ଅସୁରକ୍ଷିତ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଗଲା ମାଙ୍କଡ଼ ଜୀବନ

ଜଳେଶ୍ୱର, ୨୪।୧(ଡି.ଏନ.ଏ.):  ବାଲେଶ୍ୱର ଜିଲାର ଜଳେଶ୍ୱର ବିଦ୍ୟୁତ୍‌ ଡିଭିଜନ ଅନ୍ତର୍ଗତ ମହମ୍ମଦନଗର ପାଟଣା ଗାଁରେ ଥିବା ଏକ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ସଂସ୍ପର୍ଶରେ ଆସି ଏକ ମାଙ୍କଡର ଜୀବନ ଯାଇଛି ା ଟ୍ରାନ୍ସଫର୍ମର ଚାରିପଟେ ତାରଜାଲି ବାଡ ନ ଥିବା ବେଳେ ଅନାବନା ଲଟାରେ ପରିପୂର୍ଣ୍ଣ ା ଫଳରେ ବିଦ୍ୟୁତ୍‌ ସଂଯୋଗରେ ଆସି ଗୃହପାଳିତ ପ୍ରାଣୀ, ମଣିଷ, ବନ୍ୟ ଜୀବଜନ୍ତୁ ଆହତ କିମ୍ବା ମୃତ୍ୟୁବରଣ କରୁଛନ୍ତି। କେତେକ ଟ୍ରାନ୍ସଫର୍ମରରେ ଏବି ସୁଇଚ୍‌ ନ ଥିବାରୁ କୌଣସି ଘଟଣାକ୍ରମରେ ସ୍ଥାନୀୟ ଲୋକେ କିମ୍ବା କର୍ମଚାରୀ ବିଦ୍ୟୁତ୍‌ ସଂଯୋଗ କାଟିବାକୁ ଚାହିଁଲେ ମଧ୍ୟ ତାହା ସମ୍ଭବ ହୋଇପାରୁନାହିଁ ା


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍‌ ଶୋ’ରୁମ୍‌

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?