Posted inଜାତୀୟ

ୟୁଏନଏସସିର ଦ୍ୱିତୀୟ ବୈଠକରେ ମୁମ୍ବାଇ ପରେ ଦିଲ୍ଲୀରୁ ପାକିସ୍ତାନକୁ କରାଯିବ ଟାର୍ଗେଟ

ନୂଆଦିଲ୍ଲୀ,୨୯ ।୧୦: ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦର ଆତଙ୍କବାଦ ନିରୋଧକ ସମିତିର ବିଶେଷ ବୈଠକର ଶନିବାର ହେଉଛି ଦ୍ୱିତୀୟ ଦିବସ । ଦ୍ୱିତୀୟ ଦିନର ବୈଠକ ଶନିବାର ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଛି । ଏହି ବୈଠକରେ ୩ ବିନ୍ଦୁ ଉପରେ ଆଧାରିତ ଏଜେଣ୍ଡା ଉପରେ ଚର୍ଚ୍ଚା କରାଯିବ । ଯେଉଁଥିରେ ଆତଙ୍କବାଦୀ ଆକ୍ରମଣରେ ଇଣ୍ଟରନେଟ ଓ ସୋସିଆଲ ମିଡିଆର ବ୍ୟବହାର, ପାଣ୍ଠି ସଂଗ୍ରହ ପାଇଁ ନୂତନ ପେମେଣ୍ଟ ଟେକ୍ନୋଲୋଜିର ବ୍ୟବହାର ଏବଂ ଡ୍ରୋନ୍ ଭଳି ମାନବ ବିହୀନ ବିମାନ ଉପକରଣ ସହିତ କାରବାର ଉପରେ ଆଲୋଚନା ଅନ୍ତର୍ଭୁକ୍ତ କରାଯିବ । ସୂଚନାଯୋଗ୍ୟ, ଏହାର ପ୍ରଥମ ଦିନର ବୈଠକ ମୁମ୍ବାଇରେ ୨୮ ଅକ୍ଟୋବର ଶୁକ୍ରବାର ଆୟୋଜିତ ହୋଇଯାଇଛି ।
ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦର ଏହି ବୈଠକ ସକାଳ ୯ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ନୂଆ ଦିଲ୍ଲୀର ତାଜ ପ୍ୟାଲେସରେ ହେବ । ବୈଠକ ପରେ ପ୍ରେସ କନଫରେନ୍ସ ହେବ । ଶୁକ୍ରବାର ତାଜ ହୋଟେଲରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦର ସମସ୍ତ ୧୫ ସଦସ୍ୟ ଦେଶର ରାଷ୍ଟ୍ରଦୂତ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଲୋକଙ୍କ ସ୍ମାରକରେ ଶ୍ରଦ୍ଦାଞ୍ଜଳି ଦେଇଥିଲେ । ଶନିବାରର ବୈଠକରେ ଚାଇନା ବି ଭାଗ ନେବ ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri