କଙ୍କଡ଼ା କିଣିବାକୁ ଅସମ୍ଭାଳ ଭିଡ଼: ରହୁନି ସାମାଜିକ ଦୂରତା

ଗଞ୍ଜାମ,୩ା୭(ଡି.ଏନ୍‌.ଏ.): ବର୍ତ୍ତମାନ ଗଞ୍ଜାମ ଜିଲାରେ ମହାମାରୀ କରୋନା ଉଗ୍ରରୂପ ଧାରଣ କରିଛି। ଏଭଳି ପରିସ୍ଥିତିରେ ପ୍ରଶାସନର ନିଦ ହଜିଗଲାଣି। ଏଥିପାଇଁ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ବାରମ୍ବାର ଶଟ୍‌ଡାଉନ୍‌ ଘୋଷଣା କରୁଛନ୍ତି l ମାସ୍କ ଓ ସାମାଜିକ ଦୂରତା ରଖିବାକୁ ବିଭିନ୍ନ ଉପାୟରେ ସଚେତନତା ସୃଷ୍ଟି କରୁଛନ୍ତି l କିନ୍ତୁ ଲୋକେ ତାହା ମାନୁ ନ ଥିବା ଦେଖିବାକୁ ମିଳିଛି l ଗଞ୍ଜାମ ସହର ଋଷିକୂଲ୍ୟା ବ୍ରିଜ ଛତ୍ରପୁର ଯିବା ରାସ୍ତା ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱ ଆମିଷ ଦୋକାନରେ ଅସମ୍ଭାଳ ଭିଡ଼ ଜମୁଥିବା ଦେଖିବାକୁ ମିଳିଛି l ଶହ ଶହ ଲୋକ ଗୋଟିଏ ସ୍ଥାନରୁ ମାଛ କଙ୍କଡ଼ା କିଣୁଥିବା ବେଳେ ସେମାନଙ୍କୁ ନିୟନ୍ତ୍ରଣ କରିବା ପାଇଁ କେହି ନାହାନ୍ତି। ଫଳରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କାକୁ ଏଡ଼ାଇ ଦେଇହେବ ନାହିଁ l ଅନ୍ୟପଟେ ଉଭୟ ରାସ୍ତାରେ ଶହ ଶହ ବାଇକ୍‌ ରହୁଥିବାରୁ ଦୁର୍ଘଟଣା ଘଟିବା ସମ୍ଭାବନା ରହିଛି l ତେଣୁ ପ୍ରଶାସନ ପକ୍ଷରୁ ଦୃଷ୍ଟି ଦେବାକୁ ଦାବି ହୋଇଛି l


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ମ୍ୟୁନିସିପାଲଟିର ଦାୟିତ୍ୱ ଗ୍ରହଣ କଲେ ଅଧ୍ୟକ୍ଷା

ବଲାଙ୍ଗୀର ଅଫିସ,୬ା୪: ବଲାଙ୍ଗୀର ମ୍ୟୁନିସିପାଲଟିର ନବ ନିର୍ବାଚିତ ଅଧ୍ୟକ୍ଷା ଲିକା ସାହୁ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଜିଲା ପ୍ରଶାସନ ପକ୍ଷରୁ ନବ...

ଗଞ୍ଜାମର ବିଭିନ୍ନ ଅଞ୍ଚଳରେ ମୁତୟନ ହେଲେ ଏନ୍‌ଡିଆରଏଫ, ଓଡ୍ରାଫ ଟିମ୍‌

ଛତ୍ରପୁର,୨୬।୯(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟା ଗୁଲାବ ପରିପ୍ରେକ୍ଷୀରେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏନ୍‌ଡିଆରଏଫ୍‌ ଓ ଓଡ୍ରାଫ ଟିମ୍‌ ଗଞ୍ଜାମ ଜିଲାରେ ପହଞ୍ଚିଥିଲେ। ପରେ ସେମାନଙ୍କୁ...

ଶ୍ରମିକଙ୍କ ପାଇଁ କାର୍ଯ୍ୟକାରୀ ହେଉ ପେନ୍‌ସନ ଯୋଜନା

ବ୍ରହ୍ମପୁର ଅଫିସ,୧୯ା୮-ଶ୍ରମିକ ଓ ଅଣସଂଗଠିତ ଶ୍ରମିକଙ୍କୁ ରାଜ୍ୟ ସରକାର ମାସିକ ପେନ୍‌ସନ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ଗଞ୍ଜାମ ଜିଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ଦାବି...

ଏସ୍‌ପି ଅଫିସ ସମ୍ମୁଖରେ ଉତ୍ତେଜନାପୂର୍ଣ୍ଣ ଜାତିଆଣ ଓ ଅଶ୍ଳୀଳ ଭାଷଣ ମାମଲା: ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର ରାଜ୍ୟ ସଭାପତି ଗିରଫ

ଜଗତ୍‌ସିଂହପୁର ଅଫିସ,୧୫ା୩: ତିର୍ତ୍ତୋଲ ଥାନା ଅଧୀନ ରେପୁରପାଟଣା ଗ୍ରାମରେ ଦଳିତ ଓ ସବର୍ଣ୍ଣଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ଏହି ବିବାଦର ସମାଧାନ ପାଇଁ ଶାନ୍ତି କମିଟି...

ରାଜପଥ ପାର୍ଶ୍ୱ ହୋଟେଲରେ ଚଢାଉ

ଜଳେଶ୍ୱର, ୨୪ା୧୧(ଡି.ଏନ.ଏ.)-ଜଳେଶ୍ୱର ନିକଟ ଦେଇ ଯାଇଥିବା ୬୦ନଂ. ଜାତୀୟ ରାଜପଥର ପାର୍ଶ୍ୱରେ ଥିବା ବିଭିନ୍ନ ହୋଟେଲରେ ଦେହ ବ୍ୟବସାୟ ଚାଲିଥିବା ଖବରପାଇ ରବିବାର ସକାଳେ ପୋଲିସ...

ଜିତିବା, ହାରିବାକୁ ନେଇ ଅଙ୍କକଷା

ଯାଜପୁର ଅଫିସ,୨୬ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ଶେଷହେବା ପରେ ଗଣତି ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୋଟ ଗଣତି...

ନାବାଳିକାଙ୍କୁ ଗଣବଳାତ୍କାର

ଫୁଲବାଣୀ ଅଫିସ,୨ା୫: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହାକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ...

ଶ୍ରାବଣ ମାସ ପ୍ରଥମ ସୋମବାର: ଜଳାଭିଷେକ ପାଇଁ ବିଭିନ୍ନ ଶୈବପୀଠରେ ଭିଡ଼

ବାଲିଗୁଡ଼ା,୨୨।୭(ଡି.ଏନ୍‌.ଏ.): ଶ୍ରାବଣ ମାସ ପ୍ରଥମ ସୋମବାରରେ ମହାଦେବଙ୍କୁ ଜଳାଭିଷେକ ଲାଗି ବିଭିନ୍ନ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼ ଜମିଛି। ପ୍ରତ୍ୟୁଷରୁ ଖଡ଼ଗ ନଦୀ ନିକଟରେ କାଉଡ଼ିଆଙ୍କ ଭିଡ଼...

Advertisement
Archives

Model This Week