ଧରିତ୍ରୀ ପ୍ରଭାବ: ଅସୁରକ୍ଷିତ ସୁଲୁମାହା ଜଙ୍ଗଲ, ନିର୍ଭୟରେ ଗଛ କଟା ଖବର ପ୍ରକାଶ ପରେ ତତ୍ପରତା ଦେଖାଇଲା ବନବିଭାଗ

ଦାରିଙ୍ଗବାଡ଼ି,୧୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳର ସୁଲୁମାହା ଜଙ୍ଗଲ ଅସୁରକ୍ଷିତ ଓ ଦୁର୍ବୃତ୍ତମାନେ ବେଧଡ଼କ ମୂଲ୍ୟବାନ ଗଛକାଟି ନେଇଯାଉଥିବା ଘଟଣାରେ ବନାଞ୍ଚଳ ଅଧିକାରୀ ମାଧବ ଚନ୍ଦ୍ର ବେହେରା ଆକ୍ସନ ମୋଡ୍‌କୁ ଆସିଛନ୍ତି। ଏନେଇ ଧରିତ୍ରୀ ପୋର୍ଟାଲରେ ବୁଧବାର ସକାଳେ ଖବର ପ୍ରକାଶ ପାଇବା ପରେ ବନାଞ୍ଚଳ ଅଧିକାରୀ ବେହେରା ସିମନବାଡ଼ି ସେକ୍ସନର ବନପାଳ ବନିତା ପ୍ରଧାନ ଏବଂ ବନରକ୍ଷୀ ସାଗରିକା ବେହେରାଙ୍କୁ କାରଣ ଦର୍ଶାଅ ନୋଟିସ କରିଥିବା କହିଛନ୍ତି। ଏଥିସହ ଜଙ୍ଗଲରୁ ଗଛ କାଟିବା ନେଇ ଗୋଟିଏ ଦୁଇଟଇ କେସ୍‌ କରାଯାଇଥିବା ବନାଞ୍ଚଳ ଅଧିକାରୀ କହିଛନ୍ତି। ସେହିପରି ଉକ୍ତ ଜଙ୍ଗଲ ସମେତ ସେକ୍ସନର ସମସ୍ତ ଜଙ୍ଗଲରେ ପାଟ୍ରୋଲିଂକୁ କଡ଼ାକଡ଼ି କରାଯିବା ପାଇଁ ନିର୍ଦ୍ଦେଶ ଦେଇଥିବା ବନାଞ୍ଚଳ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri