କଙ୍କଡ଼ା କିଣିବାକୁ ଅସମ୍ଭାଳ ଭିଡ଼: ରହୁନି ସାମାଜିକ ଦୂରତା

ଗଞ୍ଜାମ,୩ା୭(ଡି.ଏନ୍‌.ଏ.): ବର୍ତ୍ତମାନ ଗଞ୍ଜାମ ଜିଲାରେ ମହାମାରୀ କରୋନା ଉଗ୍ରରୂପ ଧାରଣ କରିଛି। ଏଭଳି ପରିସ୍ଥିତିରେ ପ୍ରଶାସନର ନିଦ ହଜିଗଲାଣି। ଏଥିପାଇଁ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ବାରମ୍ବାର ଶଟ୍‌ଡାଉନ୍‌ ଘୋଷଣା କରୁଛନ୍ତି l ମାସ୍କ ଓ ସାମାଜିକ ଦୂରତା ରଖିବାକୁ ବିଭିନ୍ନ ଉପାୟରେ ସଚେତନତା ସୃଷ୍ଟି କରୁଛନ୍ତି l କିନ୍ତୁ ଲୋକେ ତାହା ମାନୁ ନ ଥିବା ଦେଖିବାକୁ ମିଳିଛି l ଗଞ୍ଜାମ ସହର ଋଷିକୂଲ୍ୟା ବ୍ରିଜ ଛତ୍ରପୁର ଯିବା ରାସ୍ତା ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱ ଆମିଷ ଦୋକାନରେ ଅସମ୍ଭାଳ ଭିଡ଼ ଜମୁଥିବା ଦେଖିବାକୁ ମିଳିଛି l ଶହ ଶହ ଲୋକ ଗୋଟିଏ ସ୍ଥାନରୁ ମାଛ କଙ୍କଡ଼ା କିଣୁଥିବା ବେଳେ ସେମାନଙ୍କୁ ନିୟନ୍ତ୍ରଣ କରିବା ପାଇଁ କେହି ନାହାନ୍ତି। ଫଳରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କାକୁ ଏଡ଼ାଇ ଦେଇହେବ ନାହିଁ l ଅନ୍ୟପଟେ ଉଭୟ ରାସ୍ତାରେ ଶହ ଶହ ବାଇକ୍‌ ରହୁଥିବାରୁ ଦୁର୍ଘଟଣା ଘଟିବା ସମ୍ଭାବନା ରହିଛି l ତେଣୁ ପ୍ରଶାସନ ପକ୍ଷରୁ ଦୃଷ୍ଟି ଦେବାକୁ ଦାବି ହୋଇଛି l


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri