲେ ମୋଦି

ନୂଆଦିଲ୍ଲୀ,୨୫-୧୦:ମହାରାଷ୍ଟ୍ର ଓ ହରିୟାଣା ନିର୍ବାଚନ ଫଳ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇରାଜ୍ୟର ମତଦାତାଙ୍କୁ ଧନ୍ୟବାଦ ଦେଇଛନ୍ତି। ନୂଆଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଏକ ସଭାକୁ...

ଆଶା ଦେଖାଇଛି ଅକ୍ସଫୋର୍ଡ ଟିକା

ନୂଆଦିଲ୍ଲୀ,୧୯।୪: କରୋନା ଭାଇରସ୍‌ରେ ସାରା ବିଶ୍ୱରେ ସାଢ଼େ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ସଂକ୍ରମିତ ହୋଇଥିବାବେଳେ ଦେଢ଼ ଲକ୍ଷ ଲୋକଙ୍କ ଜୀବନ ଗଲାଣି। ଏହି ମହାମାରୀଠାରୁ କିଭଳି...

ନିଜକୁ ଗଧ ବୋଲି କହିଲେ ମମତା ବାନାର୍ଜୀ, ଜାଣନ୍ତୁ କାହିଁକି

କୋଲକାତା,୨୧।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ବିଭିନ୍ନ ଦଳର ନେତାଙ୍କ ଆରୋପ-ପ୍ରତ୍ୟାରୋପ ଲାଗି ରହିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ଦେଶଦ୍ରୋହୀ...

୩ ବ୍ଲକ୍‌ର ୫ ଗ୍ରାମ ସିଲ୍‌

ଯାଜପୁର ଅଫିସ,୨୧ା୪: ରାଜ୍ୟରେ ସୋମବାର ଚିହ୍ନଟ ହୋଇଥିବା ୧୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫ଜଣ ଯାଜପୁର ଜିଲାର ବୋଲି ଜଣାପଡ଼ିଛି। ଆକ୍ରାନ୍ତଙ୍କ ଘର ଦଶରଥପୁର ବ୍ଲକ...

୧୬୦ କୋଟି କରୋନା ଟିକା କିଣିବା ପାଇଁ ଭାରତର ଯୋଜନା

ନୂଆଦିଲ୍ଲୀ,୫।୧୨: ଭାରତ ୧୬୦ କୋଟି କରୋନା ଟିକା କିଣିବା ପାଇଁ ଯୋଜନା କରିଛି। ପୃଥିବୀର ବିଭିନ୍ନ ଦେଶର ବିଶେଷଜ୍ଞମାନଙ୍କ ପକ୍ଷରୁ କରାଯାଇଥିବା ବିଶ୍ଳେଷଣ ରିପୋର୍ଟରେ ଏହା...

‘ହେଲମେଟ୍‌ କାହିଁ ପିନ୍ଧିନ’ ପଚାରିବାରୁ ଜର୍ନାଲିଷ୍ଟଙ୍କୁ କ୍ୟାମେରା ଆଗରେ ନିର୍ଯାତନା

ଗୁଆହାଟୀ,୮।୨: ‘ କାହିଁକି ହେଲମେଟ୍‌ ପିନ୍ଧି ନାହଁ ’। ଏଭଳି ପ୍ରଶ୍ନ ପଚାରିବାରୁ ଆସାମର ଜଣେ ଜର୍ନାଲିଷ୍ଟଙ୍କୁ ନିର୍ଯାତନା ଦେଇଛନ୍ତି ଦୁଇ ପୋଲିସ କନଷ୍ଟେବଳ। ଆସାମର...

ମୃତ୍ୟୁକୁ ହରାଇ ହସି ହସି ଘରକୁ ଫେରିଲେ ୧୦୩ ବର୍ଷୀୟ ବୃଦ୍ଧ

ପାଲଘର, ୯ା୫ : ମହାରାଷ୍ଟ୍ରର ପାଲଘରରୁ ଆସିଛି ଏକ ଭଲ ଖବର। ଦ୍ୱିତୀୟ ଲହରରେ ସ୍ବଳ୍ପ ବୟସ୍କଙ୍କ ମୃତ୍ୟୁ ହେଉଥିବାବେଳେ କୋଭିଡ୍‌-୧୯କୁ ହରାଇ ହସି ହସି...

ଫେରିଯିବ ମୌସୁମୀ

ନୂଆଦିଲ୍ଲୀ,୧୫ ।୧୦: ଦେଶର ପ୍ରାୟ ସମସ୍ତ ଭାଗରୁ ମୌସୁମୀ ଫେରି ଯାଇଛି କହିଲେ ଚଳେ । ଓଡ଼ିଶାର କିଛି ଭାଗରେ ଓ ପୂର୍ବ ଭାରତର କିଛି...

Advertisement
Archives

Model This Week