ତିରିଶ ବର୍ଷର ମନୋମାଳିନ୍ୟ ଭୁଲି ଏକାଠି ହେଲେ ସନ୍ନି-ଶାହାରୁଖ

ବମ୍ବେ: ବର୍ଷେ କି ଦୁଇ ବର୍ଷ ନୁହେଁ ଦୀର୍ଘ ତିରିଶ ବର୍ଷର ମନୋମାଳିନ୍ୟ ଭୁଲିଛନ୍ତି ଶାହାରୁଖ ଖାନ୍‌ ଏବଂ ସନ୍ନି ଦେଓଲ। ଉଭୟ ଅଭିନେତା ଏକାଠି ହେବା ସହ ପରସ୍ପରକୁ ଶୁଭେଚ୍ଛା ଜଣାଇଛନ୍ତି। ଏହାର ଝଲକ ‘ଗଦର ୨’ର ସଫଳତାକୁ ନେଇ ନିର୍ମାତା ଦେଇଥିବା ପାର୍ଟିରେ ଦେଖିବାକୁ ମିଳିଛି।

ପାର୍ଟିରେ ବଲିଉଡର ଅନେକ କଳାକାର ଯୋଗ ଦେଇଥିଲେ। ସଲମାନ୍‌ ଖାନ୍‌, ଆମିର ଖାନ୍‌, ଶାହାରୁଖ ଖାନ୍‌ ପ୍ରମୁଖ ବିଗତ ଦିନର ଶତ୍ରୁତା ଭୁଲି ଗୋଟିଏ ସ୍ଥାନରେ ଏକାଠି ହୋଇଥିଲେ। ହେଲେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ଶାହାରୁଖ-ସନ୍ନି।

‘ଡର’ ଚଳଚ୍ଚିତ୍ର ପରଠାରୁ ସନ୍ନି ଏବଂ ଶାହାରୁଖଙ୍କ ମଧ୍ୟରେ ମତାନ୍ତର ଦେଖିବାକୁ ମିଳିଥିଲା। ସନ୍ନି ନିଜେ କହିଥିଲେ ଯେ ସେ ଷୋହଳ ବର୍ଷ ଧରି ଶାହାରୁଖଙ୍କ ସହ କଥା ହୋଇନାହାନ୍ତି। ହେଲେ ‘ଗଦର ୨’ ଦେଖିବା ପୂର୍ବରୁ ଶାହାରୁଖ ସନ୍ନିଙ୍କୁ ଫୋନ୍‌ କରି ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?