ୟୁକ୍ରେନ ସଙ୍କଟ: ସଂଯମତା ପାଇଁ ଭାରତର ନିବେଦନ

ନୂଆଦିଲ୍ଲୀ,୨୨ ।୨: ରୁଷିଆ-ୟୁକ୍ରେନ୍ ମଧ୍ୟରେ ବୃଦ୍ଧି ପାଉଥିବା ଯୁଦ୍ଧ ଆଶଙ୍କା ମଧ୍ୟରେ ମଙ୍ଗଳବାର ଭାରତୀୟ ସମୟ ସକାଳ ପ୍ରାୟ ୭ଟା ୩୦ରେ ଆୟୋଜିତ ହୋଇଛି ମିଳିତ ଜାତିସଂଘ ସୁରକ୍ଷା ପରିଷଦର ବୈଠକ । ଏଥିରେ ଭାରତର ସ୍ଥାୟୀ ପ୍ରତିନିଧି ଟିଏସ୍ ତିରୁମୂର୍ତ୍ତି ଯୋଗଦେଇ କହିଛନ୍ତି ୟୁକ୍ରେନ୍‌ରେ ଥିବା ଭାରତୀୟଙ୍କ ସୁରକ୍ଷା ଆମ ପାଇଁ ସବୁଠାରୁ ଅଧିକ ଜରୁରୀ । ପାଖାପାଖି ୨୦ ହଜାର ଛାତ୍ରୀଛାତ୍ର ସେଠାରେ ପାଠ ପଢୁଥିବା ବେଳେ ସେମାନଙ୍କ ସୁରକ୍ଷା ଆମର ପ୍ରାଥମିକତା ।
ତେବେ ୟୁକ୍ରେନ୍ ସଙ୍କଟକୁ ନେଇ ଭାରତ କହିଛି ଉଭୟ ପକ୍ଷ ସଂଯମତାର ସହ ଏହି ସମସ୍ୟାର ସମାଧାନ ବାହାର କରିବା ଦରକାର । ଏଥିପାଇଁ ଉଭୟ ପକ୍ଷର ଆବଶ୍ୟକତା ରହିଛି । କୁଟନିତିକ ପ୍ରୟାସକୁ ତ୍ୱରାନ୍ୱିତ କରିବାକୁ ଅନ୍ତର୍ଜାତୀୟ ଶାନ୍ତି ଓ ନିରାପତ୍ତା ବଜାୟ ରଖିବା ପାଇଁ ଆମେ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ଉପରେ ଗୁରୁତ୍ୱ ଦେଇଥାଉ । ଏମିତି ହେଲେ ନିଶ୍ଚିତ ଭାବେ ସବୁ ସମସ୍ୟାର ସମାଧାନ ଖୁବଶୀଘ୍ର ବାହାରି ପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନ ବିଚାରପତି କଲେ ବଡ଼ ଘୋଷଣା, ହ୍ବାଟ୍ସଆପ୍‌ରେ ଓକିଲଙ୍କୁ ମାମଲା ସମ୍ପର୍କିତ ସୂଚନା ପ୍ରଦାନ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୪: ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ ଘୋଷଣା କରିଛନ୍ତି ଯେ ସୁପ୍ରିମକୋର୍ଟ ହ୍ବାଟ୍ସଆପ୍‌ ଜରିଆରେ ଓକିଲଙ୍କ ସହ ଶୁଣାଣି ହେବାକୁ ଥିବା ମାମଲା, ମାମଲା...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ସ୍ତ୍ରୀଙ୍କ ବିରୋଧରେ ଆସିଲା ଦୁର୍ନୀତି ଅଭିଯୋଗ, ପଦ ଛାଡିବାର ସଙ୍କେତ ଦେଲେ ସ୍ପେନ୍‌ ପ୍ରଧାନମନ୍ତ୍ରୀ

ମାଦ୍ରିଦ୍‌,୨୫।୪: ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଛି। ପ୍ରଧାନମନ୍ତ୍ରୀ ତାଙ୍କର ସମସ୍ତ ସରକାରୀ କାର୍ଯ୍ୟ ବନ୍ଦ କରି ଦେଇଛନ୍ତି ଏବଂ...

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ...

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା...

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ...

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ବିଅର

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri