ରାସ୍ତା କାମ କରି ପାରିଶ୍ରମିକ ପାଇନାହାନ୍ତି ଶ୍ରମିକ: ବିଡ଼ିଓଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୨୬ା୫(ତୁମେଶ୍ବର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମ ପଞ୍ଚାୟତ ଅଧୀନ ତୁର୍ଲା ଗ୍ରାମର ହରିଜନ ପଡାରେ ରାସ୍ତାକାମ କରି ଆଜକୁ ଏକବର୍ଷରୁ ଊଦ୍ଧର୍‌ବ ହେଲାଣି ଶ୍ରମିକମାନେ ପାରିଶ୍ରମିକ ପାଇନାହାନ୍ତି। ୨୦୨୩-୨୪ ଆର୍ଥିକ ବର୍ଷରେ ତୁର୍ଲା ଗ୍ରାମର ସ୍କୁଲ ପଡ଼ାରେ ଦୁଇ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କେସିଙ୍ଗା ପଞ୍ଚାୟତ ସମିତି ପକ୍ଷରୁ କଂକ୍ରିଟ ରାସ୍ତା କାମ କରଯାଇଥିଲା। ତୁର୍ଲା ଗ୍ରାମର ଜନୈକ ଠିକାଦାରଙ୍କୁ ଏହି ଦାୟିତ୍ୱ ଦିଆଯାଇଥିଲା। କାମ ସାରିବା ପରେ ଠିକାଦାର ପାରିଶ୍ରମକ ଦେଇ ନ ଥିବା ନେଇ ଶ୍ରମିକମାନେ ବିଡ଼ିଓଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହା ସତ୍ତ୍ୱେ ସୁଫଳ ମିଳି ନ ଥିବାରୁ ଶ୍ରମିକମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ପୁଣି ରାସ୍ତାକାମ ଅତି ନିମ୍ନମାନର ନେଇ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ପ୍ରବଳ ବର୍ଷାରେ ଭାଙ୍ଗିଗଲା ଆଶାକର୍ମୀଙ୍କ ଘର, ସରକାରୀ ସହାୟତା ପାଇଁ ଦାବି

ଥୁଆମୂଳ ରାମପୁର,୨୬।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପ୍ରବଳ ବର୍ଷା ଯୋଗୁଁ ଅଞ୍ଚଳବାସୀଙ୍କ ଜୀବନଯାପନ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗତ ସୋମବାର ରାତିରେ ହୋଇଥିବା ମାତ୍ରାଧିକ…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri