OYOରେ ଆଉ ରୁମ୍‌ ବୁକ୍‌ କରିପାରିବେ ନାହିଁ ଅବିବାହିତ ଯୋଡ଼ି, ଜାଣନ୍ତୁ କେଉଁଠି ଲାଗୁ ହେଲା…

ନୂଆଦିଲ୍ଲୀ,୫।୧: OYOର ବଡ଼ ଘୋଷଣା। କମ୍ପାନୀ ଏହାର ଚେକ୍‌ ଇନ୍‌ ନିୟମରେ ପରିବର୍ତ୍ତନ କରିଛି। ଏଥିସହ ଜଡ଼ିତ ହୋଟେଲରେ ଏହାକୁ କାର୍ଯ୍ୟକାରୀ କରିବାକୁ କୁହାଯାଇଛି। ଓୟୋର ନୂତନ ନିୟମ ଅନୁଯାୟୀ ଅବିବାହିତ ଯୋଡିମାନେ ଆଉ ରୁମ୍‌ ବୁକ୍‌ କରିପାରିବେ ନାହିଁ। ଏହା ଉତ୍ତରପ୍ରଦେଶର ମେରଟ୍‌ ପ୍ରଯୁଜ୍ୟ ହେବ।

ଚେକ୍‌ ଇନ୍‌ ସମୟରେ ସମସ୍ତ ଦମ୍ପତିଙ୍କଠାରୁ ସେମାନଙ୍କ ସମ୍ପର୍କର ବୈଧ ପ୍ରମାଣ ମାଗିବାକୁ କମ୍ପାନୀ ଏହାର ସହଯୋଗୀ ହୋଟେଲଗୁଡ଼ିକୁ କହିଛି। ଅନଲାଇନ୍‌ ବୁକିଂ ଲାଗି ମଧ୍ୟ ଏହି ନିୟମ ପ୍ରଯୁଜ୍ୟ ହେବ। ତେବେ ଏହି ନିୟମ ମେରଟ୍‌ରେ ଥିବା ଓୟୋ ହୋଟେଲଗୁଡ଼ିକ ଲାଗି ପ୍ରଯୁଜ୍ର ହେବ। ହେଲେ ଯଦି କମ୍ପାନୀ ଏହାକୁ ନେଇ ଭଲ ମତାମତ ପାଏ, ତେବେ ଅନ୍ୟ ସହରରେ ମଧ୍ୟ ଏହି ନିୟମ ଲାଗୁ କରିବାକୁ ବିଚାର କରାଯିବ ବୋଲି କମ୍ପାନୀ କହିଛି।

ନିକଟରେ ଟ୍ରାଭେଲ୍‌ ପିଡିଆ ୨୦୨୪ର ଏକ ରିପୋର୍ଟ ପ୍ରକାଶ ପାଇଥିଲା। ସେଥିରେ ଓୟୋ ହୋଟେଲ ବୁକିଂ ସମ୍ବନ୍ଧୀୟ ସୂଚନା ଦିଆଯାଇଛି। ରିପୋର୍ଟ ଅନୁଯାୟୀ ଅବିବାହିତ ଦମ୍ପତିମାନେ ଓୟୋରେ ଅଧିକ ବୁକିଂ କରିଥାନ୍ତି। ସେମାନଙ୍କ ମଧ୍ୟରେ ତେଲେଙ୍ଗାନାର ଯୁବକମାନେ ଆଗରେ ଅଛନ୍ତି। ଏହାପରେ ଦେଶର ଅନେକ ମେଟ୍ରୋ ସହରର ନାମ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଛି। ଏଭଳି ପରିସ୍ଥିତିରେ, ଓୟୋର ଏହି ନିଷ୍ପତ୍ତି ବ୍ୟବସାୟ ଉପରେ କି ପ୍ରଭାବ ପକାଇଥାଏ ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇଞ୍ଜିନିୟରିଂ ଛାଡ଼ି ଷ୍ଟ୍ରବେରି ଚାଷକୁ ଆପଣାଇଛନ୍ତି ସଫଳଚାଷୀ ଭାଗୀରଥି

କାଳିଆପାଣି,୨୬ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ପିଙ୍ଗଲ ପଞ୍ଚାୟତ ଅନ୍ତର୍ଗତ ରାଇଟିକର ଗ୍ରାମର ଭାଗୀରଥି ସ୍ବାଇଁ ଇଞ୍ଜିନିୟରିଂ ବୃତ୍ତି ଛାଡ଼ି ଷ୍ଟ୍ରବେରି ଚାଷ କରି ସଫଳ…

ଧରିତ୍ରୀର ପ୍ରଭାବ; ବୁଲା କୁକୁର ଉପରେ ମୁଖ୍ୟମନ୍ତ୍ରୀ ବସ୍ ଚଢ଼ାଇ ଦେବା ଘଟଣା, ଆକ୍ସନ ମୋଡରେ ବିଡିଓ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ):  ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଘଟଣା । ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆକ୍ସନ ମୋଡରେ ପ୍ରଶାସନ । ଡ୍ରାଇଭରମାନଙ୍କୁ…

କଲେଜ ଫେୟାରଓ୍ବେଲ୍‌ରେ ଯୋଗଦେଇଥିଲେ ତୃପ୍ତିମୟୀ, ଘରକୁ ଫେରିବା ସମୟରେ ଘଟିଲା…

ଜଗତ୍‌ସିଂହପୁର,୨୬ା୩ (ପ୍ରମୋଦ କୁମାର ନାୟକ): ମଙ୍ଗଳବାର ପରୀକ୍ଷା ସରିଲା। ବୁଧବାର ଥିଲା ବିଦାୟକାଳୀନ ଉତ୍ସବ (ଫେୟାର୍‌ଓ୍ବେଲ)। ତେଣୁ ମନରେ ଥିଲା ଅଫୁରନ୍ତ ଆନନ୍ଦ। ନୂଆ ଶାଢ଼ି ପିନ୍ଧି…

ଗ୍ୟାସକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଓଡ଼ିଶାବାସୀଙ୍କ ପାଇଁ…

ଭୁବନେଶ୍ୱର,୨୬।୩: ରାଜ୍ୟରେ ଗ୍ୟାସ, ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ। ଏନେଇ ଗୁରୁବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,…

ଆମେରିକାର ଭୟଙ୍କର ଚେତାବନୀ: ଇରାନ ପରାଜୟ ସ୍ବୀକାର ନ କଲେ…ଶୁଣିକି ସାରା ବିଶ୍ୱ ସ୍ତବ୍ଧ

ଓ୍ବାଶିଂଟନ୍‌,୨୬।୩: ହ୍ବାଇଟ ହାଉସ ପ୍ରେସ ସଚିବ କାରୋଲିନ ଲିଭିଟ କହିଛନ୍ତି ଯେ ଆମେରିକା ଗତ ତିନି ଦିନ ଧରି ଇରାନ ସହିତ ଆଲୋଚନା କରୁଛି ଏବଂ ଏକ…

ଗଞ୍ଜାମ ସହରରେ ଗୁଟଖା ତମାଖୁ କଳାବଜାର, ଚଢ଼ା ଦରରେ ବିକ୍ରି ଅଭିଯୋଗ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ): ଗତ କିଛି ଦିନ ହେଲା ଗଞ୍ଜାମ ସହରରେ ଗୁଟଖା କଳା ବଜାର ହେଉଛି ।ପୂର୍ବରୁ ରାଧା ଖଇନି, ପାନ ମସଲା ବିମଳ, ସଫଳ…

ମହାନଦୀରେ ଭାସୁଛନ୍ତି ମାଳମାଳ କୁମ୍ଭୀର: ସୋଲ ଭେଳାରେ ପାର ହୋଇ ମାଛ, କଙ୍କଡ଼ା ଧରି ପରିବାର ପୋଷଣ କରୁଛନ୍ତି ମହିଳା

ମହାକାଳପଡ଼ା,୨୬ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ନଦୀ ନାଳଘେରା ବତିଘର ଅଞ୍ଚଳ ମହାନଦୀ ଅବବାହିକା ଶାଖା ନାଳଗୁଡ଼ିକରେ କୁମ୍ଭୀର ମାଳ ମାଳ…

ଭୟଭୀତ ଇରାନ: ଖୋଲାଖୋଲି କଥା ହେବାକୁ…

ଓ୍ବାଶିଂଟନ୍‌,୨୬।୩: ମଧ୍ୟପ୍ରାଚ୍ୟରେ ଆମେରିକା-ଇସ୍ରାଏଲ ମେଣ୍ଟ ଏବଂ ଇରାନ ମଧ୍ୟରେ ଶତ୍ରୁତା ଆରମ୍ଭ ହେବାର ୨୬ ଦିନ ବିତିଗଲାଣି ଏବଂ ଉଭୟ ପକ୍ଷରୁ ଆକ୍ରମଣ ଦିନକୁ ଦିନ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri