Posted inଜାତୀୟ

ଅନାବଶ୍ୟକ ଆଇନ ଲୋକଙ୍କ ଉପରେ ବୋଝ ଭଳି: ଆଇନମନ୍ତ୍ରୀ…

ଶିଲଂ,୨୨।୧୦ : କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ଶନିବାର ମେଘାଳୟର ଶିଲଂରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି ଯେ କିଛି ପୁରୁଣା ନିୟମ ସାଧାରଣ ଲୋକଙ୍କ ଜୀବନରେ ବାଧା ସୃଷ୍ଟି କରିଥାଏ। ଆମକୁ ଲୋକଙ୍କ ଉପରେ ଏଭଳି ଆଇନର ଅନୁପାଳନର ଭାର ବହନ କରିବାକୁ ପଡିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାହୁଁଛନ୍ତି ଯେ ସାଧାରଣ ଲୋକମାନେ ଶାନ୍ତିରେ ରୁହନ୍ତୁ ଏବଂ ସେମାନଙ୍କ ଜୀବନରେ ସରକାରଙ୍କ ସର୍ବନିମ୍ନ ହସ୍ତକ୍ଷେପ ରହୁ।

ତେଣୁ ପ୍ରଚଳିତ ବହୁ ପୁରୁଣା ଆଇନକୁ ହଟାଇବାକୁ ଆମେ ନିଷ୍ପତ୍ତି ନେଇଛୁ । ସେଭଳି ଆଇନର ସାମ୍ପ୍ରତିକ ସ୍ଥିତିରେ କୌଣସି ପ୍ରାସଙ୍ଗିକତା ନାହିଁ। ଅନାବଶ୍ୟକ ଆଇନ ସାଧାରଣ ଲୋକଙ୍କ ପାଇଁ ଏକ ବୋଝ ଭଳି। ଏହାକୁ ହଟାଯିବା ଜରୁରୀ। ଆମେ ଇତିମଧ୍ୟରେ୧୫୦୦ରୁ ଅଧିକ ଆଇନକୁ ହଟାଇ ସାରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ…

Video: ପଡ଼ିଆରେ ଏହି କ୍ରିକେଟରଙ୍କ ମୁଣ୍ଡରେ ଲାଗିଲା ଶକ୍ତ ଆଘାତ

ଇସଲାମାବାଦ,୧୫।୬: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶନିବାର (୧୬ ମଇ) ଠାରୁ ଆରମ୍ଭ ହୋଇଛି। ସିଲହଟରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିନରେ,…

ଠାକୁରାଣୀ ଯାତ୍ରାର ଆକର୍ଷଣ ବଢ଼ାଉଛନ୍ତି ମାନସିକ ବେଶଧାରୀ, ଆଜି ସାବିତ୍ରୀ ଅମାବାସ୍ୟାରେ…

ଭଞ୍ଜନଗର,୧୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶନିବାର ୨୧ ଦିନରେ ପହଞ୍ଚିଛି। ଆଉ ୪ ଦିନ ପରେ ଯାତ୍ରା ଉଦ୍‌ଯାପିତ ହେବ। ଆଜି ଅର୍ଥାତ୍‌…

ଖବରଦାତାଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ତୁମର ରିପୋର୍ଟିଂ ଦେଶଦ୍ରୋହ…

ଓ୍ବାଶିଂଟନ,୧୬।୫ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏହା ମଧ୍ୟରେ, ଇରାନ ସମ୍ପର୍କରେ ଏକ ପ୍ରଶ୍ନ ପଚରାଯିବା ପରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ମମତା ପଶ୍ଚିମବଙ୍ଗରେ ପ୍ରଦାନ କରିଥିଲେ ୧.୬୯ କୋଟି SC-ST-OBC ପ୍ରମାଣପତ୍ର, କଡ଼ା ଯାଞ୍ଚ ନିର୍ଦ୍ଦେଶ ଦେଲେ ଶୁଭେନ୍ଦୁ ସରକାର

କୋଲକାତା,୧୬ା୫: ୨୦୧୧ରୁ ଜାରି ହୋଇଥିବା ସମସ୍ତ ୧.୬୯ କୋଟି SC-ST-OBC ବର୍ଗ ପ୍ରମାଣପତ୍ରକୁ ପୁନଃ ଯାଞ୍ଚ କରିବାକୁ ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ଜିଲା ମାଜିଷ୍ଟ୍ରେଟ୍‌ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।…

ଅଲିମ୍ପିକ୍ସ ଆୟୋଜନ, ବିଶ୍ୱ ବିକାଶର ଇଞ୍ଜିନ, … ନେଦରଲ୍ୟାଣ୍ଡସ ଗସ୍ତ ସମୟରେ ଭାରତର ଏଜେଣ୍ଡା ସ୍ଥିର କଲେ ପ୍ରଧାନମନ୍ତ୍ରୀ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସ୍‌ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱ ସମ୍ମୁଖରେ ‘ନୂତନ ଭାରତ’ର ଦୃଷ୍ଟିକୋଣ ଉପସ୍ଥାପନ କରିଥିଲେ। ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ…

ତରଭୁଜ ଖାଇ ନାବାଳକଙ୍କ ଜୀବନ ଗଲା, ପରିବାରର ଆଉ ୩ ଅସୁସ୍ଥ

ପଟ୍ଟାମୁଣ୍ଡାଇ,୧୬ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର କୁପୁଣି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ତରଭୁଜ ଖାଇ ଗୋଟିଏ ପରିବାରର ଜଣେ ନାବାଳକଙ୍କର…

ଭାରତ ଆସିବେ ପାକିସ୍ତାନ କ୍ରିକେଟ ବୋର୍ଡର ମୁଖ୍ୟ! ପ୍ରଧାନମନ୍ତ୍ରୀଙ୍କୁ ମାଗିଲେ..

ନୂଆଦିଲ୍ଲୀ,୧୬।୫: ୨୦୨୬ ଆଇପିଏଲ ଫାଇନାଲ ଦିନ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମୁଖ୍ୟ ମୋହସିନ ନକଭି ଅହମଦାବାଦରେ ଉପସ୍ଥିତ ରହିପାରନ୍ତି। ପ୍ରକୃତରେ, ଅହମଦାବାଦରେ ଏକ ଆଇସିସି (ଆନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri