ଧରିତ୍ରୀ ପ୍ରଭାବ: ଅସୁରକ୍ଷିତ ସୁଲୁମାହା ଜଙ୍ଗଲ, ନିର୍ଭୟରେ ଗଛ କଟା ଖବର ପ୍ରକାଶ ପରେ ତତ୍ପରତା ଦେଖାଇଲା ବନବିଭାଗ

ଦାରିଙ୍ଗବାଡ଼ି,୧୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳର ସୁଲୁମାହା ଜଙ୍ଗଲ ଅସୁରକ୍ଷିତ ଓ ଦୁର୍ବୃତ୍ତମାନେ ବେଧଡ଼କ ମୂଲ୍ୟବାନ ଗଛକାଟି ନେଇଯାଉଥିବା ଘଟଣାରେ ବନାଞ୍ଚଳ ଅଧିକାରୀ ମାଧବ ଚନ୍ଦ୍ର ବେହେରା ଆକ୍ସନ ମୋଡ୍‌କୁ ଆସିଛନ୍ତି। ଏନେଇ ଧରିତ୍ରୀ ପୋର୍ଟାଲରେ ବୁଧବାର ସକାଳେ ଖବର ପ୍ରକାଶ ପାଇବା ପରେ ବନାଞ୍ଚଳ ଅଧିକାରୀ ବେହେରା ସିମନବାଡ଼ି ସେକ୍ସନର ବନପାଳ ବନିତା ପ୍ରଧାନ ଏବଂ ବନରକ୍ଷୀ ସାଗରିକା ବେହେରାଙ୍କୁ କାରଣ ଦର୍ଶାଅ ନୋଟିସ କରିଥିବା କହିଛନ୍ତି। ଏଥିସହ ଜଙ୍ଗଲରୁ ଗଛ କାଟିବା ନେଇ ଗୋଟିଏ ଦୁଇଟଇ କେସ୍‌ କରାଯାଇଥିବା ବନାଞ୍ଚଳ ଅଧିକାରୀ କହିଛନ୍ତି। ସେହିପରି ଉକ୍ତ ଜଙ୍ଗଲ ସମେତ ସେକ୍ସନର ସମସ୍ତ ଜଙ୍ଗଲରେ ପାଟ୍ରୋଲିଂକୁ କଡ଼ାକଡ଼ି କରାଯିବା ପାଇଁ ନିର୍ଦ୍ଦେଶ ଦେଇଥିବା ବନାଞ୍ଚଳ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri